-+91-9937148622 |

prerana_bgr@rediffmail.com |

  Wednesday 12th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   (12-Aug-2026)       ||      ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   (12-Aug-2026)       ||      ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   (12-Aug-2026)       ||      ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   (11-Aug-2026)       ||      ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   (11-Aug-2026)       ||      ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା    (11-Aug-2026)       ||      ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ    (11-Aug-2026)       ||      ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   (11-Aug-2026)       ||      ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   (11-Aug-2026)       ||      ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   (11-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   (11-Aug-2026)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (11-Aug-2026)       ||      ଲିଟିସର୍ଗି ପଞ୍ଚାୟତରେ ଗାଁ ରେ ପ୍ରଶାସନ କାର୍ଯ୍ୟକ୍ରମ   (11-Aug-2026)       ||      ସିନ୍ଧେକେଲାରେ ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନମେଳା   (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା    (11-Aug-2026)       ||      ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||     

HOME   ଜିଲ୍ଲା

*ଜିଲ୍ଲାପାଳଙ୍କ ହଠାତ୍ ବିନିକା ତହସିଲ ପରିଦର୍ଶନ;କନିଷ୍ଠ ସହାୟକ ନିଲମ୍ବନ*

07-Nov-2025



ସୁବର୍ଣ୍ଣପୁର, ( ମନୋରଞ୍ଜନ  ତ୍ରିପାଠୀ ) ସୁବର୍ଣ୍ଣପୁରରେ ନୂତନ ଜିଲ୍ଲାପାଳ ଭାବରେ ଡ.ନୃପରାଜ ସାହୁ ଯୋଗ ଦେବା ପରେ ଆସ୍ତେ ଆସ୍ତେ ଚଳଚଞ୍ଚଳ ହୋଇ ଉଠୁଛି ସମସ୍ତ ସରକାରୀ କାର୍ଯ୍ୟାଳୟ । ଜିଲ୍ଲାପାଳ ବିଭିନ୍ନ ସରକାରୀ କାର୍ଯ୍ୟାଳୟ ଗସ୍ତ କରି ଠିକ୍ ଢଙ୍ଗରେ କାର୍ଯ୍ୟ ହେଉ ନ ଥିବାରୁ ଅସନ୍ତୋଷ ପ୍ରକାଶ କରିବା ସହ କିଛି କର୍ମଚାରୀ ଙ୍କୁ ନିଲମ୍ବିତ କରିଥିବାର ନଜିର ରହିଛି । ସେହିପରି ଆଜି ବିନିକା ତହସିଲ କାର୍ଯ୍ୟାଳୟ ପରିଦର୍ଶନ ବେଳେ କାର୍ଯ୍ୟରେ ଅବହେଳା ପାଇଁ କାର୍ଯ୍ୟରତ କନିଷ୍ଠ ସହାୟକ କୃଷ୍ଣଚନ୍ଦ୍ର ପଣ୍ଡାଙ୍କୁ ନିଲମ୍ବନ କରିଛନ୍ତି । କନିଷ୍ଠ ସହାୟକ ଶ୍ରୀ ପଣ୍ଡା କାର୍ଯ୍ୟରେ ଅବହେଳା ସହ ସୂଚନା ଅଧୁକାର ଆଇନ ସମ୍ପର୍କିତ ରେଜିଷ୍ଟର ପରିଚାଳନା କରି ନ ଥିବାରୁ ତାଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ପ୍ରକାଶ ଯେ, ଆଜି ଜିଲ୍ଲାପାଳ ହଠାତ୍ ସହସିଲ କାର୍ଯ୍ୟାଳୟରେ ପହଞ୍ଚି ସମସ୍ତ ବିଭାଗ ଗୁଡ଼ିକୁ ବୁଲି ଦେଖିଥିଲେ । ପରିସ୍ରା ଗାର ନ ଥିବାରୁ ଆସୁଥିବା ମହିଳା ଓ ପୁରୁଷ ମାନେ ବାହାରେ ପରିସ୍ରା କରୁଥିବାରୁ ଓ ସମସ୍ତ ବିଭାଗ ଅପରିଷ୍କାର ଥିବାରୁ ଜିଲ୍ଲାପାଳ କର୍ମଚାରୀଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ କରିବା ସହ ତାଗିଦ୍ କରିଥିଲେ । ପରେ କନିଷ୍ଠ ସହାୟକ ଶ୍ରୀ ପଣ୍ଡାଙ୍କୁ ତାଙ୍କ କାର୍ଯ୍ୟ ବିଷୟରେ ପଚାରିବା ସହ ଆରଟିଆଇର ରେଜିଷ୍ଟର ଦେଖାଇବାକୁ କହିଥିବା ବେଳେ  ସେ କିନ୍ତୁ ଦେଖାଇ ପାରି ନଥିଲେ । ଫଳରେ ଜିଲ୍ଲାପାଳ ଅସନ୍ତୋଷ ପ୍ରକାଶ କରିଥିଲେ ।  ସେଠାରେ ଉପସ୍ଥିତ ଥିବା ଆଇନଜୀବୀ ସୁଧାଂଶୁ ଶେଖର ଦାଶ ରେକର୍ଡ ଗୃହରେ ସାର୍ଟିଫାଏ କପି ଦେବାରେ ବହୁ ବିଳମ୍ବ ହେଉଥିବା ନେଇ ଜିଲ୍ଲାପାଳଙ୍କୁ ଅଭିଯୋଗ କରିଥିବା ବେଳେ ଜିଲ୍ଲାପାଳ କର୍ମଚାରୀଙ୍କୁ ସାର୍ଟିଫାଏ କପି ଶୀଘ୍ର ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଜିଲ୍ଲାପାଳ ବିଭିନ୍ନ ସମୟରେ ସରକାରୀ କାର୍ଯ୍ୟାଳୟ ଗୁଡ଼ିକୁ ଅଚାନକ ପରିଦର୍ଶନ କରୁଥିବାରୁ କର୍ମଚାରୀମାନଙ୍କ ଭିତରେ ଛନକା ପଶିଥିବା ବେଳେ ବୁଦ୍ଧିଜିବୀ ମହଲରେ ଏହାକୁ ସ୍ବାଗତ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ନବ ନିଯୁକ୍ତ ଶିକ୍ଷକ ଆର୍ତ୍ତତ୍ରାଣଙ୍କୁ ସ୍କୁଲ ତରଫରୁ ସମ୍ବର୍ଦ୍ଧନା   12-Aug-2026
  ଜିଲ୍ଲା  
ଇନୋଭେସନ ଓ ଷ୍ଟାର୍ଟଅପ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ   12-Aug-2026
  ଜିଲ୍ଲା  
ସ୍ୱର୍ଗତ ବଳରାମ ବାଗ ଙ୍କ ଅମର ଆତ୍ମାର ସତ୍ ଗତି ପାଇଁ ଶୋକସଭା ଅନୁଷ୍ଠିତ   12-Aug-2026
  ଜିଲ୍ଲା  
ଖରିଆର ରୋଡରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ   11-Aug-2026
  ଜିଲ୍ଲା  
ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବରେ ୫୨ ୟୁନିଟ ରକ୍ତ ସଂଗ୍ରହ   11-Aug-2026
  ଜିଲ୍ଲା  
ଶ୍ରାବଣୀ ଯାତ୍ରାରେ ଜଳାଭିଷେକ କରିବା ପାଇଁ ୨୦ ଜଣ କାଉଡିଆ ଙ୍କ ଦେବଗିରି ଶୈବପୀଠକୁ ପଦଯାତ୍ରା   11-Aug-2026
  ଜିଲ୍ଲା  
ମଧ୍ୟପୁର ପଞ୍ଚାୟତରେ ଆବାସ ନାଁ ରେ ଟଙ୍କା ଆଦାୟ   11-Aug-2026
  ଜିଲ୍ଲା  
ତୁଷରା ଶାଖା ଗସ୍ତରେ ପହଞ୍ଚିଲେ ୟୁପିଏମଏସ୍‌ର ପ୍ରାନ୍ତୀୟ ଓ ଜୋନାଲ ପଦାଧିକାରୀ   11-Aug-2026
  ଜିଲ୍ଲା  
ଲୋଇସିଂହାରେ ବିଶ୍ଵ ଆଦିବାସୀ ଦିବସ ପାଳିତ, ସମାଜ ର ଏକତା ହେଲେ ଆଦିବାସୀ ଙ୍କ ବିକାଶ ହେବ   11-Aug-2026
  ଜିଲ୍ଲା  
ପଲ୍ଲୀ ବିକାଶର ୨୬ତମ ପ୍ରତିଷ୍ଠା ଦିବସ ପାଳିତ ଚାଷୀ ଓ ମହିଳାଙ୍କ ସଶକ୍ତିକରଣ ସହ ସାମାଜିକ ଓ ଆର୍ଥିକ ବିକାଶ ପାଇଁ ଏକତ୍ରିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ   11-Aug-2026
  ଜିଲ୍ଲା  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ଦ୍ୱିତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ   11-Aug-2026
  ଜିଲ୍ଲା  
ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   11-Aug-2026

You Might Also Like