-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||     

HOME   ଜିଲ୍ଲା

ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ

04-Nov-2025



ବିନିକା(ହିମାଂଶୁ ଶେଖର ପୁଟେଲ)୨୪୨ବର୍ଷରେ ପଦାର୍ପଣ କରିଥିବା ଗୋକୁଲାଷ୍ଟମୀ ମହୋତ୍ସବ ଆୟୋଜନ ନେଇ ଆଜି ଶୁଭସ୍ତମ୍ଭ ସ୍ଥାପନ କରାଯାଇଛି ।ସୂଚନା ଯୋଗ୍ୟ ଯେ ବିନିକା କଣସାରିପଡା ବ୍ରଜ ବିହାରୀ ନୃତ୍ୟ କଳା ପରିଷଦ ତରଫରୁ ଚଳିତ ମାର୍ଗଶିର ମାସ ୯ତାରିଖରୁ ୧୬ତାରିଖ ପର୍ଯ୍ୟନ୍ତ ଗୋକୁଲାଷ୍ଟମୀ ଯାତ୍ରା ମହୋତ୍ସବ ଅନୁଷ୍ଟିତ ହେବ ।ଏଥିପାଇଁ ଆଜି ସକାଳେ ଯାତ୍ରା କମିଟିର ସଦସ୍ୟ ଓ ପଡ଼ାବାସୀ ଶ୍ରୀ ଶ୍ରୀ ବ୍ରଜବିହାରୀ ପୂର୍ଣ୍ଣମାସି ମନ୍ଦିରରୁ ଆଜ୍ଞାମାଳ ଆଣି ଦଧିବାମନ ମନ୍ଦିର ସମ୍ଭୂଖରେ ଘଣ୍ଟ ଶଙ୍ଖ ହୁଳହୁଳି ଧ୍ବନିରେ ଶୁଭସ୍ତମ୍ଭକୁ ସ୍ଥାପନ କରିଥିଲେ।ଏଥିରେ ପୂଜକ ଭାବେ ମାନଭଞ୍ଜନ ପୂଜାରୀ,କର୍ତ୍ତା ଯାତ୍ରା କମିଟି ସଭାପତି ମନୋଜ ଦାସ ଦାୟିତ୍ଵ ତୁଲାଇଥିବା ବେଳେ କମିଟି ସମ୍ପାଦକ ରଞ୍ଜନ ଦାସ,ଗୁରୁ ମନୋଜ,ରଘୁନାଥ ମାହାଣା,ବିଶିଷ୍ଟ କଳାକାର ରାମଚନ୍ଦ୍ର ଦାସ,କୃଷ୍ଣଚନ୍ଦ୍ର ଦାସ,ବ୍ରଜବିହାରୀ ମାହାଣା,ଅନ୍ତରାମ ଦାସ,ପୂର୍ବତନ ସଭାପତି ସୀତାରାମ ଦାସ,ସଞ୍ଜୟ ଦାସ,ନିତ୍ୟ ଗୋବିନ୍ଦ ସାହୁ,ରମାକାନ୍ତ ଦାସ,ସୀତାରାମ ମାହାଣା,ଘଡିଗୋପାଳ ଦାସ,ଜୟ ନାରାୟଣ ସାହୁ,ସଞ୍ଜୟ ସାହୁ,ହିମାଂଶୁ ସାହୁ,ଦେବାନଶୁ ସାହୁ,ବବୁଲ ସାହୁ,ବିଶ୍ୱଜିତ ମାହାଣା ପ୍ରମୁଖଙ୍କ ସମେତ ପରିଷଦର ସମସ୍ତ କଳାକାର ଉପସ୍ଥିତ ଥିଲେ।ପ୍ରକାଶ ଥାଉକି ଏହି ମହୋତ୍ସବର ଦଧିବାମନ ମନ୍ଦିର ସମ୍ଭୂଖ ପରିସରକୁ ଗୋପପୁର ଆଖ୍ୟା ଦିଆଯାଇଥିବା ବେଳେ ଯୋଗେଶ୍ୱର ମନ୍ଦିର ବନ ଦୁର୍ଗା ପ୍ରାଙ୍ଗଣ କୁ ମଥୁରା ନଗରୀ ଆଖ୍ୟା ଦିଆଯାଇଛି ।ତେବେ ୮ଦିନ ଧରି ଅନୁଷ୍ଠିତ ଏହି ଯାତ୍ରା ର ୯ତାରିଖରେ ଅଧିବାସ,୧୦ତାରିଖରେ କୃଷ୍ଣ ଜନ୍ମ,୧୧ତାରିଖରେ ଗୋବର୍ଦ୍ଧନ ମଲ୍ଲଙ୍କ ଦ୍ଵାରା କୃଷ୍ଣ ବଳରାମଙ୍କୁ ଗୋ ଚାରଣ ବିଦ୍ୟା ପ୍ରଦାନ,୧୨ତାରିଖରେ କଂସ ଦରବାର,କୃଷ୍ଣ ବଳରାମଙ୍କ ବନ ଗମନ,ଷଣ୍ଢାସୁର ବଧ,୧୩ତାରିଖରେ ବକାସୁର ବଧ,୧୪ତାରିଖରେ କୃଷ୍ଣ ଯୋଶଦାଙ୍କ ବାସଲ୍ୟ ପ୍ରେମ ଓ ଦୋଲଲୀଳା,୧୫ତାରିଖରେ କଂସ ମହାରାଜଙ୍କ ରଙ୍ଗ ସଭା ଓ ଅର୍ଘାସୁର ବଧ,୧୬ତାରିଖରେ କୃଷ୍ଣ ବଲରାମଙ୍କ ନଗର ପରିକ୍ରମା ଓ କଲାମାଣିକ ମଞ୍ଚସ୍ଥ ହେବା ପରେ ମହୋତ୍ସବର ଅନ୍ତ ଘଟିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026

You Might Also Like