-+91-9937148622 |

prerana_bgr@rediffmail.com |

  Sunday 8th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||      ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                            (07-Nov-2026)       ||      ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||     

HOME   ଜିଲ୍ଲା

ପାତାଳୀ କ୍ଷେତ୍ର ରେ ବଡ଼ ଏକାଦଶୀ ଲକ୍ଷ୍ମୀ ନାରାୟଣ ଓ ବାଙ୍କଚୂଡା ବେଶରେ ଦର୍ଶନ ଦେଲେ ଶ୍ରୀଜୀଉ

02-Nov-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ମହାପ୍ରଭୁ  ଶ୍ରୀ ଜଗନ୍ନାଥଙ୍କ ଆଦ୍ୟ ଲୀଳାକ୍ଷେତ୍ର ପାତାଳୀ ଶ୍ରୀକ୍ଷେତ୍ର କୋଟସମଲାଇ ଠାରେ ପବିତ୍ର କାର୍ତ୍ତିକ ପଞ୍ଚୁକ ଉତ୍ସବ ଆଜି ଦେବୋତ୍ଥାନ ଏକାଦଶୀ ରୁ ଆରମ୍ଭ ହୋଇଯାଇଛି । ଆଜି ଏ ଅବସରରେ ଭୋର୍ ୫.୦୦ ଘ. ରେ ଦ୍ବାର ଫିଟା, ମଙ୍ଗଳ ଆଳତୀ, ସୂର୍ଯ୍ୟ ପୂଜା, ଖେଚୁଡ଼ି  ଭୋଗ ଆଦି ପୂଜାନୀତି ପରେ ଶ୍ରୀଜିଉମାନଙ୍କ ଲକ୍ଷ୍ମୀନାରାୟଣ ଓ ବାଙ୍କଚୁଡ଼ା ବେଶ ଅନୁଷ୍ଠିତ ହୋଇଥିଲା । ଆଜି ଏ ପବିତ୍ର ତିଥିରେ ସୁବର୍ଣ୍ଣପୁର ଆରକ୍ଷୀ ଅଧୀକ୍ଷକ ନାରାୟଣ ନାୟକଙ୍କ ସପରିବାର ମହାପ୍ରଭୁଙ୍କ ଦର୍ଶନ କରିଥିଲେ । ମହାପ୍ରଭୁଙ୍କ ଦିବ୍ଯ ଦର୍ଶନ ପାଇଁ ବହୁ ସଂଖ୍ଯାରେ ଭକ୍ତ ଦର୍ଶନାର୍ଥୀଙ୍କ ସମାଗମ ହୋଇଥିଲା। ଗୁଣାକର ପଣ୍ଡା ଓ ଜଗନ୍ନାଥ ହୋତା ବେଶ ଓ ପୂଜା ନୀତି ସଂପାଦନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026
  ଜିଲ୍ଲା  
ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   07-Nov-2026
  ଜିଲ୍ଲା  
ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   07-Nov-2026
  ଜିଲ୍ଲା  
ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   07-Nov-2026
  ଜିଲ୍ଲା  
ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   07-Nov-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   07-Nov-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   07-Nov-2026
  ଜିଲ୍ଲା  
ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ   07-Nov-2026
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   07-Nov-2026
  ଜିଲ୍ଲା  
ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                           07-Nov-2026

You Might Also Like