-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ "ମହକ ଓ ଉତ୍ସବ"- ଉଦଯାପିତ

04-Nov-2025



ବଲାଙ୍ଗୀର(ପ୍ରେରଣା ଖବର): ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ "ମହକ ଓ ଉତ୍ସବ"ର ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି।ପ୍ରଥମ ଦିନରେ ଉପଜିଲ୍ଲାପାଳ(ପ୍ରଶାସନ) ଡ . ବିଜୟାନନ୍ଦ ସେଠୀ ମଶାଲ ଶୋଭାଯାତ୍ରାର ଶୁଭ ଉଦ୍ଘାଟନ କରିଥିଲେ,ଏହାପରେ ଏକ ସଭାକୁ ଉଦ୍ଘାଟନ କରି ଥିଲେ ଜିଲ୍ଲାପାଳ ଗୌରବ ଶିବାଜି ଇସଲ ୱାର  ଶିଶୁ ମାନଙ୍କୁ  ଖେଳ,ଗୀତ,ନାଚ,ଡାନ୍ସ, ମାଧ୍ୟମରେ ନିଜର ପ୍ରତିଭା ମହକ ଓ ଉତ୍ସାହ ରେ ଉତ୍ସାହିତ କରିଥିଲେ।ପ୍ରଥମ ଦିନରେ ଦୌଡ଼,ଲମ୍ବା ଡିଆ, କେରମ୍,ଚେସ,ଫୁଟବଲ ପ୍ରତିଯୋଗିତା ଅନୁଷ୍ଟିତ ହୋଇଥିଲା।ଦ୍ଵିତୀୟ ଦିନରେ

ନାଚ, ଗୀତ, ବକୃତା, ଚିତ୍ରାଙ୍କନ, କୁଇଜ୍ ପ୍ରତିଯୋଗିତା ଆଦୃତ, ଗ୍ରାମ ମଙ୍ଗଳ ପାଠାଗାର,ପାର୍ବତୀ ଗିରି ବାଳ ନିକେତନ, ଗୁରୁକୁଳ ସପ୍ତଶ୍ରୀ ସେବାଶ୍ରମ ,ଉତ୍କଳ ବଳ ଶ୍ରମ ଶିଶୁ  ଗୃହ ଅନୁଷ୍ଠାନରୁ କନିଷ୍ଠ ଓ ବରିଷ୍ଟ ଦଳ ତରଫରୁ ପ୍ରତିଯୋଗିତା ଅନୁଷ୍ଟିତ ହୋଇଥିଲା  ।ଏହାପରେ ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା  ଅଧିକାରିଣୀ ଡ. ଅନୁପମା ପ୍ରଧାନଙ୍କ

ସଭାପତିତ୍ବରେ  ମୁଖ୍ୟ ଅତିଥି ଭାବେ (ରାଜସ୍ବ) ପବିତ୍ର କୁମାର୍ ବେହେରା,ଅତିଥି ଭାବେ ଚୁଡ଼ାପାଲି ଗୋଷ୍ଟି ସ୍ୱାସ୍ଥ୍ୟ ଅଧିକାରୀ ,ଶିଶୁ ମଙ୍ଗଳ ସମିତି ର ଅଧକ୍ଷା ଲାଇନ ବାବୁ ଉପସ୍ଥିତ ରହି ସମସ୍ତ ଶିଶୁ ମାନଙ୍କୁ ୨ ଦିନ ଧରି ଚାଲିଥିବା ଜିଲ୍ଲା ସ୍ତରରୁ ପ୍ରଥମ,ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା  ଶିଶୁ ମାନଙ୍କୁ  ଜିଲ୍ଲା ସ୍ତରରୁ  ସାର୍ଟିଫିକେଟ,ଟ୍ରଫି,ମେଡାଲ ପ୍ରଦାନ କରାଗଲା।ପରିଶେଷରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ର ଆଇନ୍ ପରିବିକ୍ଷକ ଅଧିକାରୀ ଦିଗମ୍ବର କର୍ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like