-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||     

HOME   ଜିଲ୍ଲା

ପବିତ୍ର ଧର୍ମ ମାସ କାର୍ତ୍ତିକ ପଞ୍ଚୁକରେ ସାଗୁନଭାଡି ଗ୍ରାମରେ ସତସଙ୍ଗ ଦର୍ଶନ କାର୍ଯ୍ୟକ୍ରମ

05-Nov-2025



  ଧନ ଅର୍ଜିଣ ଧର୍ମ କରି, ଧର୍ମେ ପ୍ରାପତ ନରହରି ।

ଏହି ଭାବରେ ଭାବବିହ୍ବଳ ସାଗୁନଭାଡି ଗ୍ରାମବାସୀ ଓ ବିଶ୍ବହିନ୍ଦୁ ପରିଷଦ ସଦସ୍ଯ ବୃନ୍ଦ। ବିଶ୍ବହିନ୍ଦୁ ପରିଷଦ ଆନୁକୁଲ୍ଯରେ ବିଭିନ୍ନ ଗ୍ରାମ ମାନଙ୍କରେ ସପ୍ତାହବ୍ଯାପି ସତସଙ୍ଗ ଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଗତ ଅକ୍ଟୋବର ୨୬ ତାରିଖ ଦିନ ଠାରୁ ସାରା ଭାରତରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ସେହିପରି ପବିତ୍ର ଧର୍ମମାସ କାର୍ତ୍ତିକ ପଞ୍ଚୁକରେ ନୂଆପଡା ଜିଲ୍ଲା, ସିନାପାଲି ବ୍ଲକ ଅନ୍ତର୍ଗତ ସାଗୁନଭାଡି ଗ୍ରାମର କାର୍ତ୍ତିକ ହବିଷିଆଳି ମାନଙ୍କ ନିମନ୍ତ୍ରଣରେ ବିଶ୍ବହିନ୍ଦୁ ପରିଷଦର କର୍ମକର୍ତ୍ତା ମାନଙ୍କ ଦ୍ବାରା ସତସଙ୍ଗ ଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ କାର୍ତ୍ତିକ ମାହାତ୍ମ୍ୟ, ଭାଗବତ କଥା, ନୀତିବାଣୀ ତଥା ଭଜନକୀର୍ତ୍ତନ ମାଧ୍ୟମରେ ଜନମାନସକୁ ଆଧ୍ଯାତ୍ମିକ ଚିନ୍ତାଧାରାରେ ଆପ୍ଯାୟିତ କରି , ପାଶ୍ଚାତ୍ଯ ସଭ୍ଯତା ଛାଡି ଦେବଭୂମି ଭାରତୀୟ ସଭ୍ଯତାରେ ଅନୁପ୍ରାଣିତ କରି ହିନ୍ଦୁତ୍ବକୁ ଚିରଞ୍ଜିବୀ କରିବା ମୂଳଲକ୍ଷ୍ୟ ଅଟେ । ଏହି କାର୍ଯ୍ୟକ୍ରମକୁ ବିଶ୍ବହିନ୍ଦୁ ପରିଷଦ ଓଡ଼ିଶା ପଶ୍ଚିମ ପ୍ରାନ୍ତ ସହ ସମ୍ପାଦକ ଶ୍ରୀଯୁକ୍ତ ମୋହନ ଚରଣ ଦାସ, ସିନାପାଲି ପ୍ରଖଣ୍ଡ ସତସଙ୍ଗ ପ୍ରମୁଖ ଭୀଷ୍ମରାଜ ମେହେରଙ୍କ ସମେତ ଦିବାକର ଖମାରୀ,କାର୍ତ୍ତିକ ସା, କିଶୋର କୁମାର ଧୀବର ,ମନୋଜ କୁମାର ଭୋଇ, ସୁଧନ୍ନା ଧୀବର, ସୋନୁ ଭୋଇ, ସରୋଜ ସିଂ ମିନା ,ମଧୁରୀ ମାଝୀ ଓ ପ୍ରଦ୍ଯୁମ୍ନ ମେହେର ସୁଗମ ସୁନ୍ଦର ମନୋରମ ଓ ହୃଦୟସ୍ପର୍ଶୀ କରିପାରିଥିଲେ। ଏହି ସତସଙ୍ଗ କାର୍ଯ୍ୟକ୍ରମରେ ସାଗୁନଭାଡି ଗ୍ରାମର ଶତାଧିକ ଭକ୍ତ ବିଳମ୍ବିତ ରାତ୍ରୀ ପର୍ଯ୍ଯନ୍ତ ଉପସ୍ଥିତ ରହି ଭଜନକୀର୍ତ୍ତନ ସହିତ ଭାଗବତ ରସାମୃତ ପାନ କରିଥିଳେ। ବିଭିନ୍ନ ଅଞ୍ଚଳରେ ଏଭଲି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାଦ୍ବାରା ସନାତନ ଧର୍ମର ପ୍ରଚାର ପ୍ରସାର ହେବା ସହିତ ଭାରତୀୟ ପରମ୍ପରା ଚିରଞ୍ଜିବି ହୋଇରହିବ। ଏହି ସତସଙ୍ଗ କାର୍ଯ୍ୟକ୍ରମକୁ ସୂଚାରୁ ରୁପରେ ଆଗେଇ ନେବାପାଇଁ  ସାଗୁନଭାଡି ଗ୍ରାମର ହବିଷିଆଳୀ ,  ସମସ୍ତ ଭକ୍ତବୃନ୍ଦ ତନ ମନ ଧନ ସହକାରେ ଯୋଗଦାନ କରିବା ସହିତ ଭାଗବତ ପ୍ରେମୀ ତଥା "ଆଁଚଳ  ଟେଣ୍ଟ ହାଉସ ସାଗୁନଭାଡି" ମାଲିକ ଶ୍ରୀଯୁକ୍ତ ବୃନ୍ଦାବନ ପାତ୍ର ଏହି କାର୍ଯ୍ୟକ୍ରମକୁ ମନୋରମ କରିବାପାଇଁ ମଞ୍ଚ, ସାଉଣ୍ଡ ଓ ଆଲୋକର ସୁବ୍ଯବସ୍ଥାକରି ଏହି କାର୍ଯ୍ୟକ୍ରମଟିକୁ ସାଫଲ୍ଯ ମଣ୍ଡିତ କରିଥିଲେ ।

(ନୂଆପଡା ଜିଲ୍ଲା ରୁ ପରମେଶ୍ୱର ମେହେର ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026

You Might Also Like