-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||     

HOME   ଜିଲ୍ଲା

ଗଣିଆ ରଘୁନାଥ ମନ୍ଦିରରେ ଦୀପଦାନ ଉତ୍ସବ ଅନୁଷ୍ଠିତ

04-Nov-2025



ଗଣିଆ(ବିଜୟ  ଲକ୍ଷ୍ମୀ ରାଉତ): କାର୍ତ୍ତିକ ମାସକୁ ଧର୍ମମାସ ବୋଲି ବିବେଚନା କରାଯାଏ । ଏହି ଅବସରରେ ପୁରପଲ୍ଲୀରେ ଥିବା ବିଭିନ୍ନ ମନ୍ଦିରରେ ପୂଜାର୍ଚ୍ଚନା, ଦୀପଦାନ, ସଂକୀର୍ତ୍ତନ, ନାମ ଯଜ୍ଞ ଆଦି ଅନୁଷ୍ଠିତ ହେଉଅଛି । ଗଣିଆରେ ଥିବା ରାମ ମନ୍ଦିର ପରିସରରେ କାର୍ତ୍ତିକ ମାସରେ ପ୍ରତ୍ୟକ ମଙ୍ଗଳବାର ଦୀପଦାନ ଉତ୍ସବ ପାଳିତ ହୋଇ ଆସୁଅଛି । ଆଜି ଶେଷ ମଙ୍ଗଳବାର ହୋଇଥିବାରୁ ଆଖପାଖର ପ୍ରାୟ ୨ ହଜାରରୁ ଅଧିକ ଭକ୍ତଙ୍କ ସମାଗମ ହୋଇଥିଲା । ସନ୍ଧ୍ୟାରେ ମହାଦୀପ ଉଠିବା ପରେ ହରିବୋଲ ହୁଳହୁଳିରେ କମ୍ପି ଉଠିଥିଲା ମନ୍ଦିର ପରିସର । ଖୋଳ କୀର୍ତ୍ତନ କରି ମାନସିକ ଧାରୀ ଭକ୍ତମାନେ ବେଢ଼ା ପରିକ୍ରମା କରିଥିଲେ । ଦିନ ତମାମ ଏଠାରେ ମହିଳା ସଂକୀର୍ତ୍ତନ ମଣ୍ଡଳୀ ସଂକୀର୍ତ୍ତନ ପରିବେଷଣ କରିଥିଲେ । ଆବାଳବୃଦ୍ଧବନିତା ଏହି ଦୀପଦାନ ଉତ୍ସବରେ ସାମିଲ ହୋଇ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଚରଣରେ ଭକ୍ତିପୂତ ଶ୍ରଦ୍ଧାଂଜଳି ଜ୍ଞାପନ କରିଥିଲେ । ଏତେ ସଂଖ୍ୟକ ଭକ୍ତ ଶାନ୍ତି ଶୃଙ୍ଖଳାର ସହିତ ପ୍ରଭୁଙ୍କୁ ଦର୍ଶନ କରିବା ସହିତ ପ୍ରସାଦ ସେବନ କରିଥିଲେ । ମନ୍ଦିର ପରିଚାଳନା କମିଟି ତଥା ଗ୍ରାମବାସୀଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରମ ଧୁମଧାମରେ ପାଳିତ ହୋଇଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026

You Might Also Like