-+91-9937148622 |

prerana_bgr@rediffmail.com |

  Tuesday 22nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||     

HOME   ଜିଲ୍ଲା

ଆଇଚର୍ ଗାଡ଼ି ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ ।

03-Nov-2025



ଧର୍ମଗଡ଼ (ଜ୍ୟୋତିରଞ୍ଜନ ବେମାଲ )
 କଳାହାଣ୍ଡି ଜିଲ୍ଲା ଧର୍ମଗଡ ବିଜୁ ଏକ୍ସପ୍ରେସ ୱେ ବେହେରା ନିକଟରେ ରବିବାର ଦିନ ଏକ ଆଇଚର ଗାଡ଼ି ଜଣେ ବୃଦ୍ଧଙ୍କୁ ଧକ୍କା ଦେବା ଯୋଗୁଁ ବୃଦ୍ଧ ଙ୍କ ମୃତ୍ୟୁ ହୋଇଛି । ଯାହା ଫଳରେ କ୍ଷତି ପୂରଣ ଦାବିରେ ପରିବାର ଓ ସମ୍ପର୍କୀୟ ଲୋକେ ବେହେରା ବିଜୁ ଏକ୍ସପ୍ରେସ ୱେ ରେ ଶବ ରଖି  ରାସ୍ତା ଅବରୋଧ କରିଥିଲେ । ସୂଚନା ମତେ କୋକସରା ଥାନା ଅଧୀନ ଖୁଣ୍ଟିଆ ଗ୍ରାମର ତରୁଣି ଦୁର୍ଗା (୬୫) ରବିବାର ଦିନ ନିକଟସ୍ଥ ବେହେରା ସାପ୍ତାହିକ ହାଟ ରୁ ଏକ ସାଇକଲ ଯୋଗେ ଘରକୁ ଫେରୁଥିବା ବେଳେ ପଛପଟୁ ଏକ ଆଇଚର ଗାଡ଼ି (ଓଡି୩୦୮ ୬୯୮୬)ଧକ୍କା ଦେଇଥିଲା,ଯାହା ଫଳରେ ସେ ଛିଟିକି ପଡ଼ିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପର୍ଲା ରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ତେବେ ବୃଦ୍ଧ ଙ୍କ ମୃତ୍ୟୁ କୁ ନେଇ ଉତ୍ତେଜନା ଦେଖାଦେବା ସହ ଗାଡ଼ି ଡ୍ରାଇଭର କୁ ଗିରଫ ଓ  ଆର୍ଥିକ କ୍ଷତିପୂରଣ ଦାବି ନେଇ ସୋମବାର ଦିନ ସକାଳୁ  ରାସ୍ତାରେ ଶବ ରଖି ଅବରୋଧ କରାଯାଇଥିଲା । ଯାହା ଫଳରେ ଦୀର୍ଘ ସମୟ ଧରି ବିଜୁ ଏକ୍ସପ୍ରେସ ୱେ ରେ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଘଟଣା ସ୍ଥଳରେ କୋକସରା ଅତିରିକ୍ତ ତହସିଲଦାର ମୋହନ ଚରଣ ଜେନା,କୋକସରା ପୋଲିସ ସମେତ ଧର୍ମଗଡ ଏସ ଡି ପିଓ ଡୋଲାମଣି ଭୋଇ ପହଞ୍ଚି ରେଡ କ୍ରସ ପାଣ୍ଠିରୁ  ୧୦ହଜାର ଟଙ୍କା ଆର୍ଥିକ ସହାୟତା ଓ ଗାଡ଼ି ମାଲିକ ସହ ଯୋଗାଯୋଗ କରି ମୃତ ପରିବାର କୁ ଆର୍ଥିକ କ୍ଷତିପୂରଣ ଦେବା ପରେ ରାସ୍ତା ଅବରୋଧ ରୁ ଉଠିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ   21-Sep-2026
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026

You Might Also Like