-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||     

HOME   ଜିଲ୍ଲା

ନୁଆପଡା ବିଧାନସଭା ଉପନିର୍ବାଚନ ପାଇଁ ଜିଲ୍ଲାପାଳଙ୍କ ଉଦ୍ୟମ କ୍ରମେ ୯ଟି OSRTC ବସ ପୋଲିଂ ଅଧିକାରୀ ମାନଙ୍କୁ ଆଣିବାରେ ନିୟୋଜିତ ହେବ l

09-Nov-2025



ନୁଆପଡା( ରାମନାଥ ପଣ୍ଡା)
 ନୁଆପଡା ବିଧାନସଭା ଉପନିର୍ବାଚନ ପାଇଁ ମତଦାନ କାର୍ଯ୍ୟରେ ନିୟୋଜିତ କର୍ମଚାରୀମାନଙ୍କ ସୁବିଧାଜନକ ଯାତାୟାତ କରିବା ପାଇଁ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ମଧୁସୂଦନ ଦାଶ ସମୁଚିତ ପଦକ୍ଷେପ ଗ୍ରହଣ କରିଛନ୍ତି l ତାଙ୍କ ଅନୁରୋଧକ୍ରମେ
ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (OSRTC) ତରଫରୁ ୯ଟି ମୁଖ୍ୟମନ୍ତ୍ରୀ ବସ୍ ସେବା ଯୋଜନାର  ବସ ନିୟୋଜିତ କରାଯିବ।ଏହି ବସଗୁଡ଼ିକ ନିର୍ବାଚନ ଆଗ ଦିନ  ୧୦ ନଭେମ୍ବରରେ ପୋଲିଂ କର୍ମଚାରୀମାନଙ୍କୁ ନିଜ ନିଜ ବ୍ଲକ୍ ମୁଖ୍ୟାଳୟରୁ ନ୍ୟାସନାଲ କଲେଜ, ନୁଆପଡାରେ  ଥିବା ଡିସପର୍ସାଲ ସେଣ୍ଟରକୁ ଆଣିବ l ଜିଲ୍ଲା ପ୍ରବନ୍ଧକ OSRTC, ନୁଆପଡାଙ୍କ ଦ୍ୱାରା ଜାରି ହୋଇଥିବା ପତ୍ର ଅନୁଯାୟୀ, ଖରିଆର, ସିନାପାଲି ଓ ବୋଡେନ ବ୍ଲକରୁ ମୋଟ ୯ଟି ବସ ଚାଲିବ। ରାନିମୁଣ୍ଡା, ସୁନାରିସିକୁଆ ଓ ବରଗାଁ ରୁଟରେ  ସକାଳ ୫ଟାରେ,  ଘଟମାଲ, ଗୋର୍ଲା ଓ ଲିଆଡ୍ ରାସ୍ତା ରେ ଭୋର୍ ୪.୩୦ରେ ଏଵଂ ବୋଡେନ ବ୍ଲକର ରୋକାଲ, ନାଗପଡା ଓ ଭଇସାଦାନି ରାସ୍ତା ରେ ବସ ସକାଳ ୫.୩୦ରେ ବ୍ଲକ ମୁଖ୍ୟାଳୟ ମାନଙ୍କରୁ ଛାଡ଼ିବ।
ଏହାଦ୍ବାରା ଜନସାଧାରଣ ଯାତାୟାତରେ ବିଶେଷ ଅସୁବିଧା ହେବନାହିଁ କାରଣଏହି ୯ଟି ରୁଟରେ କେବଳ ପ୍ରଥମ ଟ୍ରିପ୍ ବାତିଲ୍ ହେବ ବୋଲି ଜିଲ୍ଲା ପ୍ରବନ୍ଧକ ଜଣାଇଛନ୍ତି। ସମସ୍ତ ପୋଲିଂ କର୍ମଚାରୀଙ୍କୁ ସକାଳ ୭ଟା ପୂର୍ବରୁ ଡିସପର୍ସାଲ ସେଣ୍ଟରରେ ପହଞ୍ଚିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ ଯେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଙ୍କ ନିର୍ଦ୍ଦେଶ କ୍ରମେ ନିର୍ବାଚନ କୁ ସମ୍ପୂର୍ଣ ଭାବରେ ସ୍ୱଚ୍ଛ ଓ ନିରପେକ୍ଷ କରିବା ପାଇଁ ନୂଆପଡା ନିର୍ବାଚନ ମଣ୍ଡଳୀର କୌଣସି ଅଧିକାରୀ ମାନଙ୍କୁ ପ୍ରିଯାଇଡିଂ କିମ୍ବା ପୋଲିଂ ଅଧିକାରୀ ଭାବରେ ନିୟୋଜିତ କରାଯାଇନାହିଁ l ଏହି ବସ୍ ଦ୍ବାରା ଅନ୍ୟ ବ୍ଲକ୍ ର ଅଧିକାରୀ ମାନେ ନିର୍ଦ୍ଧାରିତ ସମୟରେ ନ୍ୟାସନାଲ କଲେଜ, ନୁଆପଡାରେ  ଥିବା ଡିସପର୍ସାଲ ସେଣ୍ଟର ରେ ପହଞ୍ଚି ପାରିବେ ବୋଲି ଜିଲ୍ଲାପାଳ ଆଶା ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026

You Might Also Like