-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ପ୍ରସିଦ୍ଧ କେଲିଆ ଶୈବପୀଠ ସହ ଡାବୁଗାଁ ଅଂଚଳର ବିଭିନ୍ନ ମନ୍ଦିରରେ କାର୍ତ୍ତିକ ପୂର୍ଣ୍ଣିମା ପାଳନ

05-Nov-2025



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର,)
ଚଳିତ ବର୍ଷ ଡାବୁଗାଁ ରେ ଥିବା ପ୍ରସିଦ୍ଧ କେଲିଆ ଶୈବ ପୀଠ ଓ ମାଁ ପାର୍ବତୀ ଗୁମ୍ଫା ଠାରେ କାର୍ତ୍ତିକ ପୂର୍ଣ୍ଣିମା ପାଳନ ହଇଯାଇଛି। ଭୋର ସଖାଳୁ ଭକ୍ତ ମାନେ ନଦୀ, ପୋଖରୀରେ ଡ଼ଙ୍ଗା ଭସାଇବା ପରେ, ଭଗବାନଙ୍କ ଦର୍ଶନ ପାଇଁ ବାହାରିଥିଲେ। ସଖାଳ ୭ ଘଣ୍ଟା ସମୟରୁ ମନ୍ଦିରରେ ଗହଳି ଚହଲି ଲାଗିରହିଛି। କେଲିଆ ଶୈବପୀଠ ଠାରେ ୨୦ ହଜାରରୁ ଉର୍ଦ୍ଧ୍ଵ ଭକ୍ତଙ୍କ ସମାଗମ ହୋଇଥିବା ଦେଖି ବାକୁ ମିଳିଥିଲା। ମନ୍ଦିର ପରିଚାଳନା କମିଟି ତରଫରୁ ଭକ୍ତଙ୍କ ପାଇଁ ଅର୍ନଭୋଗର ଆୟୋଜନ କରାଯାଇଥିବା କେଲିଆ ମନ୍ଦିର ସମ୍ପାଦକ ଦେବରାଜ ପାତ୍ର ଏବଂ କୋଷାଧକ୍ଷ ଜି ସାଇ ରାଜୁ ସୂଚନା ଦେଇଛନ୍ତି। ପ୍ରତିବର୍ଷ ପରି ପୋଲିସ ପ୍ରଶାସନ ଓ ସ୍ଵାସ୍ଥ୍ୟ ବିଭାଗ ଓ ମନ୍ଦିର କମିଟି ତରଫରୁ ମେଳା ପରିଚାଳନା କରଯାଇଥିଲା। ଆଜି ଏହି ପବିତ୍ର ଅବସରରେ ଭଗବାନ ଙ୍କ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଭିଡ଼ ଲାଗିରହିଥିଲା।କେଲିଆ ଶୈବପୀଠର ପରିଚାଳନା କମିଟି ସଭାନେତ୍ରୀ ଗୀତମୁର୍ମୁ, ଉପସଭାନେତ୍ରୀ ବ୍ଲକ ଅଧକ୍ଷା ବୀଣା ମାଝୀ ସମ୍ପାଦକ ଦେବରାଜ ପାତ୍ର, କୋଷାଦକ୍ଷ ଜି ସାଇ ରାଜୁ,ପୂର୍ବତନ ସରପଞ୍ଚ ଧର୍ମାନନ୍ଦ ନାୟକ, ଭାଗିରଥି ମାଝୀ ପଦ୍ମ ଚରଣ ନାୟକ, ସପନ ମାଝୀ ଯୁଧେଷ୍ଟିର ପୂଜାରୀ ସହ କମିଟିର ସମସ୍ତ ସଦସ୍ୟମାନେ ଓ ଯୁବଗୋଷ୍ଠୀ ମାନଙ୍କ ସହଯୋଗରେ ସୁରୁଖୁରୁରେ କାର୍ତ୍ତିକ ପୂର୍ଣ୍ଣିମା ପାଳନ ହେଲା। ଆଜି ଏହି ଏହି ଅବସରେ ଉପସ୍ଥିତି ଥିଲା ସୁରେନ୍ଦ୍ର ମିଶ୍ର, ଗୁପ୍ତ ବିଷୟୀ, ପୂର୍ବତନ ବ୍ଲକ ଅଧକ୍ଷା ବଂଶୀଧର ମାଝୀ ସହ ଅନେକ ଜନପ୍ରତିନିଧି।ଆଜି ଏଭଳି ଆଜି ଡାବୁଗାଁ ସଦର ମହକୁମା ସ୍ଥିତଜଗନ୍ନାଥ ମନ୍ଦିର, ଶିବ ମନ୍ଦିର, ରାଧାକୃଷ୍ଣ ମନ୍ଦିର, ଚନ୍ଦନଧାରା, ଗର୍ଭରାଇ ସହ ବିଭିନ୍ନ ମନ୍ଦିର ରେ ସଖାଳ ଠାରୁ ଭକଙ୍କ ଭିଡ଼ ଦେଖିବା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like