-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ଠାରେ ରାଜ୍ୟ ସ୍ତରୀୟ ନୌକାଚାଳନା ପ୍ରତିଯୋଗିତା* - ଓ *ବାଳକ ଭୋଜନ ସମାରୋହ*-

05-Nov-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସହରର ବଡ଼ବଜାର ତେନ୍ତୁଳିଘାଟ ଠାରେ ଭଗବତ ପାଠାଗାର ପକ୍ଷରୁ ୬୨ ତମ ବାଳକ ଭୋଜନ ସମାରୋହ ଓ  ରାଜ୍ୟ ସ୍ତରୀୟ ନୌକା ଚାଳନା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ ଯୋଗଦେଇ ଏଇ ରାଜ୍ୟ ସ୍ତରୀୟ ନୌକା ଚାଳନା ପ୍ରତିଯୋଗିତା କୁ ଶୁଭାରମ୍ଭ କରି ଥିଲେ l ଓ ମହାନଦୀ ର ପ୍ରାକୃତିକ ସୌନ୍ଦର୍ଯ୍ୟ ରେ ବିଭୋର ହୋଇ ଯାଇଥିଲେ l  ଏଇ ନୌବାଣିଜ୍ୟ ପରମ୍ପରାର ସହ ଯୋଡ଼ି ହୋଇଥିବା ଏ ଉତ୍ସବ କୁ ମା ଲଙ୍କେଶ୍ବରୀ ପୀଠ କୁ ପର୍ଯ୍ୟଟନ ସହ ଯୋଡିବାକୁ ଉଦ୍ୟମ ଜାରି ରଖିବାକୁ ପ୍ରତିଶୁତି ଦେଇଥିଲେ l ମଧ୍ୟାହ୍ନ ରେ ସାମୂହିକ ବାଳକ ଭୋଜନ ସମାରୋହ ରେ ଯୋଗ ଦେଇ ଛୋଟ ପିଲା ମାନଙ୍କୁ ନିଜେ ମିଠା ବାଣ୍ଟିଥିଲେ l ସମ୍ମାନିତ ଅତିଥି ଭାବେ ସୋନପୁର  ଏସ ଡି ପି ଓ ପ୍ରତାପ ଚନ୍ଦ୍ର ତ୍ରିପାଠୀ, ସମାଜ ସେବୀ ଶ୍ରୀବତ୍ସ ମଲ୍ଲିକ, ପ୍ରାକ୍ତନ ନଗର ପାଳ କଇରୁ ସ୍ବାଇଁ,  ଆୟୋଜକ କମିଟି ଉପଦେଷ୍ଟା ପୁରୁଷୋତ୍ତମ ପାଣିଗ୍ରାହୀ, ଯୁବ ସଂଗଠକ ଚକ୍ରାୟୁଧ ନାଏକ ଯୋଗ ଦେଇ ଆୟୋଜକ, ପ୍ରତିଯୋଗୀ , କଳାକାର ଓ ଦର୍ଶକ ଙ୍କୁ ଉତ୍ସାହିତ କରିଥିଲେ l ନୌକା ଚାଳନା ପ୍ରତିଯୋଗିତା ରେ  ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ସର୍ବମୋଟ ୮୦ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ
ଯାହାକି ଚାରି ରାଉଣ୍ଡ ରେ ପ୍ରଥମ ସିଲେକ୍ସନ୍ ରେ ୮ଟି ଟୃପ କୁ ଚୟନ କରାଯାଇଥିଲା l ଓ ସେଥିରୁ ଫାଇନାଲ ଟିମ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଥିଲା l

ଯେଉଁଥିରେ କି ଅଭିମନ୍ୟୁ ବେହେରା , ସୁରଜ୍ ତରିଆ ସୁବର୍ଣ୍ଣପୁର ଜିଲ୍ଲା ପ୍ରଥମ ବିଜେତା ଭାବେ , ବିକାଶ ଛତ୍ରିଆ ,ଆଲୋକ ତରିଆ  ଦ୍ଵିତୀୟ ବିଜେତା ଓ ଶରତ ମହାଲିଙ୍ଗ , ଅନଙ୍ଗ ତରିଆ କେଉଁଟି ପାଲି ସୁବର୍ଣ୍ଣପୁର ଜିଲ୍ଲା ତୃତୀୟ ବିଜେତା ଭାବରେ ଉନ୍ନିତ ହୋଇଥିଲେ l ପରେ ସମସ୍ତ ବିଜୟୀ ପ୍ରତିଯୋଗୀ ଙ୍କୁ ମୁଖ୍ୟ ଅତିଥି ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ବର୍ଧିତ କରିଥିଲେ। ଚନ୍ଦନ ଟ୍ରିଉଟରିଆଲ ର କଳାକାର ମାନଂକ ଦ୍ବାରା ଏକ ଚିତା କର୍ଷକ ନୃତ୍ୟ ପରିବେଷଣ କରାଯାଇଥିବା ବେଳେ କଳାକାର ଙ୍କୁ ଜିଲ୍ଲାପାଳ ଙ୍କ ଦ୍ଵାରା ସମ୍ବର୍ଦ୍ଧିତ କରା ଯାଇଥିଲା l ସଭା କୁ ସାମ୍ୱାଦିକ ମନୋରଞ୍ଜନ ତ୍ରୀପାଠୀ ସଂଯୋଜନା କରିଥିଲେ l ଭାଗବତ ମନ୍ଦିର ତେନ୍ତୁଳି ଘାଟ କମିଟି ସଭାପତି କୁନୁ ବେହେରା, ଉପ ସଭାପତି ମୁନା ବାରିକ୍, କୋଷାଧ୍ୟକ୍ଷ  ବୃଷଭ ବୁଡେକ୍, ସମ୍ପାଦକ ପବିତ୍ର ସାହୁ, ବୈଦ୍ୟ ନାଥ ସାହୁ, ହିମାଂଶୁ ନାଏକ, ଜଗନ୍ନାଥ ସାହୁ, ଚନ୍ଦନ ସେଠୀ, ଜିତେନ୍ଦ୍ର ନାଏକ, ହଳଧର ତରିଆ , ସତ୍ୟ ବାନ ନାଏକ ପ୍ରମୁଖ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l ଆଜିର ଏ ଉତ୍ସବ ରେ ହଜାର ହଜାର ଲୋକ ଙ୍କ ଭିଡ ଜମିଥିଲା l ରେଫେରି ସଞ୍ଜୟ କୁମାର ନୌକା ଚାଳନା ପ୍ରତିଯୋଗିତା କୁ ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026

You Might Also Like