-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

ଆଦିବାସୀ ମହଳାମାନଙ୍କର ବିଜେପି ସରକାର ପ୍ରତି ଅସନ୍ତୋଷ; ଆଦିବାସୀ ଅଧିକାର ପାଇଁ ବିଜେଡି ହେବ ସ୍ୱର

07-Nov-2025



ନୂଆପଡା(ପରମେଶ୍ଵର ମେହେର): ନୂଆପଡା  ବ୍ଲକ ଭlଜିପଲା ଗାଁ ରେ ଆୟୋଜିତ ବିଶାଳ ଆଦିବାସୀ  ସଭାରେ ମିର୍ଧା, କୁଡା ଓ ସବର ଅନ୍ୟାନ୍ୟ ଆଦିବାସୀ ସମାଜର ସଦସ୍ୟମାନେ ବିଜେଡି ବିଧାୟକ ପ୍ରାର୍ଥୀ ଶ୍ରୀମତୀ ସ୍ନେହାଂଗିନୀ ଛୁରିଆଙ୍କ ପ୍ରତି ଦୃଢ଼ ସମର୍ଥନ ଘୋଷଣା କରିଛନ୍ତି। ଏହି ସଭାରେ ଆଦିବାସୀ ଙ୍କ ମଧ୍ୟରେ ବିଜେପି ସରକାର ପ୍ରତି ତୀବ୍ର ଅସନ୍ତୋଷ ଏବଂ ନିରାଶା ସ୍ପଷ୍ଟ ପ୍ରକାଶ ପାଇଥିଲା l
ରାଜ୍ୟସଭା ସାଂସଦ  ନିରଞ୍ଜନ ବିଶି ସଭାରେ ଆଲୋଚନା କରି ବିଜେପି ସରକାର ର ଆଦିବାସୀ ବିରୋଧୀ ନୀତି କୁ କଡା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ୧୬ ରେ ମାସ 

ବିଜେପି ସରକାର ବାର୍ଦ୍ଧକ୍ୟ ଭତ୍ତା ବୃଦ୍ଧି କରିବା ବଦଳ ରେ କମାଇଦେଇଛନ୍ତି, ଏବଂ ହଜାର ହଜାର ଯୋଗ୍ୟ ବୃଦ୍ଧ ପୁରୁଷ ଓ ମହିଳାଙ୍କୁ ନୂଆ ଭତ୍ତା ମଞ୍ଜୁର କରିନାହାନ୍ତି।
ସେ ଆହୁରି କହିଲେ ଯେ, ଆଦିବାସୀ ସଂସ୍କୃତି, ଭାଷା, ପରମ୍ପରା ଓ ଜୀବନଜୀବିକା ଶୈଳୀ ସୁରକ୍ଷା ଦେବା ପାଇଁ ସ୍ଥାପିତ  ସ୍ୱତନ୍ତ୍ର ଆଦିବାସୀ ଉନ୍ନୟନ ପରିଷଦ କୁ ବିଜେପି ସରକାର ବନ୍ଦ କରିଦେବା ଆଦିବାସୀ ସମାଜ ପାଇଁ ବହୁତ ବଡ଼ ଆଘାତ ଡବଲ ଧକା l

“ବିଜେପି ସରକାର ଆଦିବାସୀଙ୍କ ଅଧିକାର ଓ ସମ୍ମାନକୁ ଆଘାତ କରିଛି।  ଭତ୍ତା କାଟିବା  ଏସ ଡ଼ି ସି ବନ୍ଦ କରିବା, କୋଟା କାଟିବା, ଓ କଳ୍ୟାଣ ଯୋଜନା ବନ୍ଦ କରିବା, ଆଦିବାସୀ ସମାଜ ପାଇଁ ଘୋର ବିପଦଜନକ। ବିଜେପି କୁ ବିଶ୍ୱାସ ନାହିଁ l

ଏହି ସଭାରେ ସବର ସମାଜ ଅଧ୍ୟକ୍ଷ ଶ୍ରୀ ତେଜରାଜ ସବର ବିଜେପି ସରକାରଙ୍କ ଦ୍ୱାରା ଆଦିବାସୀ ଦଳିତ କଳ୍ୟାଣ ଯୋଜନା ବନ୍ଦ କରିଦେବାକୁ କଠୋର ଭାବରେ ନିନ୍ଦା

କରିଛନ୍ତି। ସେ କହିଛନ୍ତି ଯେ,  ଛାତ୍ରବୃତ୍ତି, ସଂସ୍କୃତି ସୁରକ୍ଷା, ଆଜୀବିକା ସହାୟତା ଓ ଯୁବ ସଶକ୍ତିକରଣ ଯୋଜନା ବନ୍ଦ ହେବାରୁ ଆଦିବାସୀ ପରିବାରମାନେ ବିପର୍ୟୟର ସମ୍ମୁଖୀନ ହେଉଛନ୍ତି l
 ସଭା ଶେଷରେ ଶ୍ରୀମତୀ ସ୍ନେହାଂଗିନୀ ଛୁରିଆ ଙ୍କୁ ଶଙ୍ଖ ଚି଼ହ୍ନ ରେ ଭୋଟ ଦେଇ ଜୋରଦାର ସମର୍ଥନ କରିବାକୁ ଘୋଷଣା ହେଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like