-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

ଅଖିଳ ଭାରତୀୟ ଆଦିବାସୀ ଭତରା ବିକାଶ ପରିଷଦ ର ନୁତନ ଜିଲ୍ଲା, ବ୍ଳକ କର୍ମକର୍ତ୍ତାମାନଙ୍କ ଶପଥ ପାଠ ଉତ୍ସବ l

03-Nov-2025



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର)
ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଳକ ଧାମନାଗୁଡା ଜୟ ମା ଦନ୍ତେଶ୍ଵରୀ ଭୈରବ ମନ୍ଦିର ପଡିଆ ରେ ଅଖିଳ ଭାରତୀୟ ଆଦିବାସୀ ଭତରା ବିକାଶ ପରିଷଦର ନୁତନ ଜିଲ୍ଲା,ବ୍ଳକ କର୍ମକର୍ତ୍ତାମାନଙ୍କ ଶପଥ ପାଠ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି l ଏହି ଅବସରରେ ନବରଙ୍ଗପୁର ଜିଲ୍ଲାର ଦଶ ଗୋଟି ବ୍ଳକରୁ ଆସିଥିବା ଅଖିଳ ଭାରତୀୟ ଆଦିବାସୀ ଭତରା ବିକାଶପରିଷଦ ର ନୁତନ କର୍ମକର୍ତ୍ତା ମାନଙ୍କ ସହ ଦଶ ଗୋଟି ବ୍ଳକରୁ ୧୦ ହଜାର ରୁ ଉର୍ଦ୍ଧ ଆଦିବାସୀ ସମ୍ପ୍ରଦାୟର ଜନସାଧାରଣ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ସଫଳ କରିଥିଲେ l  ଅଖିଳ ଭାରତୀୟ ଭତରା ବିକାଶ ପରିଷଦ ନବରଙ୍ଗପ ଜିଲ୍ଲା ର ନୁତନ କର୍ମକର୍ତ୍ତା ଚୟନ କରାଯାଇ ଏଠାରେ ଶପଥ ପାଠ କରାଇଥିଲେ l ଏହି ଅବସରରେ ନବରଙ୍ଗପୁର ଜିଲ୍ଲା ପୂର୍ବତନ ସଭାପତି ଅର୍ଜୁନ ଭତ୍ରl ଙ୍କ ସଭାପତିତ୍ବରେ ସମ୍ମାନୀତ ଅତିଥି ଡାବୁଗାଁ ପୂର୍ବତନ ବିଧାୟକ ଭୂଜବଳ ମାଝୀ,  ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ,କେନ୍ଦ୍ରୀୟ ଭତରା ସାମାଜ ସଭାପତି ଜଗଦୀଶ ଭତ୍ରl, ଉପ ସଭାପତି ଗୋପାଳ ପୂଜାରୀ ଓ ସମ୍ପାଦକ ଗୋପି ମାଝୀ, ଛତ୍ତିଶଗଡ଼ ରାଜ୍ଯ ସଭାପତି ଲଲିତ ପୂଜାରୀ, ଦନ୍ତେୱଡ଼ାର ଦନ୍ତେଶ୍ଵରୀ ମା ଙ୍କ ପୁଝାରୀ ମହାଶୟ, ଉମରକୋଟ ବ୍ଲକ ଅଧ୍ଯକ୍ଷା ରାଧା ଭତ୍ରl,ଡାବୁଗାଁ ପଞ୍ଚାୟତ ଅଧକ୍ଷା ବୀଣା ମାଝୀ,ପାପଡାହାଣ୍ଡି ବ୍ଲକ ଜିଲ୍ଲାପାରିଷଦ ସଭ୍ୟା ଡାଃ ଲିପିକା ମାଝୀ ପ୍ରମୁଖ ମଞ୍ଚାସିନ ଥିଲେ। ନବ ନିର୍ବାଚିତ ଜିଲ୍ଲା ସଭାପତି ଜଗନ୍ନାଥ ମାଝୀ ଙ୍କୁ ପୂର୍ବତନ ଜିଲ୍ଲା ସଭାପତି ଉତ୍ତରୀୟ ଓ ପୁଷ୍ପ ଗୁଚ୍ଛ ଦେଇ ସ୍ଵାଗତ କରିଥିଲେ l ଉପ ସଭାପତି ରାମ ଧର ମାଝୀ,ସାଧାରଣ ସମ୍ପାଦକ ପ୍ରତାପ ଚନ୍ଦ୍ର ନାୟକ, ସହ ସମ୍ପାଦକ ମୋତିରାମ ନାୟକ, ସଂଯୋଜକ ଜୟ ରାମ ଭତ୍ରl ,କୋଷାଧ୍ଯକ୍ଷ ଚନ୍ଦ୍ର ପୂଜାରୀ, ସହ ନୂତନ କର୍ମ କର୍ତ୍ତାଙ୍କ ନାମ ଘୋଷଣା ସହ ଶପଥ ନେଇଥିଲେ।ନନ୍ଦାହାଣ୍ଡ ବ୍ଲକ ବ୍ୟତୀତ ୯ ଟି ବ୍ଳକର କର୍ମକର୍ତ୍ତା ଚୟନ ହୋଇ ସାରିଛି l ସମସ୍ତ ନୁତନ କର୍ମକର୍ତ୍ତା ମାନଙ୍କୁ କେନ୍ଦ୍ରୀୟ କମିଟି ସଭାପତି ଓ ନୁତନ ସଭାପତି ମଞ୍ଚ ରେ ଥିବା ସମସ୍ତ ଅତିଥି ମାନଙ୍କ ଦ୍ଵାରା ଶପଥ ପାଠ କରାଇ ପୁଷ୍ପ ଗୁଚ୍ଛ ଓ ଉତ୍ତରୀୟ ଦେଇ ସ୍ୱାଗତ କରାଯାଇଥିଲା l କୋରାପୁଟ ଓ କଳାହାଣ୍ଡି ରୁ ମଧ୍ୟ କର୍ମକର୍ତ୍ତା ଆସିଥିବା ବେଳେ ଘନ ମାଝୀ ଓ ରାଜ ମନ ଭତ୍ରl  ମଞ୍ଚ ପରିଚାଳନା କରିଥିଲେ l ତାଙ୍କୁ ଦୈତାରୀ ପୂଜାରୀ ଓ ନରସିଂ ମାଝୀ ସହଯୋଗ କରିଥିଲେ ଳ ଆଜି ୧୦ ହଜାରରୁ ଉର୍ଦ୍ଧ ଜନସାଧାରଣଙ୍କ ସମାଗମ ହୋଇଥିବା ବେଳେ ସମସ୍ତଙ୍କ ପାଇଁ ମଧ୍ୟାହ୍ନ ଭୋଜନର ବ୍ୟବସ୍ଥା କରାଯାଇ ଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like