-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||     

HOME   ଜିଲ୍ଲା

*କାର ଓ ପିକ୍‌ଅପ୍‌ ମୁହାଁମୁହିଁ: ଫରେଷ୍ଟରଙ୍କ ମୃତ୍ୟୁ*

05-Nov-2025



ପାପଡ଼ାହାଣ୍ଡି ( ପ୍ରିୟଦର୍ଶନୀ ପାତ୍ର)
ପାପଡ଼ାହାଣ୍ଡି ବ୍ଲକ ଡ଼େଙ୍ଗାଗୁଡ଼ା ଛକ ନିକଟ ଭାରତମାଳା ରାସ୍ତାରେ ଆଜି ଅପରାହ୍‌ଣରେ ଏକ ଛାତିଥରା ଦୁର୍ଘଟଣା ଘଟିଛି। କାର ଓ ପିକ୍‌ଅପ୍‌ ମୁହାଁମୁହିଁ ଧକ୍କାରେ ଜଣେ ଫରେଷ୍ଟରଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇ ଜଣ ଫରେଷ୍ଟର ଓ ପିକ୍‌ଅପ୍‌ ଡ୍ରାଇଭର ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଲୟରେ ଭର୍ତ୍ତି କରାଯାଇଛି।ନବରଙ୍ଗପୁର ଜିଲ୍ଲା ଝରିଗାଁ ରେଞ୍ଜର ଫରେଷ୍ଟର ଗୁପ୍ତ ପ୍ରସାଦ ମହାନ୍ତି ଓ ତନୁଜ କୁମାର ପରିଛା ଏବଂ ଉମରକୋଟ ରେଞ୍ଜର ଫରେଷ୍ଟର କାମାକ୍ଷ ପ୍ରସାଦ ସ୍ବାଇଁ ଏକ କାର (ଙଊ୨୪ଉ୧୯୫୦)ରେ ଉମରକୋଟରୁ ବାହାରି ଭାରତମାଳା ରାସ୍ତା ଦେଇ ଫରେଷ୍ଟର ତାଲିମ ସକାଶେ କନ୍ଧମାଳ ଜିଲ୍ଲା ଜି. ଉଦୟଗିରି ଯାଉଥିଲେ। ଭାରତମାଳା ରାସ୍ତା ଡ଼େଙ୍ଗାଗୁଡ଼ା ନିକଟରେ ସାମନାପଟୁ ଆସୁଥିବା ପିକ୍‌ଅପ୍‌ ଭ୍ୟାନ୍‌ ସହ ମୁହାଁମୁହାଁ ଧକ୍କା ହୋଇଥିଲା।

ଏଥିରେ ସମସ୍ତ ୪ ଜଣ ଗୁରୁତର ହୋଇଥିଲେ। ଗ୍ରାମବାସୀ ସମସ୍ତକୁ ଉଦ୍ଧାର କରିବା ସମୟରେ ଫରେଷ୍ଟର ଗୁପ୍ତ ପ୍ରସାଦ ମହାନ୍ତିଙ୍କ ମୃତ୍ୟୁ ଘଟିଥିଲା।
ଅନ୍ୟ ୩ଜଣ ଗୁରୁତରଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଲୟ ଠାରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଫରେଷ୍ଟର ତନୁଜ କୁମାର ପରିଚ୍ଛା ଓ କାମାକ୍ଷା ପ୍ରସାଦ ସ୍ୱାଇଁ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ରହିଥିବାରୁ ଦୁହିଁଙ୍କୁ ବିଶାଖାପାଟଣାର ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ପିକ୍‌ଅପ୍‌ ଡ୍ରାଇଭର ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଲୟ ଠାରେ ଚିକିତ୍ସିତତ ହେଉଛନ୍ତି। ମୃତ ଶରୀର ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ରହିଛି। ପାପଡାହାଣ୍ଡି ଓ କୋଡ଼ିଙ୍ଗା ପୁଲିସ ଘଟଣାସ୍ଥଳ ପହଁଚି ତଦନ୍ତ ଆରମ୍ଭ କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026

You Might Also Like