-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

*ନବ ଭାରତ ସାକ୍ଷରତା କାର୍ଯ୍ଯ କ୍ରମ*- *ପ୍ରଥମ ପର୍ଯ୍ୟାୟ ରେ ପରୀକ୍ଷା ଦେଲେ ୩୫ ହଜାର ପରୀକ୍ଷାର୍ଥୀ*-

07-Nov-2025



(ମନୋରଞ୍ଜନ ତ୍ରିପାଠୀ)
ନବ ଭାରତ ସାକ୍ଷରତା କାର୍ଯ୍ଯ କ୍ରମ (ଏନ ଆଇ ଏଲ ପି) ଅନ୍ତର୍ଗତ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ମୂଲ୍ୟାୟନ ପରୀକ୍ଷା (ଏଫ୍ ଏଲ ଏନ ଟି)  ବଲାଂଗୀର ଜିଲ୍ଲାର ପ୍ରାୟ ୨୦୦୦ ହଜାର କେନ୍ଦ୍ର ରେ ଅନୁଷ୍ଟିତ ହୋଇ ଯାଇଛି l ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୀପ କୁମାର ନାଗ, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ସୁଶ୍ରୀ ରିନା କୁମାରୀ ବେହେରା ଙ୍କ ପ୍ରତ୍ୟକ୍ଷ ତତ୍ୱା ବଧାନ ରେ ସମସ୍ତ ବ୍ଲକ୍ ଶିକ୍ଷା ଅଧିକାରୀ , ବି ଆର ସି ସି, ପ୍ରଧାନ ଶିକ୍ଷକ ଙ୍କ ସହଯୋଗ ରେ ଏହି ଅଭିଯାନ ସଫଳ ହୋଇ ଥିଲା l କେନ୍ଦ୍ର ସରକାର ଙ୍କ ଦ୍ବାରା ପ୍ରାୟୋଜିତ ଏହି ନବ ଭାରତ ସାକ୍ଷରତା କାର୍ଯ୍ଯ କ୍ରମ ବୟସ୍କ ନିରକ୍ଷର ଲୋକ ଙ୍କୁ ସାକ୍ଷର କରିବା ହେଉଛି ଏହାର ମୂଳ ଲକ୍ଷ୍ୟ l ସ୍କୁଲ ଶିକ୍ଷକ ଓ ସ୍ବେଛାସେବୀ ଶିକ୍ଷକ ମାନଙ୍କ ଉଦ୍ୟମ ରେ ଜିଲ୍ଲା ରେ ଘର ଘର ବୁଲି ନିରକ୍ଷର ଲୋକ ଙ୍କୁ ସାକ୍ଷର କରିବା ପାଇଁ ଏ ଅଭିଜାନ ଜାରି ରହିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like