-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||     

HOME   ଜିଲ୍ଲା

ନଅ ଗାଁ (କ) ରେ ପ୍ରଶାସନ ପକ୍ଷରୁ ଜବର୍ ଦଖଲ ଉଚ୍ଛେଦ

06-Nov-2025



ଆଗଲପୁର, (ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ନଅ ଗାଁ (କ) ଗ୍ରାମ  ର ବସଷ୍ଟାଣ୍ଡ ରୁ ଜଗନ୍ନାଥ ମନ୍ଦିର ଓ କଲେଜ ପର୍ଯ୍ୟନ୍ତ ରାସ୍ତା ଅଣଓସାରିଆ ଥିବାରୁ ଗ୍ରାମ ଲୋକ ତହସିଲ ଦାର୍ ଙ୍କୁ ଲିଖିତ ଅଭିଯୋଗ କରିଥିଲେ l ଏହି ଅଭିଯୋଗ ଅନୁଯାୟୀ ତଥା ସାଲେଭଟା, ଆଗଲପୁର , ଲାଉମୁଣ୍ଡ। , ନଅଗାଁ (କ) ପର୍ଯ୍ୟନ୍ତ ପିଡବ୍ଲୁ ଡି ରାସ୍ତା ନିର୍ମାଣ କରା ଯାଉଥିବା ସ୍ଥଳେ ଗ୍ରାମ ରାସ୍ତା ଓସାରିଆ ପାଇ ଆଜି ପ୍ରଶାସନ ଉପସ୍ଥିତି ରେ ଜେ ସି ବି ଲଗାଯାଇ ଘର , ବାରଣ୍ଡା ଭାଙ୍ଗିଯାଇ ଥିଲା l ଏହି ରାସ୍ତା ପ୍ରସ୍ତ ହେଲେ ଚାରିଚକିଆ ଓ ୨ ଚକିଆ ଯାନ  ଠିକ୍ ଭାବେ ଯାଇ ପାରିବ ବୋଲି ଗ୍ରାମବାସି ଙ୍କ ଠାରୁ ପ୍ରକାଶ l ଏହି ଉଚ୍ଛେଦ ପାଇଁ ତହସିଲ ପକ୍ଷରୁ 3 ମାସ ହେବ ନୋଟିସ ଦିଆଯାଇ ଥିଲା ତେଣୁ ଏହି ପରିପ୍ରେକ୍ଷୀରେ କେତେ ଲୋକ ନିଜ ସୁବିଧା ଦୃଷ୍ଟିରୁ ଭାଙ୍ଗିଥିବା ବେଳେ କେତେକ ଭାଙ୍ଗି ନ ଥିଲେ ତେଣୁ  ଆଗଲପୁର ତହସିଲଦାର ନବୀନ କିଶୋର ପାଢ଼ୀ ,ଆଗଲପୁର ଥାନା ଅଧିକାରୀ ବାସୁଦେବ ଭୋଇ ଓ ପୁଲିସ କର୍ମଚାରୀ , ଅଗ୍ନିସମ ବିଭାଗ ଅଧିକାରୀ ଲକ୍ଷ୍ମଣ ପଧାନ ଓ କର୍ମଚାରୀ , ଅତିରିକ୍ତ ତହସିଲଦାର ଫାଲଗୁନି ଶବର , ବିଦ୍ୟୁତ ବିଭାଗ କନିଷ୍ଠ ଯନ୍ତ୍ରୀ  ରମଣୀ କର୍ଣ୍ଣ, ସ।ଲେଭ ଟା ବିଦ୍ୟୁତ୍ ବିଭାଗ କନିଷ୍ଟ ଯନ୍ତ୍ରୀ ସନ୍ତୋଷ ସ୍ଵାଇ , ପ୍ରଶାନ୍ତ ସାହୁ  ଏବଂ ପି ଡ ବ୍ଲୁ ଡି ର ପ୍ରଜେକ୍ଟ ମ୍ୟାନେଜର ପ୍ରଦୀପ ନାୟକ , ଇଞ୍ଜିନିୟର ସୁଶିଲ ନାୟକ , କନିଷ୍ଠ ଯନ୍ତ୍ରୀ ଦୁର୍ଯୋଧନ କୁମ୍ଭାର , ଏସ ଡି ଓ ଉଦୟ ଚନ୍ଦନ ବେହେରା ତଥା ଗ୍ରାମ 7 ଟି ୱାର୍ଡ ର ଲୋକ ସହଯୋଗ କରିଥିଲେ । ଏହିପରି  ସାଲେଭଟା ରାଜସ୍ବ ନୀରିକ୍ଷକ ମନୋଜ ଗହିର , ଫ।ସଡ ଆର ଆଇ ସୁଶାନ୍ତ ପୁଟେଲ ,  ବେନ୍ଦ୍ର। ଆର ଆଇ ପ୍ରମୋଦ ମେହେର , ତହସିଲ କିରାଣୀ ମୁରଲୀଧର ସୁନା , ଛବି ଭୋଇ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026

You Might Also Like