-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||     

HOME   ଜିଲ୍ଲା

*ଅଟୋ ବାଇକ ମୁହାଁ ମୁହିଁ ଧକ୍କା ଜଣେ ଆହତ , ୨ ଗୁରୁତ୍ୱର*

07-Nov-2025



(ପ୍ରିୟଦର୍ଶିନୀ ପାତ୍ର,)
  ନବରଙ୍ଗପୁରଜ଼ିଲ୍ଲା ଡାବୁଗାଁ ବ୍ଲକ ସଦରମହକୂମା  ଜଗନ୍ନାଥ ଗୁଡା ନିକଟରେ  ଅଟୋ ଓ ବାଇକ ମୁହାଁ ମୁହିଁ ଧକ୍କା ହେବା ଫଳରେ ଜଣେ ଆହତ ଓ ୨ ଜଣେ ଗୁରୁତର ହୋଉଛନ୍ତି। ସୂଚନାଯୋଗ୍ୟ :- ବାଇଗାଁ ଗ୍ରମର ଲାଇବନ୍ କଲାର (୨୨) ଓ ଇଶ୍ଵର କଲାର (୩୫) ବାଇକ ନଂ ଓ ଡି ୨୪ଏମ ୪୪୬୨ ଯୋଗେ ବାଇଗାଁ ଠାରୁ ଡାବୁଗାଁ ଆସୁଥିବା ସମୟରେ  ବିପରୀତ ଦିଗରୁ ଏକ ଅଟୋ ନଂ ଓଡି ୨୪ ୯୮୫୦ ଉମରାହାଣ୍ଡି ଯାଇଥିବା ସମୟରେ  ମୁହାଁ ମୁହିଁ ଧକ୍କା ହୋଇଥିଲେ । ଫଳରେ ଲାଇବନ ଓ ଇଶ୍ଵର ଛିଟିକି ପଡ଼ିଥିଲେ । ଘଟଣା ସ୍ଥଳରେ ଡାବୁଗାଁ ଦମକଳ ବାହିନୀ ଙ୍କ ସହଯୋଗରେ ୩ ଜଣଙ୍କୁ  ଡାବୁଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କୁ ଅଣାଯାଇଥିଲା।  ସେଠାରେ ଉଭୟ ଲାଇବନ ଓ ଇଶ୍ଵର ଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତରିତ କରାଯାଇଛି । ଘଟଣା ସ୍ଥଳରେ ଡାବୁଗାଁ ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି ।ପୋଲିସ ର ତଦନ୍ତ ପରେ ପ୍ରକୃତ ଘଟଣାଟି ଜଣାପଡିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଲ୍ ହେଲା ବେଆଇନ ବାଲି ଘାଟ   28-Apr-2026
  ଜିଲ୍ଲା  
ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   28-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026

You Might Also Like