-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||     

HOME   ଜିଲ୍ଲା

ବାୟୋଡିଗ୍ରେଡେବଲ୍ କ୍ୟାରିବ୍ୟାଗ୍ ଶିଳ୍ପ ଉଦ୍‌ଘାଟିତ

08-Nov-2025



ବଲାଙ୍ଗିର- ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ବରକାନି ଗ୍ରାମରେ ରାଜକିଶୋର ପୁଟେଲ ଙ୍କ ସୋନାଲି ବାୟୋଡିଗ୍ରେଡେବଲ କ୍ୟାରିବ୍ୟାଗ୍ ଶିଳ୍ପ ଉଦ୍‌ଘାଟିତ ହୋଇଯାଇଛି । ବଲାଙ୍ଗିର ପୌରାଧ୍ୟକ୍ଷା ଲିକା ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦ୍‌ଘାଟନ କରିଥିଲେ । ସମ୍ମାନିତ ଅତିଥି ଭାବରେ ବ୍ୟାଙ୍କ ଅଫ୍ ଇଣ୍ଡିଆର ସିନିୟର ମ୍ୟାନେଜର ବି.ପି. ବେହେରା, ଜିଲ୍ଲା ଶିଳ୍ପ ଅଧିକାରୀ ବିଷ୍ଣୁ ପ୍ରସାଦ ଦାଶ ଯୋଗ ଦେଇଥିଲେ । ଏହି ଉଦ୍ୟମ ଦ୍ୱାରା ଗ୍ରାମୀଣ ଯୁବକ ଯୁବତୀଙ୍କୁ ରୋଜଗାର ସୁଯୋଗ ମିଳିବା ସହିତ ପ୍ଲାଷ୍ଟିକ ମୁକ୍ତ ପରିବେଶ ଗଠନରେ ଏକ ପଦକ୍ଷେପ ହେବ ବୋଲି ପୌରାଧ୍ୟକ୍ଷା ଶ୍ରୀମତୀ ସାହୁ ଜଣାଇଥିଲେ । ପରିବେଶ ସୁରକ୍ଷା ଓ ଉଦ୍ୟମୀତାକୁ ପ୍ରୋତ୍ସାହନ ଦେବା ଏହି ଶିଳ୍ପର ପ୍ରଧାନ ଲକ୍ଷ୍ୟ ବୋଲି ମଧ୍ୟ କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026

You Might Also Like