-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||     

HOME   ଜିଲ୍ଲା

ବ୍ଳକ ସମ୍ମୁଖରେ ଧାରଣା ଦେଲେ ଗଣିଆ ପଞ୍ଚାୟତ ସମିତି ସଭ୍ୟ 

04-Nov-2025



ଗଣିଆ(ବିଜୟ ଲକ୍ଷ୍ମୀ ରାଉତ): ଗଣିଆ ପଞ୍ଚାୟତ ଅନ୍ତର୍ଗତ ତେଲିସାହି ୫ନ° ଓ୍ବାର୍ଡର ପଛପାଖ ଡ୍ରେନ ନିର୍ମାଣ ନିମନ୍ତେ ୨୦୨୪/୨୫ ଆର୍ଥିକ ବର୍ଷରେ ସିଏଫସି ପାଣ୍ଠିରୁ ୮୦ ହଜାର ଟଙ୍କା ମଞ୍ଜୁର ହୋଇଥିଲା । କିନ୍ତୁ ୫ନ° ଓ୍ବାର୍ଡରେ କାର୍ଯ୍ୟ ନହୋଇ ବିଲ୍ ପଇଠ କରାଯାଇଥିବା ସମିତି ସଭ୍ୟ ଅଭିଯୋଗ କରିଛନ୍ତିି । ଏପରିକି ଉକ୍ତ ବିଲ୍ ଫର୍ମରେ ୭୪ ହଜାର ୨୩୬ ଟଙ୍କା ବିଲ୍ ପଇଠ କରାଯାଇଥିବା ସେ ଅଭିଯୋଗ କରିଛନ୍ତିି । ଗତ ୨୮ ତାରିଖରେ ସେ ଜିଲ୍ଲାପାଳ, ଉପଜିଲ୍ଲାପାଳ, ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ,ଗଣିଆ ବିଡ଼ିଓଙ୍କୁ ଏ ସମ୍ପର୍କରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ପତ୍ରରେ ସେ ୫ନ° ଓ୍ବାର୍ଡ ଡ୍ରେନ କାର୍ଯ୍ୟର କାର୍ଯ୍ୟାଦେଶ ସହିତ ବିଲ୍ ଫର୍ମର ନକଲ, ବିଲରେ ବ୍ୟବହାର କରାଯାଇଥିବା ଫଟୋ ଆଦି ସଂଲଗ୍ନ କରିଛନ୍ତି । ଯଦି ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନଯାଏ ତେବେ ସେ ଧାରଣା ଦେବେ ବୋଲି ଅଭିଯୋଗରେ ଦର୍ଶାଇଥିଲେ । ତେବେ ଆଜି ୧୦ ଘଟିକା ସମୟରେ ସେ ବ୍ଳକ ସମ୍ମୁଖରେ ଧାରଣାରେ ବସି ରହିଛନ୍ତି । ଯଦି ଜଣେ ଲୋକପ୍ରତିନିଧି ଦେଇଥିବା ଅଭିଯୋଗର ତଦନ୍ତ ହୋଇପାରୁନାହିଁ ତେବେ ସାଧାରଣ ଲୋକଙ୍କ ସମସ୍ୟା କିଭଳି ସମାଧାନ ହେବ ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ଭେଟି ସେ ଅଭିଯୋଗ କରିଥିଲେ ମଧ୍ୟ କାହା ଚାପରେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ଚୁପ୍ ଅଛନ୍ତି ତାହା ଏବେ ଆଲୋଚନାର ବିଷୟ ପାଲଟିଛି ।  କାର୍ଯ୍ୟ ନହୋଇ,ଫଳକ ନିର୍ମାଣ ନହୋଇ କନିଷ୍ଠ ଯନ୍ତ୍ରୀ ଏବଂ ସହକାରୀ ଯନ୍ତ୍ରୀ କିଭଳି ବିଲ୍ ଫର୍ମରେ ୭୪ ହଜାର ୨୩୬ ଟଙ୍କାର ବିଲ୍ ପ୍ରସ୍ତୁତ କଲେ । ଜିଲ୍ଲାପାଳ କାହିଁକି ଉକ୍ତ ଘଟଣାରେ ଚୁପ୍ ରହିଛନ୍ତି ବୋଲି ସାଧାରଣରେ ଆଲୋଚନା ହେଉଛି । ତେବେ କାର୍ଯ୍ୟାନୁଷ୍ଠାନ ନହେବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ସମିତି ସଭ୍ୟ ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026

You Might Also Like