-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||     

HOME   ଜିଲ୍ଲା

କାର୍ତ୍ତିକ ପୁର୍ଣିମା ରେ ଅଷ୍ଟ ପ୍ରହରୀ ନମଯଜ୍ଞ କଳସ ଯାତ୍ରା।

03-Nov-2025



ସୋନପୁର( ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ସହର ସ୍ଥିତ ପଟାଭାଡ଼ି କମିଟିର ସଭାପତି  ନକୁଳ ମେହେର ଙ୍କ ନେତୃତ୍ୱରେ ସୋମବାର ୨୨ ତମ ଅଷ୍ଟ ପ୍ରହରୀର ନାମଯଜ୍ଞ ର କଳସ ଯାତ୍ରା ଶୁଭାରମ୍ଭ ହୋଇଯାଇଛି । ସହରର ଲୋକନାଥ ମନ୍ଦିର ପୋଖରୀରୁ କଳସରେ ଜଳ ଅଭିଷେକ କରି ଶତାଧିକ ମହିଳା ସହର ପରିକ୍ରମା କରି ପ୍ରହରୀ ମଣ୍ଡଳୀ ରେ କଳସ ସ୍ଥାପନ କରିଥିଲେ । ଚଳିତ ବର୍ଷ ଆଶିଷ ମେହେର ସହ ଧର୍ମିଣୀ କୁମାରୀ ମେହେର କର୍ତ୍ତା ଭାବେ ଦାୟିତ୍ଵ ତୁଲାଉ ଥିବା ବେଳେ ଡୁଗୁ ମିଶ୍ର ପୁଜକ ଭାବରେ ଦାୟିତ୍ଵ ତୁଲାଉଛନ୍ତି । ଚଳିତ ବର୍ଷ ଜିଲ୍ଲା ତଥା ଜିଲ୍ଲା ବାହାରୁ ମଧ୍ୟ ଅନେକ ସଂକୀର୍ତନ ମଣ୍ଡଳୀ ମାନେ ଯୋଗ ଦେବେ । ମଙ୍ଗଳବାର ନାମ ଆରମ୍ଭ ହେବ ଏବଂ ବୁଧବାର ପୂର୍ଣ୍ଣାହୂତି ହେବ ବୋଲି କମିଟି ସଭାପତି ଶ୍ରୀ ନକୁଳ ମେହେର ସୂଚନା ଦେଇଛନ୍ତି । ସମ୍ପାଦକ ରାମାଶଙ୍କର ମେହେର, ତୁଳସୀ ମେହେର,ଶଙ୍କର ମେହେର, ବନମାଳି ମେହେର, ଚମରା ମେହେର, ରଘୁନାଥ ମେହେର, ମନୋଜ ମେହେର, ଜୟକୃଷ୍ଣ ମେହେର, ପ୍ରହଲ୍ଲାଦ ମେହେର, ଶେଷ ମେହେର, ଅକ୍ରୁର ମେହେର, ମନୋଜ ମେହେର, ବାସୁଦେବ ମେହେର, ଘନଶ୍ୟାମ ମେହେର, କାର୍ତ୍ତିକ ମେହେର, ହିମାଂଶୁ ମେହେର,ରାଧାମୋହନ ମେହେର ସମେତ ଅଂଚଳ ସମସ୍ତ ପରିବାର ସାମିଲ ହୋଇଥିଲା । ଚଳିତ ବର୍ଷ ଏହି ନାମଯଜ୍ଞକୁ ଆସି ଉପସ୍ଥିତ ରହି ଭଗବାନଙ୍କ ଆଶୀର୍ବାଦ ପାଇବା ପାଇଁ କମିଟି ପକ୍ଷରୁ ଅନୁରୋଧ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026

You Might Also Like