-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||     

HOME   ଜିଲ୍ଲା

ସାଇଙ୍କିରେ ସଫଳତା ଆଣିଲେ ସଞ୍ଜୟ

06-Nov-2025



ବରୀ (ରଞ୍ଜିତ ମହାନ୍ତି): ସ୍ବର୍ଣ୍ଣ ପଦକ ହାସଲ କରିଥିବା ସଞ୍ଜୟ ଜେନା।ଓଡ଼ିଶା ସାଇକ୍ଲ ଆସୋସିଏଶନ ଦ୍ବାରା ସୁନ୍ଦରଗଡ଼ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ରୋଡ୍ ସାଇଙ୍କୁ ପ୍ରତିଯୋଗିତାରେ ବରୀ ବ୍ଲକ ଅଧୀନ ଗୋପବନ୍ଧୁ କଲେଜର ଯୁକ୍ତ ୩ ବିଜ୍ଞାନର ଦ୍ବିତୀୟ ବର୍ଷ ଛାତ୍ର ସଞ୍ଜୟ ଜେନା ସଫଳତା ହାସଲ କରିଛନ୍ତି। ସେ ଏଲିଟ କାଟେଗୋରୀର ମାସ ଟାଇମ ଟ୍ରାଏଲ୍ସରେ ପ୍ରଥମ ସ୍ଥାନ ଅଧିକାର କରି ସ୍ୱର୍ଣ୍ଣ ପଦକ ଏବଂ ବ୍ୟକ୍ତିଗତ ଟାଇମ ଟ୍ରାଏଲ୍ସରେ ତୃତୀୟ ସ୍ଥାନ ଅଧିକାର କରି ବ୍ରୋଞ୍ଜ ପଦକ ହାସଲ କରିଛନ୍ତି | ଏହାଦ୍ବାରା ସେ ଜାତୀୟସ୍ତରରେ ହେବାକୁ ଥିବା ସାଇଙ୍କୁ ଚାମ୍ପିୟନଶିପ ପାଇଁ ଓଡ଼ିଶା ତରଫରୁ ମନୋନୀତ ହୋଇଛନ୍ତି  ଜାତୀୟ
ପ୍ରତିଯୋଗିତା ଆସନ୍ତା ଡିସେମ୍ବର ପ୍ରଥମ ସପ୍ତାହରେ ସମ୍ବଲପୁରଠାରେ ଅନୁଷ୍ଠିତ ହେବ । ସଞ୍ଜୟ ହେଉଛନ୍ତି ୪ ସନାତନ ଜେନା ଏବଂ ଗୀତାଞ୍ଜଳି ଜେନାଙ୍କ ଏକମାତ୍ର ପୁତ୍ର । ସେ ଅଲିଆବାଦସ୍ଥିତ ସୋର୍ଟ ଆଣ୍ଡ ଆଡ୍‌ଭେଞ୍ଚର କ୍ଲବରେ କୋଚ ତରୁଣ ଦାସ ଏବଂ ବୁଦ୍ଧିଆ ସାରଙ୍କଠାରୁ ଟ୍ରେନିଂ ନେଉଥିଲେ। ତାଙ୍କର ଇଚ୍ଛା ଶକ୍ତି ଓ ଆଗ୍ରହ ଦେଖ୍  କୋଚ ତରୁଣଙ୍କ ସହଯୋଗରେ ସେ ରାଉରକେଲାକୁ  ଯାଇ ୩ମାସ ହେଲା କୋଚ ପର୍ଶୁରାମ ଚୌଧୁରୀଙ୍କଠାରୁ ଟ୍ରେନିଂ ନେଇଥିଲେ। ସେ ତାଙ୍କର ଏହି ସଫଳତା ପାଇଁ  ବାପାମା'ଙ୍କ ଆଶୀର୍ବାଦ ଏବଂ କୋଚ୍‌ଙ୍କ ମାର୍ଗଦର୍ଶନକୁ ଶ୍ରେୟ ଦେଇଛନ୍ତି । ସଞ୍ଜୟ ଆଗାମୀ ଦିନରେ ଆହୁରି ଭଲ ପ୍ରଦର୍ଶନ କରି ଜିଲା ଏବଂ ରାଜ୍ୟ ପାଇଁ ଗୌରବ ଆଣିବାକୁ ଆଶା ରଖୁଥ‌ିବା ପ୍ରକାଶ କରିଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026

You Might Also Like