-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଆଶୁ କବି ହେମନ୍ତ ଦାସ ସମ୍ମାନିତ

03-Nov-2025



ତୁଷୁରା- ଦୈନିକ ସମ୍ବାଦପତ୍ର 'ଅପରାହ୍ନ'ର ବଲାଙ୍ଗିର ସାହିତ୍ୟ ଝର ଆନୁକୁଲ୍ୟରେ ଦେଓଗାଁ ଡିଗ୍ରୀ କଲେଜ ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଆଲୋଚନା ଚକ୍ର, ସମ୍ବର୍ଦ୍ଧନା ସଭା ଓ କବିତା ପାଠୋତ୍ସବରେ ମୁଖ୍ୟ ଅତିଥି ତଥା ଅପରାହ୍ନ ର ପ୍ରତିଷ୍ଠାତା ସମ୍ପାଦକ ବଂଶୀଧର ଜେନା, ପରିଚାଳନା ନିର୍ଦ୍ଦେଶିକା ଲକ୍ଷ୍ମୀପ୍ରିୟା ଦାଶ, ମୁଖ୍ୟ ବକ୍ତା ବିଶିଷ୍ଟ ସାହିତ୍ୟିକ, ବାଗ୍ମୀ ତଥା ସ୍ତମ୍ଭକାର ତୁଳସୀ ଜୈନ, ସମ୍ମାନିତ ଅତିଥି କୁଡାସିଂହା କଲେଜ ଅଧ୍ୟକ୍ଷ ଛବିଳ ବାଗ, ସଭାପତି ସ୍ଥାନୀୟ କଲେଜ ଅଧ୍ୟକ୍ଷ ରମେଶ ଚନ୍ଦ୍ର ପ୍ରଧାନୀ, ଜିଲ୍ଲା ସଂଯୋଜକ କଣ୍ଡୁରୀ ଚରଣ ରାଉତଙ୍କ ଗରିମାମୟ ଉପସ୍ଥିତିରେ ତୁଷୁରା ମାଟିର ବିଶିଷ୍ଟ ସାହିତ୍ୟିକ, କବି, ଲେଖକ, ନିଷାନ ସାହିତ୍ୟ, କଳା ଓ ସଂସ୍କୃତି ଏକାଡେମୀ ର ପ୍ରତିଷ୍ଠାତା ସମ୍ପାଦକ, ଆଦର୍ଶ ପ୍ରଧାନ ଶିକ୍ଷକ ତଥା ଜଣେ ସୁସଂଗଠକଙ୍କୁ ମାନପତ୍ର , ଉତ୍ତରୀୟ ଓ ପୁଷ୍ପଗୁଚ୍ଛ  ପ୍ରଦାନ କରି *"ଅପରାହ୍ନ ସାରସ୍ଵତ ପ୍ରତିଭା ସମ୍ମାନ-୨୦୨୫"* ରେ ସମ୍ମାନିତ କରିଥିଲେ। ଡ.ଦାଶ ଦ୍ବିତୀୟ ଅଧିବେଶନ କବିତା ପାଠୋତ୍ସବରେ ଜଣେ ବରେଣ୍ୟ ଅତିଥି ଭାବେ ମଧ୍ୟ ମଞ୍ଚାସୀନ ହୋଇ ଥିଲେ। ଡ. ଦାଶ ଦୀର୍ଘ ତିନି ଦଶନ୍ଧୀରୁ ଉର୍ଦ୍ଧ୍ବ ସମୟଧରି ସାହିତ୍ୟ ସେବା କରି ଆସୁଛନ୍ତି। "ସାହିତ୍ୟ ମୋ ଜୀବନ ଓ ତାର ସେବା ମୋର ପରମ କର୍ତ୍ତବ୍ୟ" ବୋଲି ଡ. ଦାଶ ଆମ ପ୍ରତିନିଧିଙ୍କୁ ନିଜ ପ୍ରତିକ୍ରିୟାରେ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like