-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

*ହକି ଇଣ୍ଡିଆର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସୁବର୍ଣ୍ଣପୁର ଜିଲ୍ଲା ରେ ବନ୍ଧୁତ୍ୱ ପୂର୍ଣ୍ଣ ହକି ମ୍ୟାଚ୍ ଅନୁଷ୍ଟିତ*-

07-Nov-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)             
ସୁବର୍ଣ୍ଣପୁର ଜିଲ୍ଲାର ଉଲୁଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ସିଂଢ଼ୋଲ୍ ଗ୍ରାମ ପଞ୍ଚାୟତର ଦକ୍ଷିଣପାଲି ଠାରେ ହକି ଇଣ୍ଡିଆର ୧୦୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଉଭୟ ପୁରୁଷ ଓ ମହିଳା ହକି ଦଳ ମାନଙ୍କ ମଧ୍ୟରେ ବନ୍ଧୁତ୍ବପୂର୍ଣ୍ଣ ହକି ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା । ଏହି ବନ୍ଧୁତ୍ବପୂର୍ଣ୍ଣ ହକି ମ୍ୟାଚ୍ କୁ   ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼. ନୃପରାଜ ସାହୁ, ଓ ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ଶ୍ରୀମତି ଅଞଳିନା ପ୍ରଧାନ ଶୁଭାରମ୍ଭ କରିଥିଲେ। ହକି ଇଣ୍ଡିଆର ୧୦୦ ବର୍ଷ ପୂର୍ତ୍ତି  ଅବସରରେ ସୁବର୍ଣ୍ଣପୁର ଜିଲ୍ଲାରେ ଆମ ଦେଶର ଜାତୀୟ ଖେଳ ହକିର ବିକାଶ ଓ ଉନ୍ନତି ପାଇଁ ପଦକ୍ଷେପ ନିଆଯିବ ବୋଲି ଜିଲ୍ଲାପାଳ ମତବ୍ୟକ୍ତ କରିଥିଲେ। ସୁବର୍ଣ୍ଣପୁର ଜିଲ୍ଲାର ଏହି ଛୋଟ ଗାଁ ଦକ୍ଷିଣପାଲି ଏବଂ ଅଞ୍ଚଳର ଜନସାଧାରଣଙ୍କ ହକି ଖେଳ ପ୍ରତି ଥିବା ଅନୁରକ୍ତି ଓ ପ୍ରୟାସ କୁ ଜିଲ୍ଲାପାଳ, ସୁବର୍ଣ୍ଣପୁର  ଭୂୟସୀ ପ୍ରଶଂସା କରିଥିଲେ।

ଏହି ଅବସରରେ ଅଞ୍ଚଳର ଯୁବକ ଯୁବତୀ, ଛାତ୍ରୀ ଛାତ୍ରୀ ଓ ଖେଳାଳୀମାନଙ୍କୁ ବହୁ ସଂଖ୍ୟାରେ ହକି ଖେଳ ପ୍ରତି ଆକର୍ଷିତ ହୋଇ  ହକି ଖେଳ ଖେଳିବା ପାଇଁ ଆହ୍ବାନ  କରିଥିଲେ। ଏହି  ବନ୍ଧୁତ୍ବପୂର୍ଣ୍ଣ ହକି ମ୍ୟାଚରେ  ଦୁଇଗୋଟି ପୁରୁଷ ହକି ଦଳ ଓ ଦୁଇ ଗୋଟି ମହିଳା ହକି ଦଳ ଅଂଶ ଗ୍ରହଣ କରିଥିଲେ। ଏଠାରେ  ସିଂଢୋଲ  ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀ ପ୍ରଦୀପ କୁମାର ଦେହୁରୀ ଓ ପଞ୍ଚାୟତ ନିର୍ବାହୀ ଅଧିକାରୀ ଶ୍ରୀ ପୂର୍ଣ୍ଣ ଚନ୍ଦ୍ର ପୁରୋହିତ ଙ୍କ ସମେତ ଅଞ୍ଚଳର  ବହୁ ବୁଦ୍ଧିଜୀବି, ଜନସାଧାରଣ ଉପସ୍ଥିତ ରହି ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ। ସୁବର୍ଣ୍ଣପୁର ଜିଲ୍ଲା ପ୍ରଶାସନ ର  କ୍ରୀଡ଼ା ବିଭାଗ ର ପ୍ରତ୍ୟକ୍ଷ ତତ୍ବାବଧାନରେ ଶ୍ରୀ ରାମ କୁମାର ସାହୁ (ହକି ଦଳ ର ପରିଚାଳକ) ଉପରୋକ୍ତ ବନ୍ଧୁତ୍ବପୂର୍ଣ୍ଣ ମ୍ୟାଚର ଆୟୋଜନ ଓ ସଭା ସଂଯୋଜନା ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like