-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||     

HOME   ଜିଲ୍ଲା

ଜନତା ସରକାରୀ ଉଚ୍ଚ ବିଦ୍ୟାଳୟ ଭୁକ୍ତାରେ ବିଦ୍ୟାଳୟସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ୍ ପ୍ରତିଯୋଗିତା - ୨୦୨୫ ଅନୁଷ୍ଠିତ

08-Nov-2025



ବରଗଡ଼(ପ୍ରେରଣା ଖବର): ଶକ୍ତିର ମିତବ୍ୟୟୀ ବ୍ୟବହାର ସମ୍ପର୍କରେ ଶିକ୍ଷାର୍ଥୀମାନଙ୍କୁ ସଚେତନ କରିବା ନିମନ୍ତେ ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଜନତା ସରକାରୀ ହାଇସ୍କୁଲ,ଭୁକ୍ତାରେ ବିଦ୍ୟାଳୟସ୍ତରୀୟ ଶକ୍ତି ସଂରକ୍ଷଣ କୁଇଜ୍ ପ୍ରତିଯୋଗିତା -୨୦୨୫ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ବିଦ୍ୟାଳୟର ୪୦ ଜଣ ଶିକ୍ଷାର୍ଥୀ ଅଂଶ ଗ୍ରହଣ କରିଥିଲେ। ଏଥିରେ ଦିପ୍ତିମୟୀ ଗଡତିଆ, ଲିପସାମୟୀ ସା ଏବଂ ବିଜିତା ସାହୁ ଯଥାକ୍ରମେ ପ୍ରଥମ,ଦ୍ବିତୀୟ ଓ ତୃତୀୟ ସ୍ଥାନ

ଅଧିକାର କରିଥିଲେ। ପ୍ରଧାନ ଶିକ୍ଷକ ଦୁର୍ଗା ପ୍ରସାଦ ନାୟକଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଇକୋ କ୍ଲବ ମାଷ୍ଟର ଟ୍ରେନର ତଥା ଶକ୍ତି କ୍ଲବର ମାର୍ଗ ଦର୍ଶକ ବିଜ୍ଞାନ ଶିକ୍ଷକ

ସଞ୍ଜୟ ଖମାରୀ ପରିଚାଳନା କରିଥିବାବେଳେ ଶିକ୍ଷକ ବୋଧରାମ ବିଶ୍ବାଳ, ପ୍ରଶାନ୍ତ ମହାପାତ୍ର,ଆଶୁତୋଷ ଭୋଇ, ତେଜରାମ ସା,ଶ୍ରୀପତି ସାହୁ,ସୁବାସ ଚନ୍ଦ୍ର ଖମାରୀ, ପ୍ରକାଶ ପଧାନ,ପଦ୍ମଲୋଚନ ବିଶି,ଆଶିଷ ପୁରୋହିତ,ଅନୀଳ ସିଦାରଙ୍କ ସମେତ ବିଦ୍ୟାଳୟର ଶକ୍ତି କ୍ଲବର ସଦସ୍ୟ ସକ୍ରିୟ ଅଂଶଗ୍ରହଣ କରିଥିଲେ। ବ୍ଲକ ଶିକ୍ଷା ଅଧିକାରୀ ମିଶ୍ରାଣୀ କୁମ୍ଭାର ଏବଂ ସହ ଗୋଷ୍ଠୀ ଶିକ୍ଷା ଅଧିକାରୀ ଲାଲ ମୋହନ ସିଂ ସମସ୍ତ କୃତୀ ପ୍ରତିଯୋଗୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026

You Might Also Like