-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା କଲେଜ ରେ ଯୁବ ସାଂସ୍କୃତିକ ମହୋତ୍ସବ ଉଦଯାପିତ

08-Nov-2025



ଲୋଇସିଂହା, (ବିନୋଦ ଦୀପ) ଓଡିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ବିଭାଗ, ଓଡ଼ିଶା ସରକାର ଙ୍କ ସାହାଯ୍ୟରେ ସ୍ଥାନୀୟ ଅନୁଷ୍ଠାନ ସୁର ସଂଗମ ସାଂସ୍କୃତିକ ସଂସଦ ଆନୂକୁଲ୍ୟରେ ଲୋଇସିଂହା ମହାବିଦ୍ୟାଳୟ ରେ ୨ ଦିନ ଧରି ମହା ସମାରୋହରେ ପାଳନ ହୋଇ ଯାଇଛି  l ପ୍ରଥମ ଦିନରେ ମୂଖ୍ୟ ଅତିଥି ଭାବରେ ସ୍ଥାନୀୟ ବିଡିଓ ଅକ୍ଷୟ ପାଣି ଉଡ୍ଡୁ ଯୋଗ ଦେଇଥିବା ବେଳେ କଲେଜ ର ଅଧ୍ୟକ୍ଷ ବିଭୁଦେନ୍ଦୁ ମହାନ୍ତି, ଲୋଇସିଂହା ଡାକ ଶାଖାର ମୂଖ୍ୟ ମାନଧାତା ପଣ୍ଡା ଯୋଗ ଦେଇଥିଲେ l ମୂଖ୍ୟବକ୍ତା ହିସାବରେ ପ୍ରମେୟର ସାମ୍ୱାଦିକ ଅଖିଳ ଚନ୍ଦ୍ର ହୋତା ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ l

ଅନୁଷ୍ଠାନ ର ସଭାପତି ନିସାର ଅହମ୍ମଦ ନିସାର ଙ୍କ ସଂଯୋଜନା ରେ ପ୍ରାରମ୍ଭିକ ସଂଗୀତ ବନ୍ଦେ ମାତରଂ ସମସ୍ତ ଛାତ୍ରଛାତ୍ରୀ ଙ୍କୁ ନେଇ ସାମୁହିକ ଗାନ କରିଥିଲେ l ଉକ୍ତ ଉତ୍ସବରେ ପୁରାତନ ସମସ୍ତ ନିର୍ବାଚିତ ଛାତ୍ର ସଂସଦ ର ସଭାପତି, ସଂପାଦକ ଉପ ସଭାପତି ସମସ୍ତଙ୍କୁ ସମ୍ୱର୍ଦ୍ଧନା କରା ଯାଇଥିଲା ଏବଂ ୪ ଗୋଟି ବିଭାଗରେ ଛାତ୍ର ଛାତ୍ରୀ ଙ୍କୁ ନେଇ ଗୀତ, ନାଚ, ବକୃତା ଓ ଏକକ ଅଭିନୟ ଅନୁଷ୍ଠିତ ହୋଇଥିଲା ଏବଂ ଦ୍ୱିତୀୟ ଦିନରେ ମୂଖ୍ୟ ଅତିଥି ଭାବରେ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମିରଞ୍ଜନ ମିଶ୍ର ଯୋଗଦେଇ ସମସ୍ତଙ୍କୁ ଉତ୍ସାହିତ କରିବା ସଂଗେ ପୁରାତନ ଛାତ୍ରୀ ରିଫତ୍ ଖାନ କୁ ଜାତୀୟ ସ୍ତରରେ ପୁରସ୍କୃତ ହୋଇଥିବା ହେତୁ ସମ୍ୱର୍ଦ୍ଧନା କରିଥିଲେ l ସମସ୍ତ କାର୍ଯ୍ୟକ୍ରମ ଅନୁଷ୍ଠାନ ର ସମ୍ପାଦକ ସରୋଜ ମହାକୁର ପରିଚାଳନା କରିଥିଲେ l ସରୋଜ ବିଶ୍ବାଳ, ଦେବେନ୍ଦ୍ର ମିସ୍ତ୍ରୀ, ବୁଲୁ ବହିଦାର,ଏବିଡିଓ କିଶୋର ମାନସିଂହ , ଅଧ୍ୟାପକ ସନ୍ତୋଷ ଦାସ ଓ କାହ୍ନୁଚରଣ ଦରଜୀ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like