-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଯୁବ କଳାକାରଙ୍କ ନୃତ୍ୟ ଦୁଲକିଲା ବଙ୍ଗୋମୁଣ୍ଡା ଧନୁଯାତ୍ରା ମଞ୍ଚ, ଝୁମିଲେ ହଜାର ହଜାର ଦର୍ଶକ

07-Nov-2025



କଣ୍ଟାବାଞ୍ଜି(ମୋହନ ସୁନା): ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସଦର ଠାରେ ଅନୁଷ୍ଠିତ ୩୯ ତମ ଧନୁଯାତ୍ରା ମହୋତ୍ସବ ଉଦଯାପିତ ହୋଇ ଯାଇଛି। ଏହି ଅବସରରେ ବିଶେଷ ଆକର୍ଷଣ ଭାବେ ପଶ୍ଚିମ ଓଡ଼ିଶାର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ତାଲ ଟ୍ରାୟୋ ଗ୍ରୁପ କଳାକାର ପ୍ରାଚି ପାଣିଗ୍ରାହୀ, କଳ୍ପନା ବ୍ୟାସ,ରୁପାଲି ବ୍ୟାସ ତାଙ୍କ ସାଥିଙ୍କ ସହ ପଶ୍ଚିମ ଓଡ଼ିଶାର ସୁପରିଚିତ ଗୀତ ରେ ଏହି ଯୁବ କଳାକାର ମାନଙ୍କର ନୃତ୍ୟ ମଞ୍ଚ ଦୁଲକି ଉଠିଥିବା ବେଳେ‌ ହଜାର ହଜାର ଦର୍ଶକ ମାନେ ଝୁମି ଉଠିଥିଲେ। କମ ସମୟ ମଧ୍ୟରେ ଏହି ଯୁବ କଳାକାର ମାନେ କେବଳ ଯେ ପଶ୍ଚିମ ଓଡ଼ିଶାରେ ନୃତ୍ୟ ପରିବେଷଣ କରୁଛନ୍ତି ତାହା ନୁହେଁ। ରାଜ୍ୟ ତଥା ରାଜ୍ୟ ବାହାରେ ଅନେକ ମଞ୍ଚ ରେ ସମ୍ବଲପୁରୀ ନୃତ୍ୟ ପରିବେଷଣ କରି ଲୋକଙ୍କ ପ୍ରଶଂସା ଯାଉଟୁଛନ୍ତି। କଂସ ମହାରାଜ ଙ୍କ ରାଜଦରବାର ରେ ସମ୍ବଲପୁରୀ ନୃତ୍ୟ ପରିବେଷଣ କରିଥିବାରୁ ତାଙ୍କ ନୃତ୍ୟ ରେ କଂସ ମହାରାଜ ଖୁସି ହୋଇ ରାଜଦରବାର ରେ ତାଲ ଟ୍ରାୟୋ ଗ୍ରୁପ ର କଳାକାର ପ୍ରାଚି ପାଣିଗ୍ରାହୀ, କଳ୍ପନା ବ୍ୟାସ,ରୁପାଲି ବ୍ୟାସ ତାଙ୍କ ସାଥିଙ୍କୁ ମାନପତ୍ର ସ୍ମୃତି ଚିହ୍ନ ଦେଇ ସମ୍ବର୍ଦ୍ଧିତ କରିଥିଲେ। ୬ ଦିନ ଧରି ଆୟୋଜିତ ଏହି ଧନୁଯାତ୍ରା ମହୋତ୍ସବରେ ପ୍ରତ୍ୟେକ ଦିନ ରାଜକୀୟ ଅତିଥି ମାନେ ଯୋଗ ଦେଇଥିଲେ। ସେହିପରି ଧନୁଯାତ୍ରା ମହୋତ୍ସବ ମାଧ୍ୟମରେ ଅଞ୍ଚଳରକଳାକାର ମାନଙ୍କୁ ସୁଯୋଗ ଦେବା ସହ ନାଟ୍ୟ ପରମ୍ପରାକୁ ଉଜ୍ଜୀବିତ କରି ରଖିବାର ଉଦ୍ୟମ କୁ ପ୍ରଶଂସା କରିଥିଲେ। ବୁଧବାର ବିଭିନ୍ନ ନାଟ୍ୟାଭିନୟ ପରିବେଷଣ କରାଯିବା ପରେ କଂସ ନିଧନ ସହ ଧନୁଯାତ୍ରା ମହୋତ୍ସବ ଉଦଯାପିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like