-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||     

HOME   ଜିଲ୍ଲା

ଫୁଲବାଣୀରେ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ " ସୁରଭି " ଅନୁଷ୍ଠିତ

03-Nov-2025



ଫୁଲବାଣୀ(କ୍ଷୀରୋଦ କୁମାର ସାହାଣୀଙ୍କ ରିପୋର୍ଟ ) କନ୍ଧମାଳ ଜିଲ୍ଲା ସଦର ବ୍ଲକ ଫୁଲବାଣୀ ବ୍ଲକ ଶିକ୍ଷା ଜିଲ୍ଲାରେ ଫୁଲବାଣୀ ସ୍ଥିତ ଏ ଯେ ଓ ହାଇସ୍କୁଲ ରେ ଅନୁଷ୍ଠିତ ହୋଇଯାଇଛି | ଏହି ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମକୁ ବରେଣ୍ୟ ଅତିଥିଭାବେ ଅତିରିକ୍ତ ଶିକ୍ଷା ଅଧିକାରୀ ମାନସ ରଞ୍ଜନ ସ୍ୱାଇଁ ଓ ଗୋଷ୍ଠୀ ଶିକ୍ଷା ଅଧିକାରୀ ରଞ୍ଜନ କୁମାର କହଁର  ଉଦଘାଟନ କରିଥିବା ବେଳେ ଉଦଯାପନୀ ଉତ୍ସବରେ ବରେଣ୍ୟ ମୁଖ୍ୟ ଅତିଥିଭାବେ ଆଦିବାସୀ ଉର୍ନୟନ ପ୍ରକଳ୍ପ ପ୍ରଶାସକ ଶ୍ରୀ ଗଦଧର ପାତ୍ର ଯୋଗଦାନ କରିଥିବା ବେଳେ ସନମାନୀତ ଅତିଥିଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ରାଜେଶ ସ୍ୱାଇଁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୌମ୍ୟରଞ୍ଜନ ପାତ୍ର, ମୁନିସିପାଲିଟି କାର୍ଯ୍ୟ ନିର୍ବାହୀ ଅଧିକାରୀ  ସୋମରେଶ ମହାନ୍ତି  ଅତିଥିଭାବେ  ଯୋଗଦାନ କରିଥିଲେ |   ଆଜିର ବ୍ଲ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମରେ ୧୧ ଗୋଟି ପଂଚାୟର  ପ୍ରାଥମିକ ବିଦ୍ୟାଳୟ, ଉର୍ଣ୍ଣିତ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ନୃତ୍ୟ ସଂଗୀତ ପ୍ରତିଯୋଗିତା ସମେତ ଜ୍ଞାନ, ତର୍କ, ଶୃତଲିଖନ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ନିଜ ଭିତରେ ଲୁଚି ରହିଥିବା ଅନ୍ତର୍ନିହିତ ପ୍ରତିଭାକୁ ମଞ୍ଚରେ ପ୍ରଦର୍ଶନ କରିପାରିବା ସହିତ ଲୋକଲୋଚନକୁ ଆଣିପାରିଥିଲେ | ସ୍ରମସ୍ତେ ନିଜ ନିଜର ଅନ୍ତର୍ନିହିତ ପ୍ରତିଭାକୁ ଅତି ଚମତ୍କାର ସହିତ ଭରପୁର ଆକର୍ଷଣୀୟ କରି ପରିବେଷଣ କରିଥିଲେ, ଆଜିର କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରିଥିବା ସଫଳ କୃତି ପ୍ରତିଯୋଗୀ ମାନଙ୍କୁ ବରେଣ୍ୟ ମଂଚାସୀନ ଅତିଥି ମାନେ ପ୍ରତିଭା ପ୍ରଶଂସାପତ୍ର ପ୍ରଦାନ କରିଥିଲେ | ବିଶେଷ ଆକର୍ଷଣ ଥିଲା ଆଜିର କାର୍ଯ୍ୟକ୍ରମରେ ପ୍ରାୟ ସମସ୍ତ ବିଦ୍ୟାଳୟ ର ଛାତ୍ରଛାତ୍ରୀ ମାନେ ଗୋଷ୍ଠୀଗତ ନୃତ୍ୟଅତି ଚମତ୍କାର ଭାବେ ପରିବେଷଣ କରିଥିଲେ, ଓ ସେମାନଙ୍କ ମଧ୍ୟରୁ ବେଲପଦର ସରକାରୀ ଆଶ୍ରମ ବିଦ୍ୟାଳୟ ର ଛାତ୍ରୀମାନେ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ  ଫୁଲବାଣୀ ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ଦ୍ୱିତୀୟ ସ୍ଥାନରେ ସଫଳତା ହାସଲ କରିଥିବା ବେଳେ ଗଞ୍ଜୁଗୁଡା ଉର୍ଣ୍ଣିତ ଉଚ୍ଚ ବିଦ୍ୟାଳୟ ର ଛାତ୍ରୀ ମାନେ ତୃତୀୟ ସ୍ଥାନ ହାସଲ କରି ଆଗାମୀ ୭ତାରିଖ ରେ ଫିରିଙ୍ଗିଆ ରେ ଅନୁଷ୍ଠିତ ହେବାକୁ ଥୀବା ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ରେ ପ୍ରତିଯୋଗିତା ରେ ଅଂଶ ଗ୍ରହଣ କରିବା ପାଇଁ ଯୋଗ୍ୟ ବିବେଚିତ ହୋଇ ଥୀବା ସହିତ ଅତିଥି ମାନଙ୍କ କର କମଳ ରୁ ପୁରସ୍କାର ଗ୍ରହଣ କରିଥିଲେ |  ଆଜିର ସୁରଭି କାର୍ଯ୍ୟକ୍ରମ ପ୍ରାରମ୍ଭରୁ ଶେଷ ପର୍ଯ୍ୟନ୍ତ ମଞ୍ଚ କୁ ଅତି ସରଷ ସୁନ୍ଦର ଓ ଆକର୍ଷଣୀୟ ଭାବେ ମଞ୍ଚ ପରିଚାଳନା କରିଥିଲେ ସି ଆର ସି ପ୍ରଦୀପ କୁମାର ମହାନ୍ତି ଓ ସିଆସି ଓମ ପ୍ରକାଶ ସାହାଣୀ, ଶ୍ରୀ ସନ୍ତୋଷ କୁମାର ଡିଗାଲ, ଶ୍ରୀ ଦିନେଶ କୁମାର ବେହେରା ଓ  ଏନପିଏସ ସଂଘ ସଭାପତି ସରୋଜ ସେଠୀ ଓ ଅନ୍ୟ ସମସ୍ତ ବିଦ୍ୟାଳୟର ଗାଇଡ଼ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ଅକୁଣ୍ଠିତ ସହଯୋଗ ରେ କାର୍ଯ୍ୟକ୍ରମ ଟି ସଫଳସହିତ ସମ୍ପୂର୍ଣ୍ଣ ସହଯୋଗ ରେ ସଫଳ ଭାବେ ସମ୍ପୂର୍ଣ୍ଣ ହୋଇପାରି ଥିବାରୁ ଗୋଷ୍ଠୀ ଉର୍ନ୍ନୟନ ଶିକ୍ଷା ଅଧିକାରୀ ରଞ୍ଜନ କହଁର ସମସ୍ତଙ୍କୁ ଭୁୟସୀ ପ୍ରଶଂସା କରିବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ  |


News Comment




Photo in News

Advertisment
Lastest News
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026

You Might Also Like