-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

*କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ସ୍ଵଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ଶୈବ ପୀଠ ମାନଙ୍କ ରେ ସ୍ଵଚ୍ଛତା ଅଭିଯାନ*-

02-Nov-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)            
୨୦୧୪ ମସିହା ରୁ ସୋନପୁର ଓ ମନମୁଣ୍ଡା ଉଭୟ ସହର ରେ ଜାରି ରହିଥିବା ସ୍ଵଚ୍ଛ ଭାରତ ସଙ୍ଗଠନ ସୋନପୁର ମନମୁଣ୍ଡା ପକ୍ଷରୁ ସ୍ଵଚ୍ଛତା ଓ ପଲିଥିନ ମୁକ୍ତ ସଚେତନତା ଅଭିଯାନ ଏ ବର୍ଷ ମଧ୍ୟ କାର୍ତ୍ତିକ ପୂର୍ଣ୍ଣିମା ୨୦୨୫  ଅବସର ରେ ଉଭୟ  ସହର ରେ କେବଳ ବିଭିନ୍ନ ଶୈବ ପୀଠ ମାନଙ୍କ ରେ ଏହି ଅଭିଯାନ  ଅୟୋଜନ କରା ଯାଇଥିଲା l ଏ ଅବସର ରେ ଆଜି ସୋନପୁର ପଟା ଭାଡ଼ି ସ୍ଥିତ ଶ୍ରୀ ଲୋକନାଥ ଶୈବ ପୀଠ ରେ ସ୍ବଚ୍ଛତା ଅଭିଯାନ  ଅନୁଷ୍ଟିତ ହୋଇଥିଲା l ସ୍ୱଚ୍ଛତା କାର୍ଯ୍ଯକ୍ରମ ପରେ ଜଗତ କଲ୍ୟାଣ ପାଇଁ ଓ ହୃଦ ରୋଗରେ ପୀଡିତ ଥିବା ସଙ୍ଗଠନ ର ଉପଦେଷ୍ଟା ତଥା ବିଶିଷ୍ଟ ସମାଜ ସେବୀ ଶ୍ରୀବତ୍ସ ମଲ୍ଲିକ ଙ୍କ "ଧର୍ମ ପତ୍ନୀ" ଶ୍ରୀମତୀ ମୈଥିଳୀ ମଲ୍ଲିକ ଙ୍କ ସମ୍ପୂର୍ଣ୍ଣ ଆରୋଗ୍ୟ କାମନା କରି ସାମୂହିକ ପ୍ରାର୍ଥନା କରାଯାଇଥିଲା l ସଂଗଠନ ର ପରାମର୍ଶ ଦାତା ଶ୍ରୀ ଗରିବ ଲୋଇ ଙ୍କ ତତ୍ୱା ବଧାନ ରେ ଉପ ସଭା ନେତ୍ରୀ ଇନ୍ଦୁ ମତି ପୁରୋହିତ ଙ୍କ ନେତୃତ୍ଵ ରେ ଅନୁଷ୍ଟିତ ଏହି କାର୍ଯ୍ଯ କ୍ରମ କୁ କୋଡ଼ି ନେଟର ମନୋରଞ୍ଜନ ତ୍ରୀପାଠୀ ସଂଯୋଜନା କରିଥିଲେ l ମନ୍ଦିର ର ପ୍ରତିଷ୍ଠାତା ଗୌରୀ ଶଙ୍କର ପାତ୍ର, ପୂଜକ ଦୟାନିଧି ବିଶି, ସ୍ବଚ୍ଛ ଭାରତ ର ବରିଷ୍ଠ ସଦସ୍ୟ ପ୍ରହଲ୍ଲାଦ ମିଶ୍ର, ବୈକୁଣ୍ଠ ଶତପଥୀ, ପ୍ରମୋଦ କୁମାର ସାହୁ, ଡାକ୍ତର ସରୋଜ କୁମାର ପଟେଲ, ଲଡ଼ୁ କିଶୋର ମଲ୍ଲିକ, ପ୍ରଫୁଲ୍ଲ ନାଏକ, ରୋମୁ ତିୱାର, ପ୍ରତାପ ଦାଶ, ଅମର ଭୂତ୍, ଜୟନ୍ତ ବେହେରା, ନାରାୟଣ ରଥ, ରାଧା ଗୋବିନ୍ଦ ମେହେର, ବୀର କିଶୋର ମେହେର  ପ୍ରମୁଖ ବହୁ ସଦସ୍ୟ ଏହି କାର୍ଯ୍ଯ କ୍ରମ ରେ ଯୋଗ ଦେଇଥିଲେ l ନୂତନ ସଦସ୍ୟ ଶଙ୍କର ମେହେର, ଗୁପ୍ତେଶ୍ୱର ମେହେର, ଓ ନାରାୟଣ ମେହେର ଙ୍କୁ ଆଜି ସଙ୍ଗଠନ ପକ୍ଷରୁ ସ୍ବାଗତ କରା ଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like