-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସମ୍ବର୍ଦ୍ଧନା ଉତ୍ସବ ନଭେମ୍ବର ୮ରେ 

03-Nov-2025



ବଲାଙ୍ଗୀର(ପ୍ରେରଣା ଖବର) ସମାଜର ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ବଲାଙ୍ଗୀର ଜିଲ୍ଲାର କିଛି ବ୍ୟକ୍ତବିଶେଷଙ୍କୁ ସମ୍ବଦ୍ଧିତ କରାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛିି । ଏଥିରେ ମୁଖ୍ୟଅତିଥି ଭାବରେ ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ସାହିତ୍ୟ, ସାମ୍ବାଦିକତା, ନୃତ୍ୟ, ଗୀତ, କ୍ରୀଡା ଓ କ୍ଷେତ୍ରରେ ଉତ୍କର୍ଷ ଲାଭ କରି ବଲାଙ୍ଗୀର ମାଟି ପାଇଁ ସୁନାମ ଆଣିଥିବା ୧୭ଜଣ ପ୍ରତିଭାଙ୍କୁ ଜିଲ୍ଲା ଓକିଲ ସଂଘ ପକ୍ଷରୁ ମାନପତ୍ର ଓ ଉପାୟନ ଦେଇ ସମ୍ବର୍ଦ୍ଧତ କରଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଆସନ୍ତା ନଭେମ୍ବର ୮ ତାରିଖ ସକାଳ ୧ଠଟାରେ ସ୍ଥାନୀୟ ସିଭିଲ କୋର୍ଟ ବାର୍ ହଲ୍ ଠାରେ ଅନୁଷ୍ଠିତ ଏହି ସମ୍ବର୍ଦ୍ଧନା ଉତ୍ସବକୁ କିପରି ସୁଚାରୁ ରୂପରେ ପାଳନ କରାଯାଇପାରିବ ସେ ନେଇ ଆଜି ସଂଘର ସଭାପତି ବାସୁଦେବ ରଥଙ୍କ ଆବାହକତ୍ୱରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମର ସଫଳ ଆୟୋଜନ ପାଇଁ ସଂଘର ବିଭିନ୍ନ ସଦସ୍ୟଙ୍କୁ ଦାୟିତ୍ୱ ହସ୍ତାନ୍ତରଣ କରାଯାଇଥିଲା । ଏହି ପ୍ରସ୍ତୁତି ବୈଠକ ରେ ସଂଘର ସଂପାଦକ ସଂଜୟ ବଗର୍ତ୍ତି, ଉପସଭାପତି ସୁଧାଂଶୁ ଦେଓ, କୋଷାଧ୍ୟକ୍ଷ ସମୀର ମିଶ୍ର, ଯୁଗ୍ମ ସଂପାଦକ ସୁମିତ ଖୁଆସ, କାର୍ଯ୍ୟକାରୀ କମିଟି ସଭ୍ୟ ସରୋଜ ଗୁପ୍ତା, ରାଜେନ୍ଦ୍ର ମିଶ୍ର, ସଂଜୟ ଭୋଇ, ମଳୟ ଗଡତ୍ୟା, ସବିତାରଣୀ ମିଶ୍ର, ଦୀପ୍ତି ଶର୍ମା ଓ ରଘୁନନ୍ଦନ ସିଂହ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026

You Might Also Like