-+91-9937148622 |

prerana_bgr@rediffmail.com |

  Friday 6th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   (06-Mar-2026)       ||      ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (06-Mar-2026)       ||      ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ    (05-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   (05-Mar-2026)       ||      *ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   (05-Mar-2026)       ||      ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   (05-Mar-2026)       ||      ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||     

HOME   ଜିଲ୍ଲା

ବାବୁପାଲି ଗ୍ରାମ ରାମଚଣ୍ଡୀ ମନ୍ଦିର ପୀଠ ରେ ଏକାଦଶୀ ମାସିକ ନାମଯଜ୍ଞ ପାଳନ

03-Nov-2025



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ବାବୁପାଲି ଅଧିନସ୍ଥ କାଶୀଡୁଙ୍ଗୁରୀ ରେ ଜୟ ମା ରାମଚଣ୍ଡୀ ମନ୍ଦିର ପୀଠ ରେ କାର୍ତ୍ତିକ ଶୁକ୍ଳପକ୍ଷ ଏକାଦଶୀ ଦିନ ମାସିକ ଯଜ୍ଞ ପାଳନ କରା ଯାଇଥାଏ, ଏଥିରେ କର୍ତ୍ତା ଭାବେ ମାଞ୍ଚନ ଖମାରୀ ଓ ସହଧର୍ମିଣୀ ପିଙ୍କି ଖମାରୀ ଯଜ୍ଞ କର୍ତ୍ତା ନିର୍ବାହ କରିଥିଲେ l ଏହି ଚଣ୍ଡୀ ମନ୍ଦିର ଦୀର୍ଘ ବର୍ଷ ଧରି ପୂଜା ଅର୍ଚ୍ଚନା କରାଯାଇ ଥିବାବେଳେ ଏହାକୁ ଦୁଇ ବର୍ଷ ହେଲା ପ୍ରତ୍ୟେକ ମାସ ରେ ପୂଜା ଅର୍ଚ୍ଚନା କରାଯାଇ ଥାଏ ହେଲେ ବର୍ଷକ ଏହି କାର୍ତ୍ତିକ ଶୁକ୍ଳ ପକ୍ଷ ରେ ମହା ସମାରୋହରେ ରେ ପାଳନ କରା ଯାଇଥାଏ l ଏହି ଅବସର ରେ ଅଞ୍ଚଳ ର ବାବୁପାଲି , ବ।ଞ୍ଜି ପାଲି , ଝାରବନ୍ଧଲି ,ବରପଦର୍ ଗ୍ରାମ ଓ ଅନ୍ୟାନ୍ୟ ଗ୍ରାମ ଗ୍ରାମ ର ଜନସାଧାରଣ  ସହଯୋଗ କରିଥାନ୍ତି l ଏହି ଏକାଦଶୀ ପୂଜା ଉତ୍ସବ ରେ ପାନୁ ପଧାନ , ଡାକ୍ତର ସାହୁ , ଲଳିତ ଗଡତୀୟା , ସଚିକାନ୍ତ ଗଡତିୟ। , ପୁସ୍ତମ୍ ଗଡତିୟା , ସୁଶାନ୍ତ ପଧାନ, ତଥା କମିଟି ସଭ୍ୟ ମାନେ ସହଯୋଗ କରିଥିଲେ l ଏହି ପୂଜା କୁ ଆଗାମୀ ଦିନ ରେ ବହୁ ସମାରୋହରେ ପାଳନ କରାଯିବା ବୋଲି କମିଟି ସୂତ୍ର ରୁ ପ୍ରକାଶ ଓ ଅନ୍ନପ୍ରସାଦ ର ଆୟୋଜନ କରା ଯାଇଥିବା ପ୍ରକାଶ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମୀନକେତନ ଦାଶ ଚାକିରିରୁ ଅବସର ନେଲେ: ମାୟାବର୍ହା ଓ ପୈତୃକ ଗ୍ରାମ ଖଲିଆପାଲି ଉତ୍ସବ ମୁଖର   06-Mar-2026
  ଜିଲ୍ଲା  
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   06-Mar-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲା ବିଜେଡି ତରଫରୁ ବିଜୁବାବୁଙ୍କ ବାବୁଙ୍କ ଜୟନ୍ତୀ ପାଳନ   05-Mar-2026
  ଜିଲ୍ଲା  
*ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ*-   05-Mar-2026
  ଜିଲ୍ଲା  
*ଡାବୁଗାଁ ନିର୍ବାଚନମଣ୍ଡଳୀ ସ୍ତରୀୟ ୧୧୦ ତମ ବିଜୁ ଜୟନ୍ତୀ ପାଳିତ*   05-Mar-2026
  ଜିଲ୍ଲା  
ନା ମିଳୁଛି ପାଣି ନା ହେଉଛି କେନାଲ ମରାମତି   05-Mar-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026

You Might Also Like