-+91-9937148622 |

prerana_bgr@rediffmail.com |

  Monday 20th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||      ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   (20-Apr-2026)       ||      ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି    (20-Apr-2026)       ||      ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ    (19-Apr-2026)       ||      ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   (19-Apr-2026)       ||      ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   (19-Apr-2026)       ||      ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   (19-Apr-2026)       ||      ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   (19-Apr-2026)       ||      ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   (19-Apr-2026)       ||      ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   (19-Apr-2026)       ||      ବଲାଙ୍ଗୀରରେ ଭବ୍ୟକାର୍ଯ୍ୟକ୍ରମ ସହିତ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ   (19-Apr-2026)       ||      ଆସନ୍ତା ଏପ୍ରିଲ ୨୩ ରେ ଭାରତ ବନ୍ଦ   (19-Apr-2026)       ||      ଅସଲି କିଏ, ଆଉ ନକଲି କିଏ ? କନ୍ଧମାଳ ଜିଲ୍ଲାରେ ମାଳମାଳ ସାମ୍ବାଦିକ: ପ୍ରଶାସନ ପାଖରେ ନାହିଁ ସଠିକ ତଥ୍ୟ   (19-Apr-2026)       ||      ସିବିଏସଇ ଦଶମ ପରୀକ୍ଷା ରେ ସୁଶ୍ରୀ ଅନୁଷ୍କା ଙ୍କ କୃତିତ୍ୱ   (19-Apr-2026)       ||      ପୁରୀ ଏସପି ଙ୍କ ସୂଚନା: ସୁରକ୍ଷା ଦାୟିତ୍ୱରେ ଜଣେ ଅତିରିକ୍ତ ଏସ.ପି ଙ୍କ ସମେତ ୫ ଡି ଏସ୍ ପି ରହିବେ    (19-Apr-2026)       ||      ଚାଷୀଙ୍କ ଦୁଃ ଦୁଃଖ ପାଲଟିଛି ଖରିମୁଣ୍ଡା-ସିଂହସାହି ନାଳ   (19-Apr-2026)       ||      ଲାଇଟ୍ ନଥୁଲେ ବି ଆସୁଛି ବିଦ୍ୟୁତ ବିଲ୍   (19-Apr-2026)       ||      ହାତୀ ସୁରକ୍ଷା ଦିଗହରା : ବେଲଘରରେ ପୁଣି ଏକ ଦନ୍ତା ହାତୀ ମୃତ : ୪ ମାସରେ ମଲେଣି ୩ ହାତୀ   (19-Apr-2026)       ||     

HOME   ଜିଲ୍ଲା

ବୁଢାବାହାଲ ସମିତି ସଭ୍ୟଙ୍କୁ ମାଡିପିଟ ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ ଦାବୀ ରେ ଥାନା ଘେରାଓ         

02-Nov-2025



ସଇଁତଳା(ପ୍ରେରଣା ଖବର): ବାଲାଙ୍ଗୀର ଜିଲ୍ଲା ସଇଁତଲା ଥାନା ବୁଢାବାହାଲ ପଞ୍ଚାୟତ ସମିତି ସଭ୍ୟ ମଦନ ନାଗକୁ ବୁଢାବାହାଲ ପଞ୍ଚାୟତ ର ଦୁଇ ଜଣ ମାରଣାନ୍ତ୍ର ଆକ୍ରମଣ କରି ଥିଲେ । ଯାହାକୁ ମଦନ ନାଗ ସଇଁତଲା ଥାନା ରେ ଲିଖିତ ଅଭିଯୋଗ କରି ଥିଲେ । ଘଟଣା ର ମୁଖ୍ୟ ଅଭିଯୁକ୍ତ ଙ୍କୁ ଗିରଫ ଦାବୀ ରେ  ପୃର୍ବ ରୁ ଥାନା ଅଧିକାରୀ ଙ୍କୁ ଦାବୀ ପତ୍ର ପ୍ରଦାନ କରି ଥିଲେ । ମୁଖ୍ୟ ଅଭିଯୁକ୍ତ ଙ୍କୁ ଗିରଫ ପାଇଁ ୭ ଦିନର ମହାଲତ ଦେଇ ଥିଲେ । କିନ୍ତୁ ପୋଲିସ ଅଭିଯୁକ୍ତ ଙ୍କୁ ଧରିବା ରେ ଫେଲ ମାରି ଥିଲା । ଯାହାକୁ ନେଇ ଆଜି ଆଦିବାସୀ ଦଳିତ ସଂଘ ପକ୍ଷ ରୁ ଆଜି ସ୍ଥାନୀୟ ଡାକ ବଙ୍ଗଳା ଠାରୁ ଆଦିବାସୀ ଙ୍କ ପାରମ୍ପରିକ ଅସ୍ତ୍ର ସସ୍ତ୍ର ଧରି ସଇଁତଲା ଚଣ୍ଡୀ ମନ୍ଦିରକୁ ଯାଇ ଦର୍ଶନ କରିବା ପରେ ବିଶାଳ ରେଲି ରେ ସଇଁତଲା ଥାନା ପଶି ଘେରାଓ କରିବା ସହ ଧାରଣା ଜାରୀ ରହିଛି  ! ପୋଲିସ ଓ ଆଦିବାସୀ ଦଳିତ ଏକତା ସଂଘ ମଧ୍ୟ ରେ ମୁହାଁମୁହିଁ ହେବା ସହ ଥାନା ସମୁଖୀନ ଧାରଣା ଦେବା ଜାରୀ ରହି ଥିବା ବେଳେ ଟିଟିଲାଗଡ଼ ଏସଡିପିଓ ପହଁଚି ଆଲୋଚନା କରି ଥିଲେ । ଶେଷ ରେ ପୋଲିସ ଖୁବ ଶୀଘ୍ର ଅଭିଯୁକ୍ତ ଙ୍କୁ ଗିରଫ କରାଯିବ ବୋଲି ପ୍ରତିଶୁତି ଦେବା ପରେ ଥାନା ଘେରାଓ ହଟି ଥିଲା । ଅନ୍ୟ ପଟେ ପୋଲିସ କୋଣସି ପ୍ରତିକ୍ରୟା ଦେଇ ନାହିଁ କେବଳ ଅଭିଯୁକ୍ତ ଙ୍କୁ ଖୁବ ଶୀଘ୍ର ଗିରଫ କରାଯିବ ବୋଲି ସୂଚନା ଦେଇଛି   ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   20-Apr-2026
  ଜିଲ୍ଲା  
ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   20-Apr-2026
  ଜିଲ୍ଲା  
*ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   20-Apr-2026
  ଜିଲ୍ଲା  
ସୁଶ୍ରୀ ଅନୁଷ୍କାଙ୍କ କୃତିତ୍ୱ ଲାଗି ସମ୍ବର୍ଦ୍ଧନା   20-Apr-2026
  ଜିଲ୍ଲା  
ବାଲି ମାଫିଆଙ୍କ ବାଲି ଚୋରି , ଚାଷୀଙ୍କ ଉପରେ ଦାଦାଗିରି   20-Apr-2026
  ଜିଲ୍ଲା  
ଡଭଲା ଗ୍ରାମ ଠାରେ ଚତୁର୍ଥ ମା ମାହେଶ୍ୱରୀ ଦୁଇ ଦିନିଆ କ୍ରିକେଟ ମ୍ୟାଚ ଉଦଘାଟିତ   19-Apr-2026
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ଶପଥ ଗ୍ରହଣ ଉତ୍ସବ   19-Apr-2026
  ଜିଲ୍ଲା  
ଶତ ପ୍ରତିଶତ ନମ୍ବର ରଖି ଜିଲ୍ଲା ପାଇଁ ସୁନାମ ଆଣିଲେ କୁମାର ଅଭିନବ*- *ଶୁଭେଛା ଜଣାଇଲେ ଜିଲ୍ଲାପାଳ   19-Apr-2026
  ଜିଲ୍ଲା  
ଅତାବିରା ବ୍ରାହ୍ମଣ ସମାଜ ପକ୍ଷରୁ ପ୍ରଭୁ ପର୍ଶୁରାମଙ୍କ ଜୟନ୍ତୀ   19-Apr-2026
  ଜିଲ୍ଲା  
ଷୋହଳ ପ୍ରହରୀ ନାମଯଜ୍ଞ ପାଇଁ ଅଧିବାସ ଓ କଳସଯାତ୍ରା   19-Apr-2026
  ଜିଲ୍ଲା  
ବରୀ ଥାନା ପକ୍ଷରୁ ଜଳଛତ୍ର କେନ୍ଦ୍ର ଉଦଘାଟିତ   19-Apr-2026
  ଜିଲ୍ଲା  
ଓ.ପି. ଜିନ୍ଦଲ ବିଶ୍ୱବିଦ୍ୟାଳୟ ପକ୍ଷରୁ କ୍ୟାରିୟର କାଉନସେଲିଂ ସେମିନାର   19-Apr-2026

You Might Also Like