-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାପାଳଡ. ନୃପରାଜ ସାହୁ ପାଇବେ ଚଳିତ ବର୍ଷର ସମ୍ମାନ ଜନକ ପ୍ରଶାସନିକ ସେବାରତ୍ନ ସମ୍ମାନ 

08-Nov-2025



ବଲାଙ୍ଗିର(ପ୍ରେରଣା ଖବର) ରାଜ ବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ ବଲାଙ୍ଗିରର ରାଜ୍ୟସ୍ତରୀୟ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆଗାମୀ ଡିସେମ୍ବର ୨୫ ତାରିଖ ଦିନ ସ୍ଥାନୀୟ ହୋଟେଲ ପାର୍କ ଲ୍ୟାଣ୍ଡ ଠାରେ ଅନୁଷ୍ଠିତ ହେବ । ଏଥିରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ.ନୃପରାଜ ସାହୁଙ୍କୁ ଚଳିତ ବର୍ଷର ମର୍ଯ୍ୟାଦା ଜନକ ପ୍ରଶାସନିକ ସେବା ରତ୍ନ ସମ୍ମାନ-୨୦୨୫ ପ୍ରଦାନ କରାଯିବ । ଏତଦ୍ ଭିନ୍ନ ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ବନ୍ଧପଡା ଗ୍ରାମର ଜାତୀୟ ସ୍ତରରେ ସୁନାମ ଅର୍ଜନ କରିଥିବା ବିଶିଷ୍ଟ ବୈଦ୍ୟ ଝସକେତନ ଗୁରୁଙ୍କୁ ତାଙ୍କର ରୋଗୀ ତଥା ସମାଜ ସେବା ପାଇଁ “ବୈଦ୍ୟ ରାଜ ଉପାଧି”ପ୍ରଦାନ କରାଯିବ । ଉଭୟଙ୍କୁ ମୁକୁଟ ପରିଧାନ ପୂର୍ବକ ରାଜ୍ୟ ଓ ଜାତୀୟ ସ୍ତରର ଅତିଥି ମାନଙ୍କ ଗହଣରେ ସମ୍ମାନିତ କରାଯିବ । ପ୍ରକାଶ ଥାଉ କି ଏହି ଅବସରରେ ଲୋକ ସେବକ ମଣ୍ଡଳ ଜାତୀୟ ଉପାଧ୍ୟକ୍ଷ (ଦିଲ୍ଲୀ) ଡ. ପ୍ରଭାସ ଚନ୍ଦ୍ର ଆଚାର୍ଯ୍ୟ ମୁଖ୍ୟ ଅତିଥି,ଉତ୍କଳ ସାହିତ୍ୟ ସମାଜର ନବ ନିର୍ବାଚିତ ସମ୍ପାଦକ ହାଇକୋର୍ଟ ଏଡ୍‌ଭୋକେଟ୍ ରାଜୀବ କୁମାର ଷଡଙ୍ଗୀ ତଥା କୋଷାଧ୍ୟକ୍ଷ ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ କୁମାର ଦାସ ଅତିଥି ଭାବେ ଯୋଗଦାନ କରିବା ପାଇଁ ସ୍ୱୀକୃତି ପ୍ରଦାନ କରିଛନ୍ତି । ରାଜ୍ୟ ତଥା ଜାତୀୟ ସ୍ତରର ଅତିଥିମାନେ ତିନୋଟି ଅଧିବେଶନରେ ମଂଚାସିନ ହୋଇ ପ୍ରତିଭା ମାନଙ୍କୁ ସମ୍ବର୍ଦ୍ଧିତ କରି ଉତ୍ସାହିତ କରିବା ପାଇଁ ସହମତି ପ୍ରଦାନ କରିଥିବା ସମ୍ପାଦକ ଡ.ନବକିଶୋର ବେହେରା ଏକ ବିଜ୍ଞପ୍ତିରେ ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like