-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ତୁରେକେଲା ବ୍ଲକ ବିଦ୍ୟାଳୟ ସମୂହ କ୍ରିକେଟ ଖେଳାଳି ଚୟନ ଶିବିର ଅନୁଷ୍ଠିତ

08-Nov-2025



ବେଲପଡ଼ା(ତ୍ରିନାଥ ବାଗ): ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିଦ୍ୟାଳୟ ସମୂହ ୧୭ ବର୍ଷରୁ କମ ବାଳକ ବିଭାଗର କ୍ରିକେଟ ଖେଳାଳି ଚୟନ ଶିବିର ଖଗସା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଥିଲା l ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ଖଗସା ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନାରାଣୀ ନନ୍ଦ ଯୋଗଦେଇ କ୍ରୀଡ଼ା ପତାକା ଉତ୍ତୋଳନକରି ଉଦଘାଟନ ଘୋଷଣା କରିଥିଲେ l ତୁରେକେଲା ବ୍ଲକ କ୍ରୀଡ଼ା ସମ୍ପାଦକ ଶୁଭେନ୍ଦ୍ର କୁମାର ମହାନ୍ତି ଓ କ୍ରୀଡ଼ା ଶିକ୍ଷକ ସୌମ୍ୟ ରଞ୍ଜନ ପାଣିଗ୍ରାହୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ହୋଇଥିଲା l ଏହି ବ୍ଲକସ୍ତରୀୟରୁ ଚୟନ ଶିବିରରୁ ଚୟନ ହୋଇଥିବା ଖେଳାଳି ଆଗଲପୁରଠାରେ ହେବାକୁଥିବା ଜିଲ୍ଲା ସ୍ତରୀୟ  ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ ବୋଲି କ୍ରୀଡ଼ା ସମ୍ପାଦକ ଶ୍ରୀ ମହାନ୍ତି ସୂଚନା ଦେଇଥିଲେ l କ୍ରୀଡ଼ା ଶିକ୍ଷକ ରାଜେନ୍ଦ୍ର ସେଠ,ଜିତେନ୍ଦ୍ରନାଥ ନାଏକ,ସ୍ମିଥ ଦଳେଇ ପ୍ରମୁଖ ଚୟନ ଶିବିର ପରିଚାଳନା କରିଥିଲେ l କ୍ରୀଡ଼ା ଶିକ୍ଷକ ମନୋଜ ମହାପାତ୍ର, ଉପେନ୍ଦ୍ର ଚନ୍ଦନ,ଡିଙ୍ଗର ମାଝୀ,ଜିତେନ୍ଦ୍ର ନାଏକ, ଅକ୍ରୁର ବେହେରା, ଉମାଶଙ୍କର ଖମାରୀ,ଇପ୍ସିତ ପ୍ରଧାନୀ,ରମେଶ ସାହୁ,ମହମ୍ମଦ ଆରିଫ,ଶିକ୍ଷକ ପୀତବାସ ସାହୁ,ଆଶିଷ କୁମ୍ଭାର,ମହେନ୍ଦ୍ର ବାରିକ,ପ୍ରଦ୍ୟୁମ୍ନ ତ୍ରିପାଠୀ,ଦିପ୍ତୀ ରଞ୍ଜନ ମିଶ୍ର,ଶିକ୍ଷୟିତ୍ରୀ ସୀମା ମୁଗ୍ରୀ, ସୌମ୍ୟାସୁରଞ୍ଜନା ନାୟକ, ମୌସୁମୀ ପାତ୍ର,ରେଖାରାଣୀ ସରୋନିଆ,ମମତା ସୁନା, ଶୁଭଲକ୍ଷ୍ମୀ ପରିଡ଼ା,ନିତୁ ସିନ୍ହା ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like