-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ଜିଲ୍ଲା

ପେନ୍ଥା କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବରଗଡ଼ ସାଂସଦ

05-Nov-2025



ପଦ୍ମପୁର: ବରଗଡ଼ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବରଗଡ ଓ ଝାରସୁଗୁଡା ଜିଲ୍ଲାର ପ୍ରାୟ ୫ ହଜାର ଚାଷୀ ଚଳିତ ବର୍ଷ ଖରିଫ ଧାନବିକ୍ରି ପାଇଁ ସେମାନଙ୍କ ନାମ ପଞ୍ଜୀକରଣ କରିପାରି ନାହାନ୍ତି। ଧାନବିକ୍ରି ପାଇଁ ଚିନ୍ତାରେ ଥିବା ଏହି ଚାଷୀମାନଙ୍କ ନାମ କିଭଳି ପଞ୍ଜୀକରଣ କରାଯାଇପାରିବ, ସେ ଦିଗରେ ବିହିତ ବ୍ୟବସ୍ଥା କରିବାକୁ ବରଗଡ଼ ସାଂସଦ ପ୍ରଦୀପ କୁମାର ପୁରୋହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପତ୍ର ଯୋଗେ ଅନୁରୋଧ କରିଛନ୍ତି। ସେହିଭଳି ନିକଟରେ 'ମୋନ୍ଥା' ବାତ୍ୟା ପ୍ରଭାବରେ ଏହି ଦୁଇ ଜିଲ୍ଲାର ଅନେକ ଚାଷୀଙ୍କ ଧାନ ଫସଲ କ୍ଷତିଗ୍ରସ୍ତ ହୋଇଥିବା ବେଳେ କ୍ଷୟକ୍ଷତି ଆକଳନ କରାଯାଇ ଚାଷୀଙ୍କୁ ସରକାରୀ ସ୍ତରରେ ଉପଯୁକ୍ତ କ୍ଷତିପୂରଣ ଯୋଗାଇ ଦେବାକୁ ମଧ୍ୟ ସାଂସଦ ଶ୍ରୀ ପୁରୋହିତ ପତ୍ର ମାଧ୍ୟମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କୁ ଅନୁରୋଧ କରିଛନ୍ତି। ଆଜି ସାଂସଦ ଏହି ମର୍ମରେ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଥିବା ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like