-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଡାବୁଗାଁରେ ସାଇବର ସୁରକ୍ଷା ସଚେତନତା ଶିବିର

08-Nov-2025



ଡାବୁଗାଁ (ପ୍ରିୟଦର୍ଶିନୀ ପାତ୍ର)
 ନବରଙ୍ଗପୁର ଜ଼ିଲ୍ଲାଡାବୁଗାଁ ଥାନା ଅଧୀନ ଡାବୁଗାଁ ସରକାରୀ (ଏସଏସଡି) ବାଳିକା ଉଚ୍ଚ ବିଦ୍ୟାଳୟ ଓ ଶିଂସାରି ସରକାରୀ (ଏସଏସଡି) ଉଚ୍ଚ ବିଦ୍ୟାଳୟ ଠାରେ ସାଇବର ସୁରକ୍ଷା ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି | ଏଥିରେ ପ୍ରଥମେ ଛାତ୍ରୀ ଛାତ୍ର ମାନେ ସାଇବର ରଥକୁ ସ୍ଵାଗତ କରିଥିଲେ | ପରେ ବିଦ୍ୟାଳୟ ରେ ଅନୁଷ୍ଠିତ ସଚେତନତା ଶିବିରରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆଦିତ୍ୟ ସେନ ଯୋଗ ଦେଇ ସାଇବର ଠକେଇ , ଅପରାଧର ବିଭିନ୍ନ କୌଶଳ ଯଥା ସାମାଜିକ ଗଣମାଧ୍ୟମ ଠକାମି, ଲଟେରୀ, ଅନଲାଇନ ଟ୍ରାଞ୍ଜାକ୍ସନ ଭଳି ଠକାମିରୁ ରକ୍ଷା ପାଇବାର ଉପାୟ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରିଥିଲେ |

ଏଥିରେ ଉମରକୋଟ ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶୁଭେନ୍ଦୁ ଶବର, ଡାବୁଗାଁ ଥାନା ଆଇଆଇସି ଗୋପାଳକୃଷ୍ଣ ଆଗୁପାତ୍ର, ସବଇନିସ୍ପେକ୍ଟର ଚନ୍ଦନ ସାହୁ, ଏଏସଆଇ ଗୋପାଳ କୃଷ୍ଣ ହଲୱା, ଶିଂସାରି ଫାଣ୍ଡି ଅଧିକାରୀ ହରିହର ଭତ୍ରା, ଡାବୁଗାଁ ସରକାରୀ (ଏସଏସଡି) ବାଳିକା ଉଚ୍ଚ ବିଦ୍ୟାଳୟର ଶିକ୍ଷୟତ୍ରୀ ମାନେ ଓ ଶିଂସାରି ସରକାରୀ (ଏସଏସଡି) ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଅବନୀ ମଜୁମଦାର, ବିଦ୍ୟାଳୟର ଶିକ୍ଷୟତ୍ରୀ ଶିକ୍ଷକ, ଛାତ୍ରୀଛାତ୍ର ଓ ପୋଲିସ କର୍ମଚାରୀ ମାନେ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like