-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||     

HOME   ଜିଲ୍ଲା

ଲୁହୁରାମୁଣ୍ଡା ଗ୍ରାମ ପଞ୍ଚାୟତ ପରିସର ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ

04-Nov-2025



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଲୁହୂରମୁଣ୍ଡା ଗ୍ରାମ ପଞ୍ଚାୟତ ପରିସର ମଧ୍ୟରେ ପଞ୍ଚାୟତସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ଆଗଲପୁର ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି ଯୋଗ ଦେଇଥିବା ବେଳେ ଆଗଲପୁର ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ୍ ଧୀରେନ୍ଦ୍ର ମେହେର, ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଶୁଭଶ୍ରୀ ମିଶ୍ର  ମଞ୍ଚାସିନ ଅତିଥି ଭାବେ ଯୋଗ ଦେଇଥିଲେ । ସମୁଦାୟ 2 ଟି ଅଭିଯୋଗ ଉପରେ ଶୁଣାଣି ହୋଇଥିଲା । ଗ୍ରାମ ରେ ଘର ଉପରେ ବିଦ୍ୟୁତ୍ ଖୁଣ୍ଟ ରୁ ଆଲୋକ ଦିଆଯିବା ଯୋଗୁଁ ଅଭିଯୋଗ କାରୀଙ୍କ ବହୁ ଅସୁବିଧାର ସମ୍ମୁଖୀନ ତଥା ପ୍ରଧାନମନ୍ତ୍ରୀ ଆବାସ ଗୃହ ରେ ଜାଲିଆତି ଥିବା ରୁ ଅଭିଯୋଗକାରୀ ଘର ପାଇବାରୁ ବଞ୍ଚିତ ଯୋଗୁ ଅତିଥି ଙ୍କୁ ଅଭିଯୋଗ କରିଛନ୍ତି ।ଗ୍ରାମ ପଞ୍ଚାୟତ ଅଧୀନ ରେ ଶଙ୍ଖୁଆ , ଲୁହୁରାମୁଣ୍ଡା , ଫାସଡ , ରଫାଖାଲ  ଓ ମନୁପାଲି ଗ୍ରାମ ଥିଲେ ହେ ଗ୍ରାମ ପଞ୍ଚାୟତ ର ପ୍ରଶାସନ ର ପ୍ରଚାର ପ୍ରସାର ଅଭାବ ରୁ ମ।ତ୍ର 2 ଟି ଅଭିଯୋଗ ଆସିଥିଲା । ଏହି ଅଭିଯୋଗ ଶୁଣାଣି ରେ ଅଭିଯୋଗକାରୀ ନ ଆସିବାରୁ 12 ଘଣ୍ଟା 30 ମିନିଟ ପରିବର୍ତ୍ତେ 12 ଟା ରେ ଅତିଥି ମାନେ ପ୍ରତ୍ୟାବର୍ତ୍ତନ୍ କରିଥିଲେ । ଏହିପରି ସରପଞ୍ଚ ମହୋଦୟ। ମଧ୍ୟ ଉପସ୍ଥିତ ନ ଥିଲେ l ଏହି ଅଭିଯୋଗ ଶୁଣାଣି ରେ ବ୍ଲକ ର  ଜ୍ଞାନ ରଂଜନ ସ। , ଅଂଶୁମାନ ଦେବବାବୁ, ସୁଶାନ୍ତ ମହାକୁର , ଅଭିଶାହୁ , ସୁନିଲ ସାହୁ , ଚନ୍ଦନ ସ୍ୱାଇ , ଜଗତଜିତା ସେଠୀ ପ୍ରମୁଖ ଅଧିକାରୀ ଉପସ୍ଥିତ ରହି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026

You Might Also Like