-+91-9937148622 |

prerana_bgr@rediffmail.com |

  Sunday 8th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||      ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                            (07-Nov-2026)       ||      ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||      ୩୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ♦️ ୯ ଜଣ ଅତିଥି ପ୍ରଶିକ୍ଷକଙ୍କଠାରୁ ୧ ଲକ୍ଷ ୧୫ ହଜାର ଟଙ୍କା ଲାଞ୍ଚ ଦାବି    (06-Nov-2026)       ||      ଧର୍ମ ପରାୟଣ ମହିଳାଙ୍କ ପରଲୋକ I   (06-Nov-2026)       ||      ଧାନ ଉଠାଣ ଓ କଷ୍ଟମ ମିଲ୍ଡ ଚାଉଳ ଜମାରେ ବିଳମ୍ବ, କେନ୍ଦ୍ରମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ସାଂସଦ ପ୍ରଦୀପ ପୁରୋହିତ   (06-Nov-2026)       ||     

HOME   ଜିଲ୍ଲା

ମହାବିଦ୍ୟାଳୟ ରେ ସାଇବର ସୁରକ୍ଷା ସଚେତନତା ଅଭିଯାନ

03-Nov-2025



ଆଗଲପୁର, (ବିନୋଦ ଦୀପ) ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତରେ ଆଗଲପୁର ଥାନା ତରଫରୁ ଏକ ସାଇବର ସୁରକ୍ଷା ସଚେତନତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l କଲେଜ ର ଅଧ୍ୟକ୍ଷ ପ୍ରଦୀପ କୁମାର ଷଡଙ୍ଗୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଆଗଲପୁରର ତହସିଲଦାର ନବୀନ କୁମାର ପାଢୀ ମୁଖ୍ଯଅତିଥି, ବଲାଙ୍ଗୀର ସାଇବର ଥାନାର ଆଇ.ଆଇ.ସି. ଭାରତୀ ନାୟକ ମୁଖ୍ୟବକ୍ତା, ଆଗଲପୁର ଥାନାର ଆଇ.ଆଇ.ସି ବାସୁଦେବ ଭୋଇ, ଏସ୍.ଆଇ. ସୁଚିସ୍ମିତା ଜେନା, ଅତିରିକ୍ତ ତହସିଲଦାର ଫାଲଗୁନି ଶବର, ଇଂରାଜୀ ଅଧ୍ୟାପକ ଆର୍ଯ୍ୟେନ୍ଦୁ ମେହେର ପ୍ରଭୃତି ସମ୍ମାନୀତ ଅତିଥି ଭାବରେ ମଞ୍ଚାସୀନ ରହି ସଚେତନ ହେଲେ ହିଁ ସାଇବର ରାକ୍ଷସକୁ ଜୟ କରି ପାରିବା ବୋଲି ବକ୍ତବ୍ଯ ରଖିଥିଲେ। ଏଥିରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ଏନ.ଏସ୍.ଏସ୍, ଯୁବ ରେଡକ୍ରସ, ଏନ.ସି.ସି.ର ସ୍ବେଚ୍ଛାସେବୀ, ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀଙ୍କ ସମେତ ଅଞ୍ଚଳର ବିଭିନ୍ନ ମହିଳା ସ୍ବଂୟ ସହାୟକ ଗୋଷ୍ଠୀ, ଜାଗ୍ରୃତି ବିଦ୍ୟାପୀଠ, ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର, ମାହେଶ୍ବରୀ ସଂଗଠନ, ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ପ୍ରଭୃତିର ସଦସ୍ଯମାନେ ଯୋଗ ଦେଇଥିଲେ। ସଭାକୁ ଅଧ୍ୟାପକ ଡକ୍ଟର ଲିଙ୍ଗରାଜ ମେହେର ସଂଯୋଜନା କରିଥିବା ବେଳେ ଇଂରାଜୀ ଅଧ୍ୟାପକ ମାନସ କୁମାର ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଏକ ସଚେତନତାର ଭିଡିଓ ପ୍ରୋଜେକ୍ଟର ମାଧ୍ୟରେ ପ୍ରଦର୍ଶନ କରାଯାଇଥିବା ବେଳେ ଜାଗ୍ରୃତି ବିଦ୍ୟାପୀଠ, ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମକୁ ପୋଲିସ ବିଭାଗ ସମେତ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026
  ଜିଲ୍ଲା  
ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   07-Nov-2026
  ଜିଲ୍ଲା  
ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   07-Nov-2026
  ଜିଲ୍ଲା  
ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   07-Nov-2026
  ଜିଲ୍ଲା  
ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   07-Nov-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   07-Nov-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   07-Nov-2026
  ଜିଲ୍ଲା  
ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ   07-Nov-2026
  ଅପରାଧ  
ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   07-Nov-2026
  ଜିଲ୍ଲା  
ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                           07-Nov-2026

You Might Also Like