-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ଗାନ୍ଧୀଙ୍କୁ ଜାଣିବାକୁ ହେଲେ ତାଙ୍କୁ ସନ୍ଥ ଭାବରେ ଦେଖିବାକୁ ପଡିବ- ଗାନ୍ଧୀ ସ୍ମୃତି କମିଟି ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଆଲୋଚନାଚକ୍ର

30-Jan-2021



ବଲାଙ୍ଗୀର (ପ୍ରେରଣା ଖବର)-ମହାତ୍ନା ଗାନ୍ଧୀଙ୍କୁ ଜାଣିବାକୁ ହେଲେ ତାଙ୍କୁ ସନ୍ଥ ଭାବରେ ଦେଖିବାକୁ ପଡିବ । ସେ ରାଜନୀତିରେ ଜଣେ ଅସଫଳ ମଣିଷ ଥିଲେ ମଧ୍ୟ ତାଙ୍କର ସେବା ଶ୍ରଦ୍ଧା ଓ ତଥା ଅହିଂସା ସାରା ବିଶ୍ୱକୁ ଏକ ନୂତନ ଦିଗ୍‌ଦର୍ଶନ ଦେଇଥିଲା ବୋଲି ଆଜି ଗାନ୍ଧୀ ସ୍ମୃତି କମିଟି ପକ୍ଷରୁ ସ୍ଥାନୀୟ ଯାଦବ ଭବନ ଠାରେ ଆୟୋଜିତ ‘ସେବା ଓ ଶ୍ରଦ୍ଧା- ଜୀବନ ଏକ ନିବେଦନ’ ଶୀର୍ଷକ ଆଲୋଚନାଚକ୍ରରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଏହା କହିଛନ୍ତି ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ବାଣିଜ୍ୟ ବିଭାଗର ଅବସରପ୍ରାପ୍ତ ପ୍ରଧ୍ୟାପକ ରବି ଶଙ୍କର ପାଣ୍ଡିଆ । ଆଜିର ଗାନ୍ଧୀଙ୍କ ତିରୋଧାନ ଦିବସର ଏହି ସଭାକୁ ଦିବଙ୍ଗତ ସମାଜସେବୀ ଲଳିତ କୁମାର ନାୟକଙ୍କ ଉଦ୍ଦେଶ୍ୟରେ ସମର୍ପିତ କରାଯାଇଥିଲା ।  ପ୍ରଥମେ ଅତିଥି ମାନେ ମହାତ୍ମା ଗାନ୍ଧୀଙ୍କ ଫଟୋଚିତ୍ରରେ ପୁଷ୍ପଗୁଚ୍ଛ ପ୍ରଦାନ କଲା ପରେ ବିଶିଷ୍ଟ ସମାଜସେବୀ ଲଳିତ କୁମାର ନାୟକଙ୍କ ଅମର ଆତ୍ମାର ସଦ୍‌ଗତି ପାଇଁ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ଗାନ୍ଧୀ ସ୍ମୃତି କମିଟିର ଆବାହକ ପ୍ରଶାନ୍ତ ମହାକୁଡଙ୍କ ପରିଚାଳନାରେ ଆୟୋଜିତ ଏହି ସଭାରେ   ସମ୍ମାନିତ  ବକ୍ତା ଭାବରେ ସୂଚନା ଅଧିକାର କର୍ମୀ ହେମନ୍ତ ପଣ୍ଡା ଯୋଗ ଦେଇ ଗାନ୍ଧୀଜୀଙ୍କୁ ଜଣେ ସର୍ବୋଦୟ ନେତା ଭାବରେ ବିବେଚନା କରିବା ସହ ଗାନ୍ଧୀଜୀଙ୍କ ସେବା ମନୋଭାବ, ଶ୍ରଦ୍ଧା, ସେବା ଓ ନିବେଦନର ଐଶରୀୟ ଗୁଣ ଦିବଙ୍ଗତ ଲଳିତ ନାୟକଙ୍କ ମଧ୍ୟରେ ରହିଥିଲା ବୋଲି କହିଥିଲେ । ଅନ୍ୟତମ ବକ୍ତା ଭାବରେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ଓ ବରିଷ୍ଠ ସାମ୍ବାଦିକ ସତ୍ୟନାରାୟଣ ବେହେରା ମଂଚାସୀନ ରହି ଗାନ୍ଧୀଜୀଙ୍କ ଆଦର୍ଶ ଓ ଜୀବନଶୈଳୀର ଏବେ ମଧ୍ୟ ପ୍ରସଙ୍ଗିକତା ରହିଛି ବୋଲି କହିଥିଲେ । ଆଜି ଲଳିତ ନାୟକଙ୍କ ଆବର୍ତ୍ତମାନରେ ତାଙ୍କ ଆଦର୍ଶରେ ସମଗ୍ର ଯୁବ ସମାଜ ଅନୁପ୍ରାଣିତ ହେବା ଉଚିତ ବୋଲି ବକ୍ତା ଦ୍ୱୟ ମତ ପ୍ରକାଶ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ବିଷ୍ଣୁ ପ୍ରସାଦ କେଡିଆ, ଜୟରାମ ମିଶ୍ର, ମନୋରଂଜନ ସାହୁ, ବିଭୁ କଲ୍ଯାଣ ଗଡତିଆ, ଗୋପଭୂଷଣ ନlଥ, ପୂର୍ଣ୍ଣଚନ୍ଦ୍ର ପଣ୍ଡା ପ୍ରମୁଖ  ଉପସ୍ଥିତ ଥିଲେ । ସଭା ପ୍ରାରମ୍ଭରେ ସାମ୍ବାଦିକ ବୀରେନ୍ଦ୍ର କୁମାର ଝାଙ୍କର ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ  ବିନୋଦ କାଲସାଏ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like