-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||     

HOME   ଜିଲ୍ଲା

*ସରକାରୀ ପୋଲି ଟେକ୍ନିକ୍ ରେ ରାଷ୍ଟ୍ରୀୟ ଏକତା ଦିବସ ଅବସର ରେ ଧ୍ୟାନ ଓ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*-

03-Nov-2025



ସୋନପୁର  (ମନୋରଞ୍ଜନ ତ୍ରିପାଠୀ)
ମହାନ୍ ଜନ ନାୟକ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଙ୍କ ଜନ୍ମଦିନ ଅବସର ରେ ସ୍ଥାନୀୟ ଝିଙ୍କି ସ୍ଥିତ ସରକାରୀ ପଲି ଟେକ୍ନିକ ଠାରେ ତ୍ରି ଦିବସୀୟ ଧ୍ୟାନ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇ ଯାଇଛି l ରାଷ୍ଟୀୟ ଏକତା ସକାଶେ କାର୍ଯ୍ୟ କରି ସାରା ଦେଶକୁ ଏକ ସୂତ୍ର ରେ ବାନ୍ଧି ରଖିଥିବା ଲୌହ ମାନବ ସର୍ଦ୍ଧାର ବଲଭ ଭାଇ ପଟେଲ ଙ୍କ ଜୀବନୀ କୁ ସ୍ମୃତି ଚାରଣ କରାଯାଇ ଥିଲା। ଅନୁଷ୍ଠାନ ର ଶତାଧିକ ଛାତ୍ର ଛାତ୍ରୀଙ୍କ ମଧ୍ୟ୍ୟ ରେ ଅନୁଶାସନ, ଆତ୍ମ ବିଶ୍ୱାସ ଓ ମନୋବଳ କୁ ମଜବୁତ ସହିତ ଶରୀର ର ସୁସ୍ଥତା ହେତୁ ଯୋଗ ଏକ ଅପରିହାର୍ଯ୍ୟ ଅଙ୍ଗ ବୋଲି ଆଲୋଚନା କରାଯାଇ ଥିଲା। ଯୋଗ ପ୍ରଶିକ୍ଷକ ମନୋଜ ପଣ୍ଡା ଯୋଗର ବିଭିନ୍ନ ଆସନ, ସୂର୍ଯ୍ୟ ନମସ୍କାର ଦଣ୍ଡ ବୈଠକ ମୁଖ୍ୟତଃ ଯୋଗଧ୍ୟ।ନ ଓ ଶେଷରେ ଯୋଗ ନିଦ୍ରା ର ଅଭ୍ୟାସ କରାଯାଇ ଥିଲେ।ଏହି କାର୍ଯ୍ୟକ୍ରମ କୁ ବରିଷ୍ଟ ଅଧ୍ୟ।ପକ ପଦ୍ମଲୋଚନ ବେହେରା, ଅଧ୍ୟ।ପକ ସୁବ୍ରତ, ଏଲ ମନୀକାନ୍ତ କୁମାର ମିଶ୍ର,  ଓ ଦୁର୍ଯ୍ୟୋଧନ ଶାଣ୍ଢ ପ୍ରମୁଖ ସହଯୋଗ କରି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି   21-Apr-2026
  ଜିଲ୍ଲା  
ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   21-Apr-2026
  ଜିଲ୍ଲା  
*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   21-Apr-2026
  ଜିଲ୍ଲା  
*ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   21-Apr-2026
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026
  ଜିଲ୍ଲା  
ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   21-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
  ଜିଲ୍ଲା  
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026

You Might Also Like