-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||     

HOME   ଜିଲ୍ଲା

୫୧ଟି ଭାରତୀୟ ଫ୍ଲାପ୍‌ ଶେଲ୍‌ କଇଁଛ ଜବତ ଓ ୨ବେପାରୀ ଗିରଫ

07-Nov-2025



କାଲିମେଳା(ସନ୍ତୋଷ କୁମାର ପଣ୍ଡା):ଭାରତୀୟ ଫ୍ଲାପ୍‌ ଶେଲ୍‌ କଇଁଛ ଅବୈଧ ପରିବହନ ସମ୍ପର୍କିତ ସୂଚନା ଆଧାରରେ, ମୋଟୁ ବନ ବିଭାଗ ଓ ରେଭେନ୍ୟୁ ବିଭାଗର ସଂଯୁକ୍ତ ଦଳ ଗଠନ କରାଯାଇଥିଲା। ସେହି ଦଳ ତୁରନ୍ତ କାର୍ଯ୍ୟରତ ହୋଇ କମାରଗୁଡା ଗ୍ରାମ ନଳାପୁଲ୍‌ ନିକଟରେ ଏକ ସନ୍ଦିଗ୍ଧ ମୋଟରସାଇକେଲ୍‌କୁ ଅଟକାଇଲେ।
ବିସ୍ତୃତ ପଛରିବା ପରେ ଜଣାପଡିଲା ଯେ ଅଭିଯୁକ୍ତମାନେ ଆନ୍ଧ୍ରପ୍ରଦେଶର ୱେମୁଲାରାଇ ନାମକ ସ୍ଥାନରୁ ଅଜଣା ବ୍ୟକ୍ତିଙ୍କଠାରୁ ବଞ୍ଚିତ ଫ୍ଲାପ୍‌ ଶେଲ୍‌ କଇଁଛ କିଣିଥିଲେ। ସେମାନେ ନୌକା ଯୋଗେ ଓଡ଼ିଶା ସୀମା ଅତିକ୍ରମ କରି କୁରସନପଲ୍ଲି ଘାଟ ପାର ହୋଇ (ଓଡ଼ିଶା) କମାରଗୁଡା ଦେଇ ଆସୁଥିଲେ ଏବଂ ଏହି କଇଁଛ ଗୁଡିକୁ ବ୍ୟବସାୟ  ଉଦ୍ଦେଶ୍ୟରେ ସେଗୁଡ଼ିକୁ ଆଣୁଥିଲେ। ସେମାନେ ରାତି ସମୟରେ କଇଁଛ ଗୁଡ଼ିକୁ ଏମ୍. ପି. ଭି-୪୭ ଗ୍ରାମ ପର୍ଯ୍ୟନ୍ତ ଅବୈଧଭାବେ ପରିବହନ କରିବା ପ୍ରସ୍ତୁତି କରିଥିଲେ l ଘାଟ ଅଞ୍ଚଳକୁ ପହଞ୍ଚି, ସେମାନେ ଦୁଇଟି ଗନି ବାଗ୍‌ (ବୋରି) ଭରିଥିବା କଇଁଛକୁ ମୋଟରସାଇକେଲ୍‌ ଉପରେ ଲୋଡ୍‌ କରି ଏମ୍.ପି.ଭି-୪୭ ଗ୍ରାମକୁ ଯାଉଥିଲେ।ଘଟଣାସ୍ଥଳରୁ ୫୧ଟି ଜୀବିତ ଭାରତୀୟ ଫ୍ଲାପ୍‌ ଶେଲ୍‌ କଇଁଛ ଜବତ କରାଯାଇଥିଲା। ତଦନ୍ତ ପରେ ଗୋଟିଏ ମଟରସାଇକେଲ ଓ ମୋବାଇଲ ଏବଂ ପ୍ରାୟ ୧୬୦ କିଲୋଗ୍ରାମ ଓଜନର ୨ଟି ଗନି ବାଗ୍‌ ଭରା କଇଁଛ ଜବତ କରାଯାଇଛି l
ଅଭିଯୁକ୍ତ ଦୁଇଜଣଙ୍କୁ ବନ୍ୟପ୍ରାଣୀ ସୁରକ୍ଷା ଅଧିନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ଗିରଫ କରାଯାଇ ମାନ୍ୟବର JMFC-79 ନ୍ୟାୟାଳୟକୁ ପଠାଯାଇଥିବା ବେଳେ ନ୍ୟାୟାଳୟ ଅଭିଯୁକ୍ତମାନଙ୍କ ଜାମିନ ଆବେଦନକୁ ଖାରଜ କରିଛନ୍ତି ଏବଂ ସେମାନେ ବର୍ତ୍ତମାନ କୋର୍ଟ ଚାଲାଣ କରାଯାଇଛି ।ଅଭିଯୁକ୍ତ ୨ଜଣ ହେଲେ ଏମ୍.ପି.ଭି-୪୭ ଗ୍ରାମର ସୁରଜ ମଣ୍ଡଳ ଓ ଅନ୍ୟ ଜଣେ ହେଲା ଏମ୍. ଭି-୮୧ଗ୍ରାମର ଜୟନ୍ତ ବାଛାଡ଼ ଏହି ୨ଅଭିଯୁକ୍ତ କୁ ଗିରଫ କରିବା ସହ କୋର୍ଟ ଚାଲାଣ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026
  ଜିଲ୍ଲା  
ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   11-Aug-2026
  ଜିଲ୍ଲା  
ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   11-Aug-2026
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା   11-Aug-2026

You Might Also Like