-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||     

HOME   ଜିଲ୍ଲା

ଅନୁଦାନ ଆସିଛି, କନିଷ୍ଠ ଯନ୍ତ୍ରୀ ନଥିବାରୁ କାର୍ଯ୍ୟ ଠପ

06-Nov-2025



ବିନିକା(ହିମାଂଶୁ ଶେଖର ପୁଟେଲ)ସହରର ବିକାଶ ପାଇଁ ସରକାର ଯୋଜନା ଉପରେ ଯୋଜନା ତିଆରି କରୁଛନ୍ତି।ସେଥିପାଇଁ ପ୍ରଚୁର ପରିମାଣରେ ଅନୁଦାନ ଯୋଗାଇ ଦେଉଛନ୍ତି।ହେଲେ ଖୋଦ ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦରେ ସେହି ବିଭାଗର କନିଷ୍ଟ ଯନ୍ତ୍ରୀ ନଥିବାରୁ ଆସିଥିବା ଅନୁଦାନ ବିନିଯୋଗ ହୋଇ ନପାରି ପଡ଼ି ରହିଛି।ଫଳରେ ସହରବାସୀ ଙ୍କ ଠାରେ ଘୋର ଅସନ୍ତୋଷ ପ୍ରକାଶ ପାଇଛି।ସୂଚନା ଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜନାରେ କୁଆଡେ ବିନିକା ଏନଏସିକୁ ପ୍ରାୟ ୨କୋଟି ଟଙ୍କା ଆସିଛି। ହେଲେ କାର୍ଯ୍ୟ ତଦାରକ ପାଇଁ କନିଷ୍ଠ ଯନ୍ତ୍ରୀ ନଥିବାରୁ ଉକ୍ତ ଟଙ୍କା ପଡ଼ି ରହିଛି ।ସେହିପରି ଜୁନିଅର ଆସିଷ୍ଟାଣ୍ଟ ପଦ ଖାଲି ରହିଛି ।ଦୀର୍ଘ ଦେଢ଼ ବର୍ଷ ପରେ ଉଧାରରେ ରେଭେନ୍ୟୁ ବିଭାଗରୁ ଆସି ଜୁନିଅର ଆସିଷ୍ଟାଣ୍ଟ କାର୍ଯ୍ୟ ତୁଲାଉଛନ୍ତି। ତେଣୁ ଶୀଘ୍ର ବିନିକା ଏନଏସିର ଉନ୍ନୟନକାର୍ଯ୍ୟକୁ ତ୍ଵରାନିତ କରିବା ଦିଗରେ ଉଚ୍ଚ ବିଭାଗ କର୍ତୁପକ୍ଷ ପଦକ୍ଷେପ ନେବା ସହିତ ଖାଲିଥିବା ପଦବୀ ପୂରଣ କରିବାକୁ ଦାବୀ ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026

You Might Also Like