-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||     

HOME   ଜିଲ୍ଲା

*ମାଡ୍ରାସି ସମ୍ପ୍ରଦାୟ ର ଗଙ୍ଗା ମାରୀ ବୁଢୀମା ଉତ୍ସବ ପାଳିତ*-

06-Nov-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ତିଥି ରେ ସୋନପୁର ବଡ ବଗିଚା ଠାରେ ତାମିଲ ଓ ମାଡ୍ରାସି ସମ୍ପ୍ରଦାୟ ର ମା ଗଙ୍ଗା ମାରୀ ବୁଢୀମା ଉତ୍ସବ ଓ ମା ଙ୍କ କଳସ ଶୋଭା ଯାତ୍ରା ମହା ସମାରୋହ ରେ ପାଳିତ ହୋଇ ଯାଇଛି l ଚତୁର୍ଦ୍ଦଶୀ ଓ ପୂର୍ଣିମା ଦୁଇ ଦିନ ଧରି ନାମ କୀର୍ତ୍ତନ ବିଭିନ୍ନ ଆଧ୍ୟାତ୍ମିକ କାର୍ଯ୍ଯ କ୍ରମ ଆୟୋଜନ କରା ଯାଇଥିବା ବେଳେ ପୂର୍ଣିମା ଦିନ ମହାନଦୀ ମା ଦଶମତୀ ଘାଟରେ ଗଙ୍ଗା ମା ଙ୍କୁ ପୂଜା ଅର୍ଚ୍ଚନା କରାଯାଇ ମହାନଦୀ ରୁ ବଡ ବଗିଚା ଯାଏ ଏକ ବିଶାଳ କଳସ ଶୋଭା ଯାତ୍ରା ସହର ପରିକ୍ରମା କରି ପହଞ୍ଚି ଥିଲା l ସ୍ୱର୍ଗୀୟ ରାଜା ତେୱାର ଏ ଉତ୍ସବ କୁ ୨୦୧୭ ମସିହା ରୁ ଆରମ୍ଭ କରି ଥିବା ବେଳେ ତାଙ୍କ ପତ୍ନୀ ଶାନ୍ତି ତେୱର୍ ଏବେ ଯାତ୍ରା ପରିଚାଳନା ରେ ମୁଖ୍ୟ ଭୂମିକା ଗ୍ରହଣ କରିଛନ୍ତି l ରାମୁ ତେୱର୍ ଓ କବିତା ତେୱର୍ ଙ୍କ ସମେତ ବଡ଼ ବଗିଚା ର ସମସ୍ତ ଲୋକେ ଏହି ଉତ୍ସବ ରେ ସହଯୋଗ କରିଥିଲେ l ଏଥିରେ ଆନ୍ଧ୍ର ପ୍ରଦେଶ, ମହାରାଷ୍ଟ୍ର, ଓ ଓଡ଼ିଶା ବ୍ରହ୍ମପୁର ଅଞ୍ଚଳ ର ଶହ ଶହ ତାମିଲ ସମ୍ପ୍ରଦାୟ ଲୋକେ ସାମିଲ ଥିବା ବେଳେ ଯାତ୍ରା କମିଟି ପକ୍ଷରୁ ସାମୂହିକ ପ୍ରସାଦ ସେବନ ର ବ୍ୟବସ୍ଥା କରା ଯାଇଥିଲା l ସ୍ବଚ୍ଛ ଭାରତ ସଙ୍ଗଠନ ଓ ଶ୍ରୀ ଗୋପାଲଜି ଯୋଗଳୟ ର ସମସ୍ତ ସଦସ୍ୟ ଏଥିରେ ସାମିଲ୍ ହେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026

You Might Also Like