-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

*ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ବ୍ଲକ ସ୍ତରୀୟ ସ୍ନାତକ ଶ୍ରେଣୀ ଛାତ୍ର ଛାତ୍ରୀଙ୍କ ସାଇବର ସଚେତନତା ଉପରେ ପ୍ରତିଯୋଗିତା ମୂଳକ କାର୍ଯ୍ୟକ୍ରମ*

07-Nov-2025



ବରପାଲି (ସୁଦାମ ଦୀପ)
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ସାଇବର ସଚେତନତା କାର୍ଯ୍ୟକ୍ରମ ସହ ବ୍ଲକ ସ୍ତରୀୟ ସ୍ନାତକ ଶ୍ରେଣୀ ଛାତ୍ର ଛାତ୍ରୀଙ୍କ  ସାଇବର ସୁରକ୍ଷା ସଚେତନତା ଉପରେ ପ୍ରତିଯୋଗିତା ମୂଳକ କାର୍ଯ୍ୟକ୍ରମ ମହାବିଦ୍ୟାଳୟର ଅଧ୍ୟକ୍ଷା ପଦ୍ମିନୀ ଦାଶଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଯାଇଅଛି।ବିତର୍କ ଓ  କୁଇଜ ପ୍ରତିଯୋଗିତାରେ କଟାପାଲି +୩ ମହାବିଦ୍ୟାଳୟର ଛାତ୍ର ସ୍ପନ୍ଦନ ମିଶ୍ର ଓଡ଼ିଆ ବିତର୍କରେ 
ପ୍ରଥମ ହୋଇଥିବା ବେଲେ,ଦ୍ବିତୀୟ ସ୍ଥାନ ଅଧିକାର କରିଥିଲେ ବରପାଲି ମହାବିଦ୍ୟାଳୟର ଛାତ୍ର ଶ୍ରିମନ୍ତ ନାରାୟଣ ତ୍ରୀପାଠୀ ଓ ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟର ଛାତ୍ରୀ ଗୀତାଞ୍ଜଳି ଦାଶ ଇଂରାଜୀରେ ପ୍ରଥମ ବରପାଲି ମହାବିଦ୍ୟାଳୟର ଛାତ୍ର ନିତ୍ୟମ ପରିଡ଼ା ଓ ଦ୍ବିତୀୟ ସ୍ଥାନ ଅଧିକାର କରିଥିଲେ ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟର ଛାତ୍ରୀ ମୁଷ୍କନ୍ ନାଗ ଏବଂ କୁଇଜ୍ ପ୍ରତିଯୋଗିତାରେ ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟର ଛାତ୍ରୀ ଯାଜ୍ଞସେନୀ ମହାକୁର ପ୍ରଥମ ସ୍ଥାନ ଓ ଦ୍ବିତୀୟ ସ୍ଥାନ ନନ୍ଦିନୀ ଗହୀର ଅଧିକାର
କରିଥିଲେ ।ବିଚାରକ ଭାବେ  ହିନ୍ଦୀ ଅଧ୍ୟାପିକା ଜ୍ୟୋତି ସାହୁ,ଇଂରାଜୀ ଅଧ୍ୟାପିକା ପାରିଣୀତା ପଧାନ ଓ ଶିକ୍ଷା ବିଭାଗର ଅଧ୍ୟାପିକା ମନିଷା ଭୋଇ ପରେ ପରେ  ହିନ୍ଦୀ ବିଭାଗର ମୁଖ୍ୟ ଜ୍ୟୋତି ସାହୁଙ୍କ ପରିଚାଳନା ସଭାରେ  ଅଧ୍ୟକ୍ଷା ପଦ୍ମିନୀ ଦାସଙ୍କ ସଭାପତିତ୍ବରେ ସଚେତନତା ମୂଳକ ସଭା ଅନୁଷ୍ଠିତ ହେବା ସହ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା।ସଭାରେ ମୁଖ୍ୟ ଅତିଥି ଭାବେ ବ୍ଲକ ଶିକ୍ଷା ଅଧିକାରୀ ମୁକୁନ୍ଦ ମାହାରଙ୍କ ସମେତ ତାଙ୍କ ସଯୋଗୀ ମହାବିଦ୍ୟାଳୟକୁ ଆସି ଛାତ୍ର ଛାତ୍ରୀ ମାନଙ୍କୁ *ସାଇବର ସଚେତନତା ଓ ସତର୍କତାହିଁ* ସାଇବର ଅପରାଧକୁ ରୋକାଯାଇପାରିବ ବୋଲି କହିଥିଲେ। ଆଗାମୀ ଦିନରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ର ଛାତ୍ରୀ ମାନେ ଜିଲ୍ଲା ସ୍ତରରେ ଭାଗ ନେବେ ବୋଲି ମୁଖ୍ୟ ଅତିଥି ଅଭିବ୍ୟକ୍ତି ପ୍ରଦାନ କରିଥିଲେ।ମହାବିଦ୍ୟାଳୟର ପ୍ରତିଷ୍ଠାତା ଅନ୍ତର୍ଯ୍ୟାମୀ ପଣ୍ଡାଙ୍କ ସମେତ ସମସ୍ତ ଅଧ୍ୟାପକ ଅଧ୍ୟାପିକା ସହକର୍ମୀବୃନ୍ଦ ଓ ଛାତ୍ରୀ ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like