-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ପ୍ରକଳ୍ପସ୍ତରୀୟ ଟେଲେଣ୍ଟ ହଣ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ

04-Nov-2025



ବରଗଡ/ଅମ୍ବାଭୋନା(ପ୍ରେରଣା ଖବର):  ଅମ୍ବାଭୋନା ବ୍ଳକ୍ ଅନ୍ତର୍ଗତ ସମ୍ମିଳନୀ କକ୍ଷରେ ଭାରପ୍ରାପ୍ତ ସି ଡ଼ି ପି ଓ ମାଡାମ୍ ଶ୍ରୀମତୀ ଶୁଭଶ୍ରୀ ମହାନ୍ତି ଙ୍କ ଅଧ୍ୟକ୍ଷତାରେ ତଥା ବ୍ଲକ କୋଡିନେଟର୍ ସତ୍ୟ ନାରାୟଣ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ପ୍ରୋଜେକ୍ଟ ଲେଭେଲ ଉଚ୍ଚ ପ୍ରଦର୍ଶନକାରୀ କିଶୋରୀ ପ୍ରତିଭା ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ଡି ଏଚ୍ ଇ ଡବ୍ଳୁ ହବ୍ ର ସମ୍ବଳ ବିଭାଗର ପ୍ରଦ୍ୟୁମ୍ନ

ପ୍ରଧାନ ,ସାମର୍ଥ୍ୟ ବିଭାଗ ର ରାଜେଶ୍ କୁମାର ମିଶ୍ର, ଆମ୍ବଭୋନା ଏନ ପି ଏସ ଶିକ୍ଷକ ସଂଘ ସଭାପତି ସ୍ୱାଧୀନ କୁମାର ସାହୁ ଯୋଗଦାନ କରିଥିଲେ । ସମ୍ମାନିତ ଅତିଥି ମାନଙ୍କ ଦ୍ଵାରା ମା ସରସ୍ୱତୀ ଙ୍କୁ ପୂଜାର୍ଚ୍ଚନା କରାଯାଇ ଥିଲା । ସୁପର ଭାଇଜର ରେଣୁବାଳା ତ୍ରୀପାଠୀ ଉଦ୍ଦେଶ୍ୟ ପ୍ରଦାନ କରିଥିଲେ । ଅମ୍ବାଭୋନା ବ୍ଳକ୍ ର ସମସ୍ତ କିଶୋରୀ ବାଳିକାମାନଙ୍କୁ ନେଇ ତର୍କ, ସଙ୍ଗୀତ, ନୃତ୍ୟ, ରେଶିପି  ପ୍ରତିଯୋଗୀତା ଆୟୋଜନ କରା ଯାଇଥିଲା ।  ସମ୍ମାନୀତ ଅତିଥି ଙ୍କ ଦ୍ଵାରା କୃତୀ ପ୍ରତିଯୋଗୀମାନଙ୍କୁ ଓ ଜିଲ୍ଲା ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ରେ ପୁରସ୍କୃତ ହୋଇଥିବା ନିହାରିକା ଗହିର

ଓ ସବିତା ଖଡିଆ ଙ୍କୁ ମାନପତ୍ର ଓ ଟ୍ରଫି ପ୍ରଦାନ କରି ପୁରସ୍କୃତ କରାଯାଇଥିଲା । ଏହି  କାର୍ଯ୍ୟକ୍ରମରେ ସ୍ୱର୍ଣ୍ଣପ୍ରଭା ନାୟକ, ଶାନ୍ତିଲତା ବିଶାଲ,ବାସନ୍ତୀ ମେହେର,ପିଙ୍କି ପ୍ରଧାନ କେଶବ ନାୟକ ତଥା ଅମ୍ବାଭୋନା ବ୍ଳକ୍ ର  ସମସ୍ତ ଅଙ୍ଗନବାଡ଼ି କର୍ମୀ ଓ କିଶୋରୀ ବାଳିକା ଯୋଗଦାନ କରିଥିଲେ । ଶେଷରେ ବ୍ଳକ୍ ସଂଯୋଜକ ସଂଘର ସତ୍ୟନାରାୟଣ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like