-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

*ସାଇବର ସଚେତନତା ରଥ କୁ ସୁବର୍ଣ୍ଣପୁର ଜିଲ୍ଲା ପୋଲିସ ପକ୍ଷରୁ ଭବ୍ୟ ସ୍ବାଗତ*-

09-Nov-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ସ୍ଥାନୀୟ ନଳିନୀ ଛକ ଠାରେ ସାଇବର ସଚେତନତା ରଥ କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରା ଯାଇଛି l ସୁବର୍ଣ୍ଣପୁର ଏସପି ଶ୍ରୀ ନାରାୟଣ ନାଏକ ଓ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପଧାନ ଯୋଗ ଦେଇ ସବୁଜ ପତାକା ଦେଖାଇ ଏହାର ଶୁଭ ଉଦଘାଟନ କରିଥିଲେ l ଆଜି ଠାରୁ ଆସନ୍ତା ୧୭ ତାରିଖ ଯାଏ ଏହି ସଚେତନତା ରଥ ପ୍ରତି ବ୍ଲକ ଓ ପଞ୍ଚାୟତ କୁ ଯାଇ ଲୋକ ଙ୍କୁ ସଚେତନ କରିବ l ସାଇବର ଠକେଇ ରୁ ନିଜ କୁ ଦୂରେଇ ରଖିବାକୁ ଓ ପୁରା ସାବଧାନ ହୋଇ ନିଜର ର କଷ୍ଟ ଲବ୍ଧ ଅର୍ଥ କୁ ସୁରକ୍ଷିତ ରଖିବାକୁ ଏସପି ଶ୍ରୀ ନାଏକ ଓ ଏ ଡି ଏମ୍ ଶ୍ରୀମତୀ ପଧାନ ଆଜି ସହର ଓ ଜିଲ୍ଲା ବାସୀ ଙ୍କୁ ରୟାଲ ପଡିଆ ଠାରେ ଆୟୋଜିତ ଏକ ସଚେତନତା ସଭା ରେ ନିବେଦନ କରିଛନ୍ତି l ଆଜି ଏହି ଅବସର ରେ ସକାଳ ୭ ଟାରେ ନଳିନୀ ଛକ ରୁ ରୟାଲ ପଡିଆ ଯାଏ ଏକ ୱାକଥନ ଶୋଭା ଯାତ୍ରା ଅନୁଷ୍ଟିତ ହୋଇଥିଲା l ଆଜିର ଏହି କାର୍ଯ୍ଯ କ୍ରମ ରେ ଏସପି, ଏ ଡି ଏମ୍ ଙ୍କ ସମେତ ଅତିରିକ୍ତ ଏସପି ଶ୍ରୀ କେ. ହରି ପ୍ରସାଦ, ପୌର ପରିଷଦ କାର୍ଯ୍ଯ ନିର୍ବାହୀ ଅଧିକାରୀ ଋଷି ମାଝୀ, ଜିଲ୍ଲା କ୍ରୀଡ଼ା ଅଧିକାରୀ ଚିତ୍ତ ରଞ୍ଜନ ମିଶ୍ର, ଡି ଏସ ପି ରେଣୁକା ସୁନା, ସମସ୍ତ ଡି ଏସ ପି, ଏସ ଡି ପି ଓ ଶ୍ରୀ ପ୍ରତାପ ଚନ୍ଦ୍ର ତ୍ରିପାଠୀ, ସୋନପୁର ଥାନା ଭାରପ୍ରାପ୍ତ ଅଧିକାରୀ ତାପସ ଭୋଇ, ପୋଲିସ୍ ଆର ଆଇ ଶ୍ରୀ କାହୁଁ ଚରଣ ମାରାଣ୍ଡି, ହୋମ ଗାର୍ଡ ଆର ଆଇ ଭକ୍ତ ବନ୍ଧୁ ସେଠ, ପୋଲିସ୍ ସର୍ଜନ ନୀଳକଣ୍ଠ କହଁର ପ୍ରମୁଖ ସମସ୍ତ କର୍ମ ଚାରୀ ଯୋଗ ଦେଇଥିଲେ l ସୋନପୁର କଲେଜ ଏନ ସି ସି, ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ କଲେଜ, ଅଦିତି କଲେଜ, ସୁକାନ୍ତି ଇଣ୍ଟର ନେସନାଲ ସ୍କୁଲ, କୋଶଳ ହାଇସ୍କୁଲ୍, ସାହାରା ହାଇସ୍କୁଲ୍, ମହାରାଜା ହାଇସ୍କୁଲ, ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରମୁଖ ସହର ର ବହୁ ଶିକ୍ଷା ଅନୁଷ୍ଠାନ ର ଛାତ୍ର ଛାତ୍ରୀ  , ମିଡ଼ିଆ ଓ ବୁଦ୍ଧିଜୀବି ଏହି କାର୍ଯ୍ଯ କ୍ରମ ରେ ଯୋଗ ଦେଇ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like