-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||     

HOME   ଅପରାଧ

ଝରାଫୁଲ ଓ ତାଙ୍କ ପୁରୁଷ ବନ୍ଧୁ ରହିଥିବା ଶିବସାଇ ଗେଷ୍ଟ ହାଉସର ରୁମ ନଂ ୨୦୧କୁ ସିଲ୍ କଲା ପୁଲିସ୍

30-Jan-2021



ଭୁବନେଶ୍ୱର (ପ୍ରେରଣା ଖବର): ରମାଦେବୀ କଲେଜର ଯୁକ୍ତ ୩ ଦ୍ବିତୀୟ ବର୍ଷ ଛାତ୍ରୀ ଝରାଫୁଲ ମୃତ୍ୟୁ ଘଟଣାରେ ଯାଜପୁର ଜିଲ୍ଲା କୁଆଖିଆ ଥାନା ପୁଲିସ ଆଜି ଝରାଫୁଲ ଓ ତାଙ୍କ ପୁରୁଷ ବନ୍ଧୁ ରହିଥିବା ଭୁବନେଶ୍ୱରର ଶିବସାଇ ଗେଷ୍ଟ ହାଉସର ରୁମ ନଂ ୨୦୧କୁ କୁଆଖିଆ ଥାନା ପୁଲିସ୍ ସିଲ୍ କରିଥିବା ଜଣାଯାଇଛି। ପ୍ରାପ୍ତ ସୂଚନା ଅନୁଯାୟୀ ଆଜି ଦିନ ପ୍ରାୟ ସାଢେ ଗୋଟାଏ ସମୟରେ ଏସଡିପିଓ ଚିନ୍ମୟ ନାୟକ ସାଇଣ୍ଟିଫିକ୍ ଟିମ୍ ସହ ଶିବସାଇ ଗେଷ୍ଟ ହାଉସରେ ପହଞ୍ଚି ରୁମ ନଂ ୨୦୧ରେ ତଦନ୍ତ କରିଥିଲେ। ସେଠାରୁ କେତେକ ତଥ୍ୟ ସଂଗ୍ରହ କରିଥିଲେ।ଏହାପରେ ଗେଷ୍ଟ ହାଉସର ରେଜିଷ୍ଟର୍ ଓ ସିସିଟିଭି ଫୁଟେଜ୍ ଜବତ କରିଛି ପୁଲିସ୍। ଏହାଛଡ଼ା ପୁଲିସ୍ ୨ ଘଣ୍ଟା ଧରି ଯାଞ୍ଚ ପରେ ଶିବସାଇ ଗେଷ୍ଟ ହାଉସର ରୁମ ନଂ ୨୦୧କୁ କୁଆଖିଆ ଥାନା ପୁଲିସ୍ ସିଲ୍ କରିଛି। ଏହି ସମୟରେ ଗେଷ୍ଟ ହାଉସର କେଆର୍ ଟେକରଙ୍କ ବୟାନ୍ ରେକର୍ଡ କରାଯାଇଛି। ସୂଚନାଯୋଗ୍ୟ, ରମାଦେବୀ କଲେଜର ଯୁକ୍ତ ୩ ଦ୍ବିତୀୟ ବର୍ଷ ଛାତ୍ରୀ ଝରାଫୁଲ ମୃତ୍ୟୁ ଘଟଣାରେ ଯାଜପୁର ଜିଲ୍ଲା କୁଆଖିଆ ଥାନା ପୁଲିସ ମୁଖ୍ୟ ଅଭିଯୁକ୍ତ ରାକେଶ ସ୍ବାଇଁଙ୍କୁ ଗିରଫ କରିଥିଲା। ଗିରଫ ପରେ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ଆଜି ୫ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କରିଛି ଯାଜପୁର ପୁଲିସ। ତେବେ ଏ ମଧ୍ୟରେ ଜାନୁଆରି ୨୬ତାରିଖର ସିସିଟିଭ ଫୁଟେଜ ସାମ୍ନାକୁ ଆସିଛି। ଏକ ଫାଷ୍ଟଫୁଡ ଦୋକାନରେ ଲାଗିଥିବା ସିସିଟିଭିରେ ଉଭୟ ରାକେଶ ଏବଂ ଝରାଫୁଲଙ୍କୁ ଦେଖିବାକୁ ମିଳିଛି। ମିଳିଥିବା ସୂଚନା ମୁତାବକ, ଜାନୁଆରି ୨୬ ତାରିଖ ଦିନ ୧୨.୨୦ରେ ଝରାଫୁଲ ଏବଂ ରାକେଶ ଖାଇବା ପାଇଁ ଏକ ଫାଷ୍ଟଫୁଡ ଦୋକାନରେ ପହଞ୍ଚିଥିଲେ। ସେଠାରେ ଖାଇବା ଆସିବା ପରେ ରାକଶେ ଝରାଫୁଲଙ୍କୁ ଖୁଆଇ ଦେଇଥିଲେ। ହେଲେ ଖାଦ୍ୟ ଖାଇବା ମାତ୍ରେ ଝରାଫୁଲ ଭେଁ ଭେଁ ହେଇ କାନ୍ଦିବା ସହ ପେଟରେ ଯନ୍ତ୍ରଣା ‌ହେଉଥିବା କହିଥିଲେ। ଏହାର କିଛି ସମୟ ପରେ ଝରାଫୁଲଙ୍କର ବାନ୍ତି ହୋଇଥିଲା। ବାନ୍ତି କରିବା ଦେଖି ରାକେଶ ତାଙ୍କୁ ସ୍କୁଟି ଯୋଗେ ଦିନ ୧ଟା ୫ରେ ସେଠାରୁ ନେଇ ବାହାରିଯାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026

You Might Also Like