-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଛାୟା ସଂସଦ ପ୍ରତିଯୋଗିତା

09-Nov-2025



ବଲାଙ୍ଗୀର(ପ୍ରେରଣା ଖବର)-ସ୍ଥାନୀୟ ପିଏମଶ୍ରୀ ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟ ର ସେଣ୍ଟେନରୀ ହଲ ଠାରେ ଜିଲ୍ଲା ସ୍ତରୀୟ ଛାୟା ସଂସଦ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଉପଜିଲ୍ଲାପାଳ ଆଲୋକ ପଟେଲ ଉଦଘାଟନ କରି ନିଜ ବକ୍ତବ୍ୟରେ ଛାତ୍ରଛାତ୍ରୀ ମାନଙ୍କ ନେତୃତ୍ୱ ବିକାଶ ଓ ଉତ୍ତର ଦାୟିତ୍ୱ ପ୍ରତି ସଚେତନ କରିବାରେ ଏହି ଛାୟା ସଂସଦ କାର୍ଯ୍ୟକ୍ରମ ସହାୟକ ହେବ ବୋଲି ମତପ୍ରକାଶ କରିଥିଲେ। ଜିଲ୍ଲା ର ୨୧ଟି ପିଏମଶ୍ରୀ ହାଇସ୍କୁଲରୁ ମନୋନୀତ ହୋଇ ଆସିଥିବା ୮୪ଜଣ ଛାତ୍ରଛାତ୍ରୀ ବାଚସ୍ପତି, ପ୍ରଧାନମନ୍ତ୍ରୀ, କୃଷିମନ୍ତ୍ରୀ, ଶିକ୍ଷାମନ୍ତ୍ରୀ,ସ୍ୱାସ୍ଥ୍ୟ ମନ୍ତ୍ରୀ,ବିରୋଧୀ ଦଳ ନେତା  ଭୂମିକାରେ ଅବତୀର୍ଣ୍ଣ ହୋଇଥିଲେ। ଏହି ପ୍ରତିଯୋଗିତାରେ ପିଏମଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ର ଛାତ୍ର ଶୁଭମ ପଣ୍ଡା ଓ ଦେଓଗାଁ ବ୍ଲକ ଅନ୍ତର୍ଗତ ରାମଚନ୍ଦ୍ର ପୁର ଏସଏସଡି ର ଛାତ୍ରୀ ଏଲିନା କୁମାର ଶ୍ରେଷ୍ଠ ସାଂସଦ ଭାବେ ଯୋଗ୍ୟ ବିବେଚିତ ହୋଇ ରାଜ୍ୟ ସ୍ତରୀୟ ଛାୟା ସଂସଦ ପ୍ରତିଯୋଗିତାରେ ଯୋଗ ଦେବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଏହି

କାର୍ଯ୍ୟକ୍ରମରେ ୨୧ଟି ପିଏମଶ୍ରୀ ସ୍କୁଲ ରୁ ଆସିଥିବା ଛାତ୍ରଛାତ୍ରୀ ମାନେ ନିଜ ବିଦ୍ୟାଳୟର ସଫଳ ଗାଥାକୁ ପ୍ରଦର୍ଶନୀ ମାଧ୍ୟମରେ ଦେଖେଇଥିଲେ। ଏହା ସହ କୁଇଜ କାର୍ଯ୍ୟକ୍ରମ ମଧ୍ୟ ଅନୁଷ୍ଠିତ ହୋଇଥିଲା। ବିଇଓ ପୁଇଁତଲା ରତ୍ନମୟୀ ପୁରୋହିତ, ବିଇଓ ଦେଓଗାଁ ମମତା ମହାଡ଼ିକ ଓ ବିଇଓ ଗୁଡଭେଳା ନମିତା ଭୋଇ ଏହି କୁଇଜ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଉଭୟ ପ୍ରଦର୍ଶନୀ ଓ କୁଇଜ କାର୍ଯ୍ୟକ୍ରମରେ ପିଏମଶ୍ରୀ ପୃଥ୍ଵୀରାଜ ହାଇସ୍କୁଲ ପ୍ରଥମ, ପିଏମଶ୍ରୀ ସରକାରୀ ବାଳିକା ବିଦ୍ୟାଳୟ ପାଟଣାଗଡ ଦ୍ଵିତୀୟ ଓ ପିଏମଶ୍ରୀ ଧବଳେଶ୍ୱର ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ଟିଟିଲାଗଡ ତୃତୀୟ ସ୍ଥାନ ଅଧିକାର କରି ଅତିଥି ମାନଙ୍କଠାରୁ ଟ୍ରଫି ଓ ପ୍ରମାଣପତ୍ର ଗ୍ରହଣ କରି ଥିଲେ।ଡିଇଓ ପ୍ରଦୀପ କୁମାର ନାଗଙ୍କ  ମାର୍ଗଦର୍ଶନ ରେ ତଥା ଏଡିଇଓ ପ୍ରବୀର ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ଏଡିଇଓ ରୀନା କୁମାରୀ ବେହେରା, ଏଡିଇଓ ସେବାଶ୍ରୀ ଭୋଇ,ବିଜ୍ଞାନ ଶିକ୍ଷକ ଆନନ୍ଦ ବଡ଼ପଣ୍ଡା, ରାଜ ପ୍ରସାଦ ପ୍ରଧାନ,ସୁନୀଲ ବେହେରା, ଅଗ୍ନି ନାଏକ,ସୁନୀଲ ପାତ୍ର,ଜୟକୃଷ୍ଣ ନାଏକ,ଶଙ୍କର ମିଶ୍ର,ଶ୍ରୀକୃଷ୍ଣ ପଟେଲ ଓ ଜିଲ୍ଲା ପ୍ରକଳ୍ପ କାର୍ଯ୍ୟାଳୟ ର ପ୍ରୋଗ୍ରାମ କୋର୍ଡିନେଟର ଦେବେଶ ମିଶ୍ର ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like