-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ମାଁ ଚରଦେଇ ଆଞ୍ଚଳିକ ଲୋକ ମହୋତ୍ସବ ଉଦଯାପିତ

03-Nov-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ଅଞ୍ଚଳର ପ୍ରସିଦ୍ଧ ଶୈବପୀଠ ଚରଦା ଠାରେ ଅନୁଷ୍ଟିତ କଲାସୀ ଯାତ୍ରା ପରିପ୍ରେକ୍ଷୀରେ ୩ଦିନ ଧରି ଚାଲିଥିବା ମାଁ ଚରଦେଇ ଆଞ୍ଚଳିକ ଲୋକ ମହୋତ୍ସବ ରବିବାର ରାତିରେ ଉଦଯାପିତ ହୋଇଯାଇଛି ହୋଇଛି। ମହୋତ୍ସବ କମିଟି ସଭାପତି ଅଶୋକ ପୃଷ୍ଟିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ବିଧାୟକ ବିନୋଦ ପାତ୍ର,ସମ୍ମାନିତ ଅତିଥି ଭାବେ ବିନିକା ଦୁର୍ଗା ମନ୍ଦିର କମିଟି ସଭାପତି ସନ୍ତୋଷ ପଣ୍ଡା,ଜିଲ୍ଲା କିସାନ ସେଲ ସଭାପତି ସଂଗ୍ରାମ କେଶରୀ ନାୟକ,ପ୍ରଦେଶ ଯୁବ କଂଗ୍ରେସ କାର୍ଯ୍ୟକାରୀ ସଭାପତି ଗଣେଶ ସାହୁ,ବରିଷ୍ଟ କଂଗ୍ରେସ ନେତା ନରେନ୍ଦ୍ର ସାହୁ, ସାମାଜିକ କର୍ମୀ ଘାସିରାମ ପଣ୍ଡା,ବ୍ଲକ ବିଜେଡି ସଭାପତି ଦ୍ବାରିକାନାଥ ସାହୁ, ଶଙ୍କରା ସେବା ସମବାୟ ସଭାପତି ଧରମରାଜ ପଣ୍ଡା,ସରପଞ୍ଚ ବୃନ୍ଦାବତୀ ନାୟକ ପ୍ରମୁଖ ଯୋଗଦେଇଥିଲେ ।ଅତିଥି ମାନେ ବାବା କପିଳେଶ୍ୱର ଓ ମାଁ ଚରଦେଇଙ୍କ ଐତିହାସିକ କିମ୍ବଦନ୍ତୀ ଉପରେ ସୂଚନା ଦେବା ସହ ଅଞ୍ଚଳର କଳା,ସଂସ୍କୃତି,ପରମ୍ପରା ଉପରେ ବକ୍ତବ୍ୟ ରଖିଥିଲେ । ଏହି ଅବସରରେ ୟୁନିସେଫ ପରାମର୍ଶଦାତା ଘାସିରାମ ପଣ୍ଡା,ଟେରାକୋଟା ରେ ଖ୍ୟାତି ଅର୍ଜନ କରିଥିବା ମୁକୁନ୍ଦ ରଣା,ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତୀଛାତ୍ରୀ ସୁଶ୍ରୀ ସ୍ମୁତିରେଖା ଭୋଇଙ୍କୁ ଚର୍ଦେଇ ସମ୍ମାନରେ ସମ୍ମାନିତ କରାଯାଇଥିଲା।ପରେ ଉଦଘୋଷକ ଶିକ୍ଷକ ହିମାଂଶୁ ଭୂଷଣ ପଣ୍ଡା,ଦେବରଞ୍ଜନ ପଣ୍ଡା ଓ ବଲାଙ୍ଗିର ଉଦଘୋଷିକା ସସ୍ମିତା ପରମଗୁରୁଙ୍କ ସଂଯୋଜନାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ପେଣ୍ଡାଲରେ କଣ୍ଠଶିଳ୍ପୀ ପୀତବାସ ଶତପଥୀ,ଶାନ୍ତନୁ ମୁନ୍ନା, ଶ୍ରିତୀ ଦାସ ବେବିରାଣୀ,ଟୁଇଙ୍କିଲ ମହାପାତ୍ରଙ୍କ ସୁମଧୁର ସଙ୍ଗୀତ ଓ ଲୋକଗୀତ ପରିବେଷଣ,ଶଙ୍କର ବେହେରା ଓ ତାଙ୍କ ସାଥି,କଳାହାଣ୍ଡିର ପ୍ରତିଭା ଅନୁଷ୍ଠାନ ଏବଂ ସାଂସ୍କୃତିକ ସଂସଦ ସଂସାମୁରା ତରଫରୁ ଲୋକଗୀତ ପରିବେଷଣ ଦର୍ଶକଙ୍କୁ ରାତି ତମାମ ବାନ୍ଧି ରଖିଥିଲା ଏହି ମହୋତ୍ସବର ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗଦେଇ ନିଜର ପ୍ରତିଭାକୁ ପ୍ରଦର୍ଶନ କରିଥିବା କଳାକାର ମାନଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା।ଅନୁଷ୍ଟିତ ଏହି ମହୋତ୍ସବ ପରିଚାଳନାରେ କମିଟିର ସମସ୍ତ ସଦସ୍ୟ ସକ୍ରିୟ ଭାବେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like