-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

୫୧ ବର୍ଷ ବୟସରେ ବି ଫୁଟବଲ୍ ରେ ସର୍ବଶ୍ରେଷ୍ଠ ଖେଲାଳି

02-Nov-2025



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର): ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ଇଚ୍ଛାପୁର ଗ୍ରାମର ରାମଚନ୍ଦ୍ର ନାଏକ ପେସା ରେ ଜଣେ ହୋମଗାର୍ଡ ହୋଇଥିଲେ ମଧ୍ୟ ଅଲ୍ ଓଡିଶା ରେ ସର୍ବଶ୍ରେଷ୍ଠ ଫୁଟବଲ୍ ଖେଲାଲି ଭାବେ ବହୁ ଗୋଡାଏ ଟ୍ରଫି ହାସଲ କରିଥିବା ରାମଚନ୍ଦ୍ର ନାଏକ । ଆୟୋଜିତ ହୋଇଥିବା ସାଇପାଲି ଠାରେ ଏକଦିବସୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟରେ ଆଜି ବି ସର୍ବଶ୍ରେଷ୍ଠ ଖେଲାଲି ଭାବେ ରାମଚନ୍ଦ୍ର ନାଏକ ପୃରସ୍କୃତ । ରାମଚନ୍ଦ୍ର ନାଏକ ସେ ଗାଁ ର ପାନ୍ଥର କ୍ରିଡ଼ା ସଂଘ ର ପୁରୁଣା ଖେଲାଲି ହୋଇ ଥିଲେ ମଧ୍ୟ ଫୁଟବଲ୍ ନିଶା ଯାଇନାହିଁ। ଟିମ୍ ର ମେନ୍ ଡିଫେଣ୍ଡର ଭାବେ ଖେଲି ଆସି ଆଜି ପର୍ଯ୍ୟନ୍ତ ଖେଲ ଜାରି ରହିଛି ପିଲା ଙ୍କୁ ସାହାସ ଦେବାରେ । କି ଟ୍ରାଇ ବେକରେ ସୁଟ୍ ରେ ଆଗରେ ଠିଆ ହୋଇ ସୁଟ୍ କୁ ଆଉଟ୍ କରି ଗୋଲ୍ ହୋଇ ଦେଇନାହିଁ। କେବେ କେବେ ଗୋଟିଏ ଗୋଟିଏ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ରେ ଆଗଧାଡିରେ ରହି ଗୋଲ ସ୍କୋର ମଧ୍ୟ କରିଛନ୍ତି। ତାଙ୍କ  ଫୁଟବଲ୍ ଖେଲ ଦେଖି ବହୁତ ଲୋକ ଙ୍କ ପ୍ରଶଂସା ର ପାତ୍ର ହୋଇ ପାରିଛନ୍ତି। ଗାଁ ର ପିଲାଙ୍କୁ ଫୁଟବଲ୍ ରେ ଆଗକୁ ନେବା ତାଙ୍କରି ବିଶେଷ ଭୁମିକା ରଖି ଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like