-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||     

HOME   ଜିଲ୍ଲା

ରୋତ୍ କଲେଜରେ ବନ୍ଦେ ମାତରମ୍ କାର୍ଯ୍ୟକ୍ରମ

08-Nov-2025



ଆଗଲପୁର, (ବିନୋଦ ଦୀପ) ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତରେ ଆଜି 'ବନ୍ଦେ ମାତରମ୍' ସଂଗୀତର ୧୫୦ ବର୍ଷ ପୂର୍ତ୍ତି ଉତ୍ସବ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କୁମାର ଷଡଙ୍ଗୀ ସଭାପତିତ୍ବ କରିଥିବା ବେଳେ ସଭା ପ୍ରାରମ୍ଭରେ ସମସ୍ତ ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ସମବେତ ଭାବରେ 'ବନ୍ଦେ ମାତରମ୍' ଜାତୀୟ ସଙ୍ଗୀତକୁ ଗାନ କରିଥିଲେ। ଅଧ୍ୟାପକ ଡକ୍ଟର ଅନ୍ତର୍ଯ୍ୟାମୀ ନାୟକ, ଡକ୍ଟର ସୁବିଜ୍ଞ ଗଡତ୍ୟା, ଶାନ୍ତନୁ ପାଢୀ, ବୁଦ୍ଧଦେବ ପଣ୍ଡା, ଛାତ୍ରୀ ଆକାଂକ୍ଷା ନାୟକ, ଛାତ୍ର ବନ୍ତ ସାହୁ ପ୍ରଭୃତି ବକ୍ତବ୍ଯ ରଖିଥିଲେ। ସଭାକୁ ଅଧ୍ୟାପକ ଡକ୍ଟର ଲିଙ୍ଗରାଜ ମେହେର ସଂଯୋଜନା କରି ଶେଷରେ କୃତଜ୍ଞତା ଜ୍ଞାପନ କରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ଯରେ ସେହି ସଂପର୍କିତ ପ୍ରବନ୍ଧ ଲିଖନ, କବିତା ଲିଖନ, ଚିତ୍ରାଙ୍କନ ଓ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମକୁ ଆଇ.କ୍ବୁ.ଏ.ସି ସଂଯୋଜକ ଦୈତାରି ଶବର, ସହ-ସଂଯୋଜକ ନୀଳାମ୍ବର ବାରିକ ଓ ମାନସ କୁମାର ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026

You Might Also Like