-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   (20-Jun-2026)       ||      କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ    (20-Jun-2026)       ||      ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   (20-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||     

HOME   ଜିଲ୍ଲା

ମନରେଗା ଟଙ୍କା ନ ପାଇବାରୁ ପଞ୍ଚାୟତ କାର୍ଯ୍ୟାଳୟକୁ ତାଲା ଦେଲେ ଶ୍ରମିକ

04-Nov-2025



ବେଲପଡା(ତ୍ରିନାଥ ବାଗ): ଵଲାଙ୍ଗୀର ଜିଲ୍ଲା ବେଲପଡା ବ୍ଲକ ଅନ୍ତର୍ଗତ କପାଣି ଗ୍ରାମପଞ୍ଚାୟତରେ ଆଜି ମନରେଗା ଶ୍ରମିକ ନୂତନ କାମ ପାଇବା ପାଇଁ ତଥା କରିଥିବା କାମର ପାଉଣା ଦାବୀ ନେଇ ଗ୍ରାମପଞ୍ଚାୟତ ଅଫିସରେ ଆଜି ତାଲା ପକେଇ ଛନ୍ତି। ସୂଚନାଯୋଗ୍ୟ ଯେ, କପାଣି ଗ୍ରାମ ପଞ୍ଚାୟତରେ ୨ଶହ ମନରେଗା ଶ୍ରମିକ ଅଛନ୍ତି। ଶ୍ରମିକ ମାନଙ୍କ ଅଭିଯୋଗ ଅନୁଯାଇ, ସରପଞ୍ଚ ଶ୍ରୀମତୀ ଭୂମିସୁତା ଧରୁଆଙ୍କ ଅବହେଳା ଯୋଗୁଁ ନୂତନ କାମ ଆସି ପାରୁନାହିଁ ଏବଂ ପୂର୍ବରୁ କରିଥିବା କାମର ପାଉଣା ସରପଞ୍ଚ ଦେବାକୁ ବାରମ୍ବାର ମନା କରୁଛନ୍ତି। 
ଗ୍ରାମବାସୀଙ୍କ କହିବା ଅନୁଯାଇ, ପୂର୍ବରୁ ଥିବା ଗାଁ ସାଥି ମହାବୀର ଧରୁଆକୁ  ସରପଞ୍ଚ ନିଜ ମନ ମୁତାବିକ ଘଉଡ଼ାଇ ଦେଇଥିଲେ ଏବଂ ମନରେଗା ର ନିୟମାବଳୀକୁ ଉଲ୍ଲଘନ କରି ନିଜ ମନମୁତାବକ ଏକ ଗାଁସାଥୀ ବାଛିଛନ୍ତି। ନୂତନ ଗାଁ ସାଥୀ ଚୟନ କରିବାକୁ ଗ୍ରାମସଭା କରିବାକୁ ପଡେ,  କିନ୍ତୁ ପ୍ରକୃତରେ କୌଣସି ଗ୍ରାମସଭା ନ ହେଇ କିଛି ନକଲି ଦସ୍ତଖତ ଦେଇଛନ୍ତି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହି ଦିଗରେ ବାରମ୍ବାର ପ୍ରଶାସନକୁ ଜଣେଇଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ ଏଣୁ ବାଧ୍ୟ ହେଇ ଆମେ ଗେଟ ରେ ତାଲା ମାରିଲୁ ବୋଲି ଗାଁ ବାସି ମତ ଦେଇଛନ୍ତି। 
ଏହି ସମୟ ରେ ସୁକାନ୍ତି ବନଛୋର, ପ୍ରମିଳା ବାଗ, ବବିତା ବାଗ, ମତି ବାଗ, ବାବୁଲାଲ ବେହେରା,  ନବୀନ ମାଝୀ, ପୁରନ୍ଦର ମାଝୀ, ରାଜାରାମ ମାଝୀ, ଗୋବିନ୍ଦ ସାହୁ, ରବୀନ୍ଦ୍ର ପୋଢ଼, ସନ୍ତୋଷ ବାଗ, ବରୁଣ ଧରୁଆ ଆଦି ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   20-Jun-2026
  ଜିଲ୍ଲା  
କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ   20-Jun-2026
  ଜିଲ୍ଲା  
ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   20-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026

You Might Also Like